ପ୍ରମୂଖ ଖବର
  • ବଲାଙ୍ଗୀର : ରାଜେନ୍ଦ୍ର ବିଶ୍ଵବିଦ୍ୟାଳୟରେ ଆଶାନ୍ତି, ହଷ୍ଟେଲ ଫି ବୃଦ୍ଧି ନେଇ ଧାରଣା ଦେଲେ ଛାତ୍ରଛାତ୍ରୀ
  • ||
  • ବାରିପାଦ: ବିଚ୍‌ ରାସ୍ତାରେ ଯୁବକଙ୍କୁ ଭୁଜାଲି ମାଡ଼, ଆହତ ଅବସ୍ଥାରେ ମେଡିକାଲରେ ଭର୍ତ୍ତି
  • ||
  • ବୁଧବାର ମେୟରଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ, ଯୋଗଦେବେ ସବୁ ଷ୍ଟାଣ୍ଡିଂ କମିଟିର ଅଧ୍ୟକ୍ଷ ଏବଂ କର୍ପୋରେଟର
  • ||
  • ସୁନ୍ଦରଗଡ଼ : ପୋଖରୀରୁ ଅଜଣା ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ
  • ||
  • କେନ୍ଦ୍ରାପଡ଼ା : ଆଳିରେ ସିରିଜ୍‌ ଚୋରି, ଲକ୍ଷାଧିକ ଟଙ୍କାର ଅଳଙ୍କାର ନେଇଗଲେ ଦୁର୍ବୃତ୍ତ
  • ||
  • ବର୍ମିଂହାମ୍‌ରେ ଇଣ୍ଡିଆ-ଇଂଲଣ୍ଡ ଦ୍ୱିତୀୟ ଟେଷ୍ଟ: ପ୍ରତ୍ୟାବର୍ତ୍ତନ ପାଇଁ ପ୍ରସ୍ତୁତ ଗିଲ୍‌ ବାହିନୀ, ବୁମ୍‌ରା ଖେଳିବେ କି ନାହିଁ ହୋଇନି ସ୍ପଷ୍ଟ
  • ||
  • ବାହୁଡ଼ା ଯାତ୍ରା ପ୍ରସ୍ତୁତି: ଆଜ୍ଞାମାଳ ବିଜେ ପରେ ଶରଧାବାଲିରେ ଦକ୍ଷିଣ ମୋଡ଼ ନେବ ତିନ ରଥ
  • ||
  • ବଡ଼ବିଲ: ଖଣିରେ ଧସିଲା ମାଟି ଅତଡ଼ା, ଚାଲିଗଲା ୩ ଜୀବନ
  • ||
  • ନନ୍ଦିଘୋଷ ଭାଙ୍ଗିଲେ ରାଗରୋଷରେ ଜର୍ଜରିତ ମା’ଲକ୍ଷ୍ମୀ ଠାକୁରାଣୀ, ମହାପ୍ରଭୁଙ୍କ ଆଜ୍ଞାମାଳ ପାଇ ଫେରିଲେ
  • ||
  • ଉତ୍ତର-ପଶ୍ଚିମରେ ପ୍ରବଳ ବର୍ଷା ଆଶଙ୍କା: ପୁଣି ଘୂର୍ଣ୍ଣିବଳୟ ସମ୍ଭାବନା, ୫ରୁ ବର୍ଷା ବଢ଼ିପାରେ
  • ||

ରାଜଧାନୀରେ ବାର୍‌ ଉପରକୁ ଗୁଳି ଏବଂ ବୋମାମାଡ଼, ଜଣେ ଗୁରୁତର

Published By : Harapriya Sethi | May 10, 2025 9:14 AM

ଭୁବନେଶ୍ୱର, ୧୦/୦୫: ରାଜଧାନୀରେ ଗୁଳିକାଣ୍ଡ । ଡମଣା ଛକ ସ୍ଥିତ ଏକ ବାର୍‌ ଉପରକୁ ଗୁଳି ଓ ବୋମାମାଡ କଲେ ଦୁର୍ବୃତ୍ତ । ଗୁଳିକାଣ୍ଡ ପରେ ଘଟଣା ସ୍ଥଳରୁ ଫେରାର ହେଲେ ଦୁର୍ବୃତ୍ତ । ଗୁଳିମାଡ଼ରେ ଜଣେ ବ୍ୟକ୍ତି ଗୁରୁତର । ଘଟଣା ସ୍ଥଳରେ ଚନ୍ଦ୍ରଶେଖରପୁର ଥାନା ପୋଲିସର ତଦନ୍ତ ଆରମ୍ଭ । 

ସୂଚନା ମୁତାବକ, ଭୁବନେଶ୍ୱରର ଡମଣା ସ୍ଥିତ ଏକ ବାର୍‌ ଶୁକ୍ରବାର ବିଳମ୍ୱିତ ରାତି ପର୍ଯ୍ୟନ୍ତ ଖୋଲାଥିଲା । ଏହାରି ମଧ୍ୟରେ କିଛି ଦୁର୍ବୃତ୍ତ ଆସି ଉକ୍ତ ବାର୍‌ ଉପରକୁ ଗୁଳି ସହ ବୋମାମାଡ଼ ମଧ୍ୟ କରିଥିଲେ । ଏଥିରେ ଜଣେ ବ୍ୟକ୍ତି ମଧ୍ୟ ଗୁରୁତର ହୋଇଥିଲେ । ଏନେଇ ଖବର ପାଇବା ପରେ ଘଟଣା ସ୍ଥଳରେ ଚନ୍ଦ୍ରଶେଖରପୁର ଥାନା ପୋଲିସ ପହଞ୍ଚିଛି । ହେଲେ ଏହାରି ଭିତରେ ଦୁର୍ବୃତ୍ତମାନେ ଘଟଣା ସ୍ଥଳରୁ ଫୋରାର ହୋଇଯାଇଥିଲେ । ଘଟଣା ସ୍ଥଳରେ ପୋଲିସ ପହଞ୍ଚି ଗୁରୁତର ବ୍ୟକ୍ତିଙ୍କୁ ଉଦ୍ଧାର କରି ଡାକ୍ତରଖାନାରେ ଚିକିତ୍ସା ପାଇଁ ଭର୍ତ୍ତି କରିଛି । ଏହା ସହ ଘଟଣାର ତଦନ୍ତ ଆରମ୍ଭ କରି ସମସ୍ତ ସିସିଟିଭି ଯାଞ୍ଚ କରୁଛି ପୋଲିସ ।  

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.