ପ୍ରମୂଖ ଖବର
  • ବଜେପି ଅଧ୍ୟକ୍ଷ ଜେପି ନଡ୍ଡା ରାଜ୍ୟସଭା ନେତା ନିର୍ବାଚିତ
  • ||
  • ୩ ଓ୍ବିକେଟ୍ ହରାଇ ସେମି ଫାଇନାଲ୍‌ରେ ଦକ୍ଷିଣ ଆଫ୍ରିକା, ୱେଷ୍ଟଇଣ୍ଡିଜ୍‌ର ବିଶ୍ୱକପ୍ ସ୍ୱପ୍ନ ଧୂଳିସାତ୍
  • ||
  • ଅଷ୍ଟାଦଶ ଲୋକସଭାର କାମଚଳା ବାଚସ୍ପତି ଭାବେ ଶପଥ ନେଲେ ଭର୍ତ୍ତୃହରି ମହତାବ
  • ||
  • ରୁଙ୍ଗଟା କାରଖାନାରେ ଅଘଟଣ, ଲୁହା ପ୍ଲେଟ୍ ଚାପି ହୋଇ ୨ ଶ୍ରମିକ ମୃତ
  • ||
  • ରି ଚେକିଂ ହେବ ୧୮ ହଜାର ମାଟ୍ରିକ୍‌ ଖାତା, ବୋର୍ଡରେ ଆବେଦନ କରିଛନ୍ତି ୫ ହଜାର ପରୀକ୍ଷାର୍ଥ
  • ||
  • କେନ୍ଦୁଝର: ରାସ୍ତା ପାରି ହେଉଥିବା ବେଳେ ମାଡ଼ିଗଲା ଟ୍ରକ୍, ମହିଳା ମୃତ
  • ||
  • ଭୋଗରାଇ: ବଙ୍ଗୀୟ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ସହଯୋଗୀ ଫେରାର୍
  • ||
  • ସୁପର ୮ରେ ଭାରତ-ଅଷ୍ଟ୍ରେଲିଆ ବଡ଼ ଲଢ଼େଇ: ନେଟ୍‌ ରନରେଟ୍‌ ହେବ ଖେଳ, ଖଳନାୟକ ସାଜିପାରେ ବର୍ଷା
  • ||
  • ସୋମବାରଠୁ ଅଷ୍ଟାଦଶ ଲୋକସଭାର ପ୍ରଥମ ଅଧିବେଶନ:୨୬ରେ ବାଚସ୍ପତି ନିର୍ବାଚନ, ୨୭ରେ ରାଜ୍ୟ ସଭା ବୈଠକ
  • ||
  • ଓଡ଼ିଶାର ୩୦ ଜିଲ୍ଲାକୁ ସମ୍ପୂର୍ଣ୍ଣ ଛୁଇଁଲା ମୌସୁମୀ ବାୟୁ, ଆସନ୍ତା ୩ ଦିନ ବିଭିନ୍ନ ଜିଲ୍ଲାରେ ବର୍ଷା ସମ୍ଭାବନା
  • ||

ଶ୍ରୀମନ୍ଦିର ଭିତର ବେଢାର ଫଟୋ ଭାଇରାଲ୍, ସୁରକ୍ଷା ବ୍ୟବସ୍ଥାକୁ ନେଇ ପ୍ରଶ୍ନ କଲେ ସୋସିଆଲ ମିଡିଆ ୟୁଜର୍

ପୁରୀ ୦୩/୦୬: ଶ୍ରୀମନ୍ଦିର ସୁରକ୍ଷା ଉପରେ ପୁଣି ଉଠିଲା ପ୍ରଶ୍ନ। ଶ୍ରୀମନ୍ଦିର ଭିତର ବେଢାର ଫଟୋ ସୋସିଆଲ ମିଡିଆରେ ଭାଇରାଲ ହେଉଛି । ଏହି ଫଟୋ ଶ୍ରୀମନ୍ଦିର ଭିତର ବେଢାରେ ଥିବା ମନ୍ଦିର କାର୍ଯ୍ୟାଳୟ ସମ୍ମୁଖୀର । ଯେଉଁଠାରେ ଦୁଇଜଣ ବ୍ୟକ୍ତି ନିଜର ଫଟୋ ଉଠାଇଛନ୍ତି।


ସୂଚନା ଅନୁୟାୟୀ, ଅନିଲ କୁମାର ସ୍ବାଇଁ ନାମକ ଜଣେ ଫେସବୁକ୍ ୟୁଜର୍ ଶ୍ରