ପ୍ରମୂଖ ଖବର
  • ରାୟଗଡ଼ା : କଞ୍ଜାମଯୋଡି ଗ୍ରାମରେ କଙ୍ଗାରୁକୋର୍ଟ ଘଟଣା: ରାୟଗଡ଼ା ଉପଜିଲ୍ଲାପାଳଙ୍କ ତଦନ୍ତ ନିର୍ଦ୍ଦେଶ
  • ||
  • ଅନୁଗୁଳ : ସାପ କାମୁଡ଼ାରେ ନାବାଳକ ମୃତ
  • ||
  • କଟକ : ପାରିବାରିକ କଳହର କରୁଣ ପରିଣତି, ମୁଣ୍ଡଳୀ ବ୍ରିଜ୍‌ରେ ଗାଡ଼ି ରଖି ମହାନଦୀକୁ ଡେଇଁ ପଡ଼ିଲେ ଯୁବକ!
  • ||
  • ମୁମ୍ବାଇରୁ ଓଡ଼ିଶା ଫେରିବେ ବିରୋଧୀ ଦଳ ନେତା ନବୀନ, ସ୍ୱାଗତ ପାଇଁ ବିଜେଡି ନେତା ଓ କର୍ମୀ ପ୍ରସ୍ତୁତ
  • ||
  • ଡ୍ରାଇଭର ମହାସଂଘ ହାତ ଛାଡ଼ିଲେ ବସ୍‌ ମାଲିକ, ରାଜ୍ୟରେ ସ୍ୱାଭାବିକ ହେଲା ଘରୋଇ ବସ୍‌ ଚଳାଚଳ
  • ||
  • ଦିଲ୍ଲୀରେ ଭୁଶୁଡ଼ିଲା ୪ ମହଲା ବିଲ୍ଡିଂ, ୧୨ ଜଣ ଚାପି ହୋଇଥିବା ଆଶଙ୍କା
  • ||
  • ଦୁର୍ବଳ ହେଉଛି ମାଓ ସଙ୍ଗଠନ, ଆତ୍ମସମର୍ପଣ କଲେ ୨୨ ମାଓବାଦୀ
  • ||
  • ଭୁବନେଶ୍ୱର : ପୁଲିସ ଭବନ ସମ୍ମୁଖରେ ସିରିଜ୍ ଦୁର୍ଘଟଣା, ଡ୍ରାଇଭର ଗୁରୁତର
  • ||
  • କେନ୍ଦୁଝର: ଗୋଠଛଡ଼ା ଦନ୍ତା ଆକ୍ରମଣରେ ଜଣେ ମୃତ, ଜଣେ ଗୁରୁତର
  • ||
  • ଅହମ୍ମଦାବାଦ ପ୍ଲେନ୍‌ କ୍ରାସ୍‌ର ଆସିଲା ତଦନ୍ତ ରିପୋର୍ଟ, ଉଡ଼ାଣର ୯୦ ସେକେଣ୍ଡରେ ବନ୍ଦ ହୋଇଥିଲା ବିମାନ ଇଞ୍ଜିନ୍‌
  • ||
  • ମେଗା ରୋଜଗାର ମେଳା, ଆଜି ୫୧ ହଜାର ନିଯୁକ୍ତିପତ୍ର ବାଣ୍ଟିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
  • ||
  • ଘୂର୍ଣ୍ଣିବଳୟ ସକ୍ରିୟ: ଆଜି ୧୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ୧୩ରୁ ଅଧିକ ବର୍ଷା ହୋଇପାରେ
  • ||

ଦୋକାନୀଙ୍କୁ ଠେଙ୍ଗାରେ ପିଟି ସୁନା ବ୍ୟାଗ୍‌ ଲୁଟ୍‌, ଲକ୍ଷାଧିକ ଟଙ୍କାର ଅଳଙ୍କାର ଲୁଟିନେଲେ ୪ ଦୁର୍ବୃତ୍ତ

Published By : Harapriya Sethi | April 27, 2025 8:05 AM

ଭୁବନେଶ୍ୱର,୨୭/୦୪: ସୁନା ଅଳଙ୍କାର ଦୋକାନ ମାଲିକଙ୍କୁ ଠେଙ୍ଗାରେ ପିଟି ଛଡ଼ାଇନେଲେ ସୁନା ଭର୍ତ୍ତି ବ୍ୟାଗ୍‌ । ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଗହଣା । ଗୁରୁତର ଅବସ୍ଥାରେ ବାରିପଦା ସ୍ଥିତ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି ହେଲେ ମାଲିକ । ମୟୂରଭଞ୍ଜ ଜିଲ୍ଲା ସୁନଗାଡ଼ିଆ ଯିବା ରାସ୍ତର ପଛପଟ ଅଞ୍ଚଳରେ ଘଟଣାଟି ଘଟିଛି । 

ସୂଚନା ମୁତାବକ, ବାରିପଦା ସହରର ବାଲେଶ୍ଵର ଉଦଳା ବସ୍ ଷ୍ଟପ୍‌ ନିକଟରେ ରାଜେଶ କମିଲା ଓରଫ ବାବୁ ନାମକ ବ୍ୟକ୍ତି ଏକ ସୁନା ଦୋକାନ କରିଛନ୍ତି । ଶନିବାର ରାତି ୯ଟା ୩୦ବେଳେ ବାବୁ ଥିବା ଦୋକାନ ବନ୍ଦ କରିଥିଲେ । ସେ ବାଇକରେ ଅଳଙ୍କାର ଭର୍ତି ସୁନାଗହଣା ରଖି ଘରକୁ ଯାଉଥିବା ବେଳେ ଶୂନ ଗାଡ଼ିଆ ନିକଟ ପୁରୁଣା ସରାଳି ବ୍ରିଜ ନିକଟରେ ୨ଟି ବାଇକରେ ୪ଜଣ ଯୁବକ ଆସି ତାଙ୍କୁ ଅଟକାଇଥିଲେ । ତାଙ୍କୁ ମାଡ଼ ମାରିବା ସହ ସୁନା ଗହଣା ଭର୍ତ୍ତି ବ୍ୟାଗ୍‌ ନେଇ ଚମ୍ପଟ ମାରିଥିଲେ । ଏନେଇ ଟାଉନ ଥାନାରେ ଏକ ଲିଖିତ ଅଭିଯୋଗ ହୋଇଛି । ଅଭିଯୋଗକୁ ଭିତ୍ତି କରି ପୋଲିସ ମାମଲା ରୁଜୁ କରି ଅଧିକ ତଦନ୍ତ ଆରମ୍ଭ କରିଛି। 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.