ପ୍ରମୂଖ ଖବର
  • ବିହାରରେ ୧୭ଟି ରାଜନୈତିକ ଦଳକୁ ନିର୍ବାଚନ ଆୟୋଗଙ୍କ କାରଣ ଦର୍ଶାଅ ନୋଟିସ୍
  • ||
  • ଖନ୍ତାପଡ଼ା : ବାଇକକୁ ପଛରୁ ଧକ୍କା ଦେଲା ବସ୍ , ଅଙ୍ଗନବାଡି କର୍ମୀ ମୃତ ,ଶିକ୍ଷକ ଆହତ
  • ||
  • ମତ୍ସ୍ୟ ସେବାରେ ୨୧୭ ନୂତନ ପଦବୀ ଏବଂ ଉଦ୍ୟାନ କୃଷି ସେବାରେ ୬୭ ନୂତନ ପଦବୀ ସୃଷ୍ଟି
  • ||
  • ଦିଗପହଣ୍ଡି ଓସ୍ତାପଲ୍ଲୀରେ ବ୍ୟାପୁଛି ଝାଡାବାନ୍ତି, ମୃତ୍ୟୁ ସଂଖ୍ୟା ୨ରେ ପହଞ୍ଚିଲା
  • ||
  • ପ୍ରସିଦ୍ଧ ୟୁଟ୍ୟୁବର ମନୀଷ କଶ୍ୟପ ‘ଜନ ସୁରାଜ’ ପାର୍ଟିରେ ସାମିଲ
  • ||
  • ପ୍ରକାଶ ପାଇଲା ଯୁକ୍ତ ୨ ପ୍ରଥମ ମେଧା ତାଲିକା, କାଲିଠୁ ଆରମ୍ଭ ହେବ ନାମଲେଖା: ୨୪ରୁ ଏକାଦଶ ଶ୍ରେଣୀ ପାଠପଢ଼ା
  • ||
  • ସୁରକ୍ଷା ବାହିନୀକୁ ବଡ଼ ସଫଳତା, ଏନକାଉଣ୍ଟରରେ PLGA ବାଟାଲିୟନ ଡେପୁଟି କମାଣ୍ଡର ନିହତ
  • ||
  • ରାଜଧାନୀରୁ ୨୬୫ ଗ୍ରାମ ବ୍ରାଉନ ସୁଗର ଜବତ, ଅଭିଯୁକ୍ତ ଗିରଫ
  • ||
  • ଢେଙ୍କାନାଳ : ଫାର୍ମହାଉସ୍‌ରୁ ଶ୍ରମିକଙ୍କ ସନ୍ଦେହଜନକ ମୃତଦେହ ଉଦ୍ଧାର, ତଦନ୍ତ କରୁଛି ପୁଲିସ
  • ||
  • IT ଅଫିସରେ ହାଜର ହେଲେ ବିଶାଳ ଦାସ, କିଛି ଦିନ ପୂର୍ବରୁ ହୋଇଥିଲା ଚଢାଉ
  • ||
  • ଭଦ୍ରକ : ବିପଦ ସଂକେତ ତଳେ ବୈତରଣୀରେ ବନ୍ୟା ଜଳ, ୧୮.୦୭ ମିଟରରେ ପ୍ରବାହିତ
  • ||
  • ଅଧରପଣା ପାଇ ତୃପ୍ତ ହେବେ ଦେବାଦେବୀଙ୍କ ସମେତ ଯୋଗିନୀଗଣ, ପଣା ସଂଗ୍ରହ ଉପରେ ଲାଗିଲା କଟକଣା
  • ||
  • ଢେଙ୍କାନାଳ : ୪୦ ଟିକିଆ ହାତୀପଲ ନଦୀ ପାର ବେଳେ ଅଘଟଣ, ବ୍ରାହ୍ମଣୀ ନଦୀରେ ଭାସିଗଲେ ୩ ହାତୀ, ଦୀର୍ଘ ସମୟର ପରେ ଉଦ୍ଧାର
  • ||
  • ରଥାରୂଢ଼ ଠାକୁରଙ୍କୁ ଅଧର ପଣା ଭୋଗ ଅର୍ପଣ ନୀତି, ଆଜି ପାର୍ଶ୍ୱଦେବାଦେବୀ ଓ ଅଶରୀରଙ୍କୁ ହେବ ସମର୍ପଣ
  • ||
  • ବାଲେଶ୍ୱର : ବାଗୁଡ଼ି ଯୋଡ଼ାମ୍ବ ଛକ SBI ଏଟିଏମ୍‌ରୁ ଲୁଟ୍, ଗ୍ୟାସ୍‌ କଟରରେ ଏଟିଏମ୍‌ କାଟି ଟଙ୍କା ଲୁଟିନେଲେ ଦୁର୍ବୃତ୍ତ
  • ||
  • ବଙ୍ଗୋପସାଗରେ ଲଘୁଚାପ ସକ୍ରିୟ; ଆଜି ୭ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ଅରେଞ୍ଜ, ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି
  • ||

ଦଳ ବିରୋଧୀ କାର୍ଯ୍ୟ ପାଇଁ ଦୁଇ ବିଜେଡି ଜିଲ୍ଲା ସମ୍ପାଦକଙ୍କୁ କାରଣ ଦର୍ଶାଅ ନୋଟିସ ଜାରି

Published By : Suraj Kumar | October 27, 2024 9:49 PM

ମାଲକାନଗିରି, ୨୭/୧୦ (ଆପ୍ର ) : ଦଳ ବିରୋଧୀ କାର୍ଯ୍ୟକଳାପ ପାଇଁ  ମାଲକାନଗିରି ଜିଲ୍ଲାର ଦୁଇଜଣ ବିଜେଡି ଜିଲ୍ଲା ସମ୍ପାଦକଙ୍କୁ ବିଜେଡି ଜିଲ୍ଲା ସଭାପତି ତଥା ପୂର୍ବତନ ବିଧାୟକ ମାନସ ମାଡକାମୀ  କାରଣ ଦର୍ଶା ନୋଟିସ ଜାରି କରିଛନ୍ତି  । ଆସନ୍ତା ସାତ ଦିନ ମଧ୍ୟରେ ସନ୍ତୋଷଜନକ ଉତ୍ତର ନ ମିଳିଲେ ସେମାନଙ୍କ ବିରୋଧ ରେ ଦୃତକାର୍ଯ୍ୟାନୁଷ୍ଠାନ ଗ୍ରହଣ କରା ଯିବ ବୋଲି ଉକ୍ତ ନୋଟିସରେ ଉଲେଖ୍ୟ ରହିଛି। ମାଲକାନଗିରି ଜିଲ୍ଲା ବିଜେଡି ଦଳର ସାଧାରଣ ସମ୍ପାଦକ ମଦନ ଖୋସଲା ଓ ସମ୍ପାଦକ ସୋମନାଥ ବାର୍ଶେଙ୍କ  ବିରୋଧରେ କାରଣ ଦର୍ଶାଅ ନୋଟିସ  ଜାରି କରାଯାଇଛି।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.