ପ୍ରମୂଖ ଖବର
  • ରାଉରକେଲା : ହୋଟେଲ ରୁମ୍‌ରେ ଜୀବନ୍ତ ଜଳିଗଲେ ଯୁବତୀ, ହତ୍ୟା ଅଭିଯୋଗ କଲେ ପରିବାର ଲୋକେ
  • ||
  • ବାରିପଦାରେ ଗଣେଶ ଭସାଣି ବେଳେ ଅଘଟଣ, ସୁବର୍ଣ୍ଣରେଖା କେନାଲରେ ଭାସିଗଲେ ୪ ଛାତ୍ର
  • ||
  • ମୋହନା : ପୋଖରୀରେ ବୁଡ଼ି ନାବାଳକ ମୃତ, ଘଟଣାର ତଦନ୍ତ କରୁଛି ପୋଲିସ
  • ||
  • ଆସ୍କା : ଟ୍ରାକ୍ଟରକୁ ଧକ୍କା ଦେଲା ମାଲ୍‌ ବୋଝେଇ ଟ୍ରକ୍‌, ଟ୍ରାକ୍ଟର ଡ୍ରାଇଭର ମୃତ
  • ||
  • ପୁରୀ ବେଳାଭୂମିରେ ଖୋଲିବନି ମଦ କ୍ୟାବିନ୍, ଅବକାରୀ ନୀତିରେ ପରିବର୍ତ୍ତନ କଲେ ରାଜ୍ୟ ସରକାର
  • ||
  • ଭୁବନେଶ୍ୱର ବିମାନ ବନ୍ଦରରୁ ପୁଣି ମିଳିଲା ସୁନା,୨୪ କିଲୋର ସୁନା ଅଳଙ୍କାର ଜବତ କଲା ସିଟି ଜିଏସ୍‌ଟି
  • ||
  • ଖୋର୍ଦ୍ଧା : ନାଳରୁ ମିଳିଲା ଅଜଣା ବ୍ୟକ୍ତିଙ୍କ ମୃତଦେହ, କାରଣ ଅସ୍ପଷ୍ଟ
  • ||
  • ସମ୍ବଲପୁର : ନିଶାସକ୍ତ ଅବସ୍ଥାରେ ସାଙ୍ଗ ସାଜିଲା ଶତ୍ରୁ, ବାଡ଼ିରେ ପିଟିପିଟି ହତ୍ୟା କଲା ସାଙ୍ଗ
  • ||
  • ୩ ମାସ ପାଇଁ କୁକୁଡ଼ା ଚାଷ ବନ୍ଦ:ପୁରୀ ଜିଲ୍ଲାରେ ୧୪୧ଟି କୁକୁଡ଼ା ଫାର୍ମ ସିଲ୍‌
  • ||
  • ସୁନ୍ଦରଗଡ଼ : ସୁଭଦ୍ରା ଫର୍ମ ପୂରଣ ବେଳେ ଟଙ୍କା ମାଗିବା ପଡ଼ିଲା ମହଙ୍ଗା, ଜନସେବା କେନ୍ଦ୍ରର ପରିଚାଳକଙ୍କୁ ବାନ୍ଧିଲା ପୋଲିସ
  • ||
  • କଳାହାଣ୍ଡି ଗଡ଼ଜାତର ନୂଆଁଖାଇ,୧୦ଟାରୁ ୧୨ଟା ୪୦ ମିନିଟ୍‌ ମଧ୍ୟେ ସର୍ବସାଧାରଣ ନୂଆଁ ଖାଇବେ
  • ||
  • ସୋର : ଏମିତି ବି ଆସେ ମୃତ୍ୟୁ, ବାଇକରୁ ଓହ୍ଲାଇଲା ବେଳେ ଚାଳିଗଲା ଜୀବନ
  • ||
  • ସଫଳ ମହିଳା ହେବେ "ସୁଭଦ୍ରା ଅପା', ଆଜିଠୁ ପ୍ରତି ବ୍ଲକ୍‌ ଓ ପଞ୍ଚାୟତରେ "ସୁଭଦ୍ରା ସ୍ୱାଗତ ସପ୍ତାହ'
  • ||
  • ୧୭ରେ ସୁଭଦ୍ରା ଯୋଜନାର ଶୁଭାରମ୍ଭ, ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ, ଆଜି ଜନତା ମଇଦାନ ଯାଞ୍ଚ
  • ||
  • ଭୁବନେଶ୍ୱର : ଆଉଟ୍ ହାଉସରୁ ମିଳିଲା ଯୁବତୀଙ୍କ ଝୁଲନ୍ତା ମୃତଦେହ,କାରଣ ଅସ୍ପଷ୍ଟ
  • ||
  • ପୁରୁଷ ହକି ଏସିଆନ୍‌ ଚାମ୍ପିଅନ୍ସ ଟ୍ରଫ: ଦ. କୋରିଆକୁ ହରାଇଲା ଟିମ୍ ଇଣ୍ଡିଆ, ଶନିବାର ଭାରତ- ପାକ୍ ଲଢ଼େଇ
  • ||
  • ଲଘୁଚାପ ନେବ ଅବପାତ ରୂପ: ଆଜି କଳାହାଣ୍ଡିକୁ ଅରେଞ୍ଜ, ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ, ୧୬ ଯାଏ ପ୍ରବଳ ବର୍ଷା
  • ||

