PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କାବୁଲ ସ୍ଥିତ ଏକ ମସଜିଦ୍‌ରେ ଭୟଙ୍କର ବିସ୍ଫୋରଣ , ବିସ୍ଫୋରଣରେ ୨୦ ମୃତ , ୪୦ ଆହତ , ଆହତଙ୍କୁ ନିଆଯାଉଛି ହସ୍ପିଟାଲ
  • ||
  • ଭୁବନେଶ୍ବର : ରାଜ୍ୟରେ ଆଉ ୪ ଦିନ ଏଭଳି ବନ୍ୟା ସ୍ଥିତି ରହିବ, ଆଗାମୀ ୨୪ ଘଣ୍ଟା ଆମ ପାଇଁ ଗୁରୁତ୍ୱପୂର୍ଣ୍ଣ ବୋଲି ଏସଆରସିଙ୍କ ସୂଚନା
  • ||
  • ବୌଦ୍ଧ : ବୌଦ୍ଧ ଜିଲ୍ଲା ଭେଜିଗୋରା ଗ୍ରାମରେ ପାଣି ଘେରରେ ଥିବା ଗର୍ଭବତୀ ମହିଳା ଓ ଅନ୍ୟ ଜଣେ ମହିଳାଙ୍କୁ ଉଦ୍ଧାର କରିଛନ୍ତି ଅଗ୍ନିଶମ କର୍ମଚାରୀ
  • ||
  • ଭଦ୍ରକ : ଭଦ୍ରକ ଜିଲ୍ଲା ଧାମନଗର ବ୍ଲକ କାସିମପୁର ପଞ୍ଚାୟତ ହେମେନ୍ଦ୍ର ନାଥ ହାଇସ୍କୁଲରେ କ୍ଲାସ ରୁମ୍‌ରେ ପଶିଲା ବନ୍ୟା ପାଣି, ବାତିଲ ହେଲା ପରୀକ୍ଷା
  • ||
  • ସୋର : ବାଲେଶ୍ବର ଜିଲ୍ଲା ନୀଳଗିରି ଅଧିନ ଔପଦା ବ୍ଲକର ବିଡ଼ିଓ ଅଭିଷେକ ଦାସଙ୍କର ବଦଳିକୁ ନେଇ ବୁଧବାର ଔପଦା ବ୍ଲକ୍ ସମ୍ମୁଖରେ ସରପଞ୍ଚ, ସମିତି ସଭ୍ୟ/ସଭ୍ୟା, ବୁଦ୍ଧିଜୀବୀ, ଔପଦାର ଜନସାଧାରଣଙ୍କ ଧାରଣା
  • ||
  • ଜଗତସିଂହପୁର : ତିର୍ତ୍ତୋଲ ବ୍ଲକର ଗୋତିଆକୁଦ ଗାଁରେ ହଠାତ ପାଣି ବଢିଯିବାରୁ ଗୋଟିଏ ପରିବାରର ୩ ଜଣ ଫଶି ରହିଥିଲେ, ବୁଧବାର ଅଗ୍ନିଶମ ବାହିନୀ ପହଞ୍ଚି ଉଦ୍ଧାର କରିଛି
  • ||
  • କଟକ : ମୁଣ୍ଡଳୀରେ କମୁଛି ଜଳସ୍ତର, ତଥାପି ଵିପଦ ସଙ୍କେତ ଉପରେ ମହାନଦୀ
  • ||
  • ବାଲିପାଟଣା : ଧନୁଆ ନଦୀରେ ବନ୍ୟା, ବାଲିପାଟଣା ବ୍ଲକ୍‌ର ୫ଟି ପଞ୍ଚାୟତର ବିଭିନ୍ନ ଗାଁ ଜଳମଗ୍ନ
  • ||
  • ବାରିପଦା : ଆଇଟିଆଇ କଲେଜରେ ଆଦିବାସୀ ଛାତ୍ରଙ୍କୁ ମାଡ ଘଟଣା, ୧୨ ଘଣ୍ଟିଆ ମୟୁରଭଞ୍ଜ ବନ୍ଦ ଡାକରା
  • ||
  • କଣାସ : ମକରା ନଦୀରେ ୫୦ ଫୁଟର ଘାଇ, ୨୦ ରୁ ଅଧିକ ଗାଁରେ ପଶିଲା ବନ୍ୟାଜଳ
  • ||
  • ଜଳେଶ୍ବର : ତ୍ରୀର୍ଥଯାତ୍ରୀ ବସ୍‌କୁ ପିଟିଲା ମାଲବାହୀ ଟ୍ରକ୍, ଜଣେ ମୃତ ଓ ୪ ଗୁରୁତର
  • ||

ଶ୍ରୀମନ୍ଦିରରେ ପହଞ୍ଚିଲା ଏଏସ୍‌ଆଇ ଟିମ୍‌, ଗର୍ଭଗୃହ ଓ ନାଟମଣ୍ଡପ ଫାଟର ସ୍ଥିତି ଓ ଏହାର ସୁରକ୍ଷା ସମ୍ପର୍କରେ ଯାଞ୍ଚ କରିବ ଟିମ୍‌

ପୁରୀ ୦୩/୦୪: ମହାପ୍ରଭୁ ଶ୍ରୀଗୁଣ୍ଡିଚା ମନ୍ଦିରକୁ ବିଜେ କରିବା ପରେ ଶ୍ରୀମନ୍ଦିର ଗର୍ଭଗୃହର ସଫେଇ କାମ ଆରମ୍ଭ ହୋଇଛି । ଗର୍ଭଗୃହର ସ୍ଥିତି ଅନୁଧ୍ୟାନ ପାଇଁ ଶ୍ରୀମନ୍ଦିରରେ ଏଏସ୍‌ଆଇର ଟିମ୍ ପହଞ୍ଚିଛି। ଚେନ୍ନାଇ ଓ ରୁର୍‌କୀର ବିଶେଷଜ୍ଞମାନେ ଶ୍ରୀମନ୍ଦିର ବୈଷୟିକ ବିଶାରଦ (ଏକ୍ସପର୍ଟ) କମିଟି ରହିଛନ୍ତି। ଆଇଆଇଟି ଚେନ୍ନାଇର ପ୍ରଫେସର ଅରୁଣ ମେନନ, ଦିଲ୍ଲୀର କଂଜରଭେସନ ସୁପରିଟେଣ୍ଡେଣ୍ଟ ଇଞ୍ଜିନିୟର ଭିମା, ଏଏସଆଇ ଓଡିଶା ମୁଖ୍ୟ ଅରୁଣ ମଲ୍ଲିକଙ୍କ ସମେତ ଅନ୍ୟାନ୍ୟ ଅଧିକାରୀ ସାମିଲ ହୋଇଛନ୍ତି।

ନାଟମଣ୍ଡପ ଫାଟର ସ୍ଥିତି ଓ ଏହାର ସୁରକ୍ଷା ସମ୍ପର୍କରେ ଯାଞ୍ଚ କରିବା ସହ ଗର୍ଭଗୃହ ଭିତରେ ଥିବା ଅବସ୍ଥା ତଥା କଳାହାଟ ଦ୍ୱାରରେ ରୁପା ଛାଉଣୀ ଲଗାଯିବା ସମ୍ପର୍କରେ ଅନୁଧ୍ୟାନ କରିବ ଟିମ୍।