ପ୍ରମୂଖ ଖବର
  • ବାଲେଶ୍ବର: ଟ୍ରକ୍‌ ଧକ୍କାରେ ଓଲଟି ପଡ଼ିଲା ବସ୍‌, ୨୦ରୁ ଉର୍ଦ୍ଧ୍ୱ ଗୁରୁତର
  • ||
  • ଏନ୍‌ସିଇଆର୍‌ଟି ବିଏଡ୍‌ ପ୍ରବେଶିକା ପରୀକ୍ଷା, ଆଜି ରାଜ୍ୟର ୪୪ କେନ୍ଦ୍ରରେ ୨୨ ହଜାର ଛାତ୍ରଛାତ୍ରୀ ଦେବେ ପରୀକ୍ଷା
  • ||
  • ସୋମବାର ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି: ଆଜି ପୁଲିସର କାର୍‌କେଡ୍‌ ରିହର୍ସାଲ, ଜଗିବେ ୫୦ ପ୍ଲାଟୁନ୍‌ ଫୋର୍ସ
  • ||
  • ଗାଜା ଉପରେ ଇସ୍ରାଏଲର ଭୟଙ୍କର ହମଲା, ୧୧୦ ପାଲେଷ୍ଟାନୀୟ ମୃତ
  • ||
  • ୧୬ରେ ବଙ୍ଗୋପସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ ସମ୍ଭାବନା, ଆଜି ବର୍ଷା ନେଇ ଅଧା ଓଡ଼ିଶାକୁ ୟେଲୋ ଓ୍ବାର୍ଣ୍ଣିଂ
  • ||

ସଂଘବଦ୍ଧ ଆକ୍ରମଣରେ ଦୋକାନୀ ଗୁରୁତର

Published By : Suraj Kumar | November 5, 2024 4:58 PM

ବ୍ରହ୍ମପୁର,୫।୧୧ :  ଦୋକାନୀଙ୍କୁ ସଂଘବଦ୍ଧ ଆକ୍ରମଣ। ଶରୀରର ମୁଣ୍ଡ, ହାତକୁ ଦୁର୍ବତ୍ତମାନେ  ଖଣ୍ଡାରେ ଆକ୍ରମଣ କରିଛନ୍ତି।  ଏଥିରେ ଦୋକାନୀ ଜଣକ ଗୁରୁତର ହୋଇଛନ୍ତି। ପୁରୁଷୋତ୍ତମପୁର ଥାନା ଶିକୁଲା ଗାଁରେ ଏଭଳି ଘଟଣା ଦେଖିବାକୁ ମିଳିଛି । 

 ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ସିକୁଳା ଗାଁ ମାଉସୀ ମାଁ ମନ୍ଦିର ନିକଟରେ ଥିବା ଏକ ଷ୍ଟେସନାରୀ ଦୋକାନରେ ସୁଶାନ୍ତ ବେହେରା ବସିଥିଲେ। ଏହି ସମୟରେ ପୂର୍ବ ଶତ୍ରୁତାକୁ ନେଇ ଦୁର୍ବୃତ୍ତମାନେ ଏକ ଖଣ୍ଡାରେ ତାଙ୍କୁ ଆକ୍ରମଣ କରିଥିଲେ। ଏଥିରେ ସୁଶାନ୍ତ ଗୁରତର ହୋଇଛନ୍ତି। ତାଙ୍କୁ ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଖବର ପାଇ ପୁଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ କରୁଛି । ରାଜନୈତିକ କାରଣରୁ ଆକ୍ରମଣ କରା ଯାଇଥିବା ଅଭିଯୋଗ ହୋଇଛି।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.