ମାଲକାନଗିରିରେ ଭାରତ ବନ୍ଦ ପ୍ରଭାବ : ଦୋକାନ-ବଜାର, ଶିକ୍ଷାନୁଷ୍ଠାନ ବନ୍ଦ

ମାଲକାନଗିରି, ୨୧/୮ : ମାଲକାନଗିରି ଜିଲ୍ଲା ଅନୁସୂଚିତ ଜାତି/ଜନଜାତି ସଂଘ ମିଳିତ କ୍ରିୟାନୁଷ୍ଠାନ କମିଟି   ଭାରତ ବନ୍ଦ ଡାକରାରେ ସାମିଲ ହୋଇଥିଲେ। ମାଲକାନଗିରି ଜିଲ୍ଲାରେ ବନ୍ଦ ପ୍ରଭାବ ଦେଖିବାକୁ ମିଳିଛି । ମାଲକାନଗିରି ଜିଲ୍ଲାର ସମସ୍ତ ସ୍ଥାନରେ ଦୋକାନ ବଜାର ସ୍କୁଲ କଲେଜ ବନ୍ଦ ରହିଥିବା ବେଳେ ଯାନବାହାନ ଚଳାଚଳ ମଧ୍ୟ ସଂପୂର୍ଣ୍ଣ ଭାବେ ବନ୍ଦ ରହିଛି ।   ଏହି ବନ୍ଦ ଫଳ ରେ ରାସ୍ତାରେ ଶତାଧିକ ଟ୍ରକ,ବସ, ଯାନବାହାନ ଅଟକି ରହିଥିଲା।  

ମାଲକାନଗିରି ଜିଲ୍ଲା ଅନୁସୂଚିତ ଜାତି/ଜନଜାତି ସଂଘ ମିଳିତ କ୍ରିୟାନୁଷ୍ଠାନ କମିଟିର ସଭାପତି ଜାରା ଶବର ମାଡିଙ୍କ ନେତୃତ୍ୱରେ ଜିଲ୍ଲାରେ  ଏହି ବନ୍ଦ ଡାକରା ଦିଆଯାଇଥିଲା। ଏଥିରେକମିଟିର ମୁଖ୍ୟ ଉପଦେଷ୍ଟା ପ୍ରଭାକର ହନ୍ତାଳ, କାର୍ଯ୍ୟକାରୀ ସଭାପତି ସୋନୁ ଅନୁଗୁ, ସଂଯୋଜକ ଡମ୍ବରୁ ବାଘ, ସାଧାରଣ ସମ୍ପାଦକ ହରି ଗୋଲରୀ, ଉପଦେଷ୍ଟା ଘନଶ୍ୟାମ ମାଡକାମୀ ଓ ଲକ୍ଷ୍ମଣ ଘରାମି, ଉପ ସଭାପତି ଘେନୁ ମୁଦୁଲି, ସହ ସମ୍ପାଦକ କୁମାର ଜାଲିଆ, ଯୁବ ଆଦିବାସୀ ନେତା ଲଳିତ ମାଡକାମୀ, ସୁବାସ ମହାନନ୍ଦିଆ,ରତିକୃଷ୍ଣ ପାତ୍ର, ସନାତନ କବାସୀ, ଶିଶିର ମଣ୍ଡଳ ଓ ପ୍ରଦୀପ ସିରିକା ପ୍ରମୁଖ ଆଦିବାସୀ ନେତା ଙ୍କ ସହିତ ଶତାଧିକ ଆଦିବାସୀ ମହିଳା ଓ ପୁରୁଷ ଉପସ୍ଥିତ ଥିଲେ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.