ପ୍ରମୂଖ ଖବର
  • ରଥଯାତ୍ରା ଏଂବ ସ୍ନାନ ପୂର୍ଣ୍ଣିମାକୁ ନେଇ ଗୁରୁତ୍ଵପୂର୍ଣ୍ଣ ବୈଠକ ବସିବ, ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଅଧ୍ୟକ୍ଷତାରେ ବସିବ
  • ||
  • ପଙ୍କରେ ଫସିଲେ ୩ ଦନ୍ତା ହାତୀ, ଖାଦ୍ୟ ଅନ୍ବେଷଣରେ ଆସି ଅଟକି ରହିଛନ୍ତି
  • ||
  • ମୋହନା: ଶଳାକୁ ଗୁଳି କରି ହତ୍ୟା କଲା ଭିଣୋଇ
  • ||
  • ଜମି ବିବାଦକୁ ନେଇ ମାଆ ଓ ଝିଅଙ୍କୁ ଛୁରା ମାଡ଼ ଘଟଣା, ଜେଲ ଗଲା ଅଭିଯୁକ୍ତ ସୂରଜ
  • ||
  • ଭାରତୀୟ ରେଳବାଇ ରଚିଲା ଇତିହାସ, 'ଲିମକା ବୁକ୍ ଅଫ୍ ରେକର୍ଡସ'ରେ ପାଇଲା ସ୍ଥାନ
  • ||
  • କରଞ୍ଜିଆ: ଫେରିଲେ ଝାଡ଼ଖଣ୍ଡି ହାତୀପଲ, ୨୦ରୁ ଊର୍ଦ୍ଧ୍ବ ଗାଁରେ ଭୟର ବାତାବରଣ
  • ||
  • ଅଗ୍ନିକାଣ୍ଡରେ ଜଳିଗଲା ଦୁଇ ବଖରା ଘର, ନିଆଁରେ ପୋଡି ହୋଇ ମହିଳା ଗୁରୁତର
  • ||
  • ଆଜି ଶେଷ ରଜ ଉତ୍ସବ: ସବୁଠି ପିଠା, ମିଠା, ପାନର ଆସର
  • ||
  • ଆଜି ପିତୃ ଦିବସ: ବାପାଙ୍କ ପାଇଁ ଦିନଟିଏ, ବାପା ବିଶ୍ବାସର ବରଗଛ, ଭରଷାର ଭବିଷ୍ୟତ
  • ||
  • ଓଡ଼ିଶାରେ ନାକେଦମ୍ କରୁଛି ତାତି, କାଲିଠୁ ମିଳିବ ଆଶ୍ୱସ୍ତି: ୨୪ ସୁଦ୍ଧା ରାଜ୍ୟରେ ମୌସୁମୀ ବର୍ଷା ସମ୍ଭାବନା
  • ||

ବିଜେଡି ଛାଡିଥିବା ୪ ବିଧାୟକଙ୍କୁ କାରଣ ଦର୍ଶାଅ ନୋଟିସ୍

ଭୁବନେଶ୍ବର ୨୧।୫ :  ବିଜେଡି  ଛାଡିଥିବା  ୪ ବିଧାୟକଙ୍କୁ କାରଣ ଦର୍ଶାଅ ନୋଟିସ୍ । କାହିଁକି ବିଧାୟକ ପଦ ରଦ୍ଦ ନହେବ ପକ୍ଷ ରଖିବାକୁ ନୋଟିସ ଜାରି କରାଯାଇଛି। ବାଚସ୍ପତିଙ୍କ ନିର୍ଦ୍ଦେଶରେ ନୋଟିସ  ଜାରି କରିଛନ୍ତି ବିଧାନସଭା ସଚିବ।

ବିଜେଡି ଛାଡିଥିବା ନିମାପଡା ବିଧାୟକ  ସମୀର ଦାଶ,  ହିନ୍ଦୋଳ ବିଧାୟିକା   ‌ସୀମାରାଣୀ ନାୟକ,   ଆଠମଲ୍ଲିକ ବିଧାୟକ ରମେଶ ସାଏ, ସୋର ବିଧାୟକ ପର୍ଶୁରାମ ଧଡ଼ାଙ୍କୁ କାହିଁକି ବିଧାୟକ ପଦ ରଦ୍ଦ ନହେବ ପକ୍ଷ ରଖିବାକୁ  ବିଧାନସଭା ସଚିବ ନୋଟିସ  ଜାରି କରିଛନ୍ତି। ୨୭ ତାରିଖ ସୁଦ୍ଧା ନୋଟିସର ଉତ୍ତର ଦେବାକୁ ନିର୍ଦେଶ ଦିଆଯାଇଛି । ସରକାରୀ ଦଳ ମୁଖ୍ୟ ସଚେତକଙ୍କ ଆବେଦନ ଆଧାରରେ ନୋଟିସ ଜାରି କରାଯାଇଛି।  ବାଚସ୍ପତିଙ୍କ ନିର୍ଦ୍ଦେଶରେ ନୋଟିସ କଲେ ବିଧାନସଭା ସଚିବ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.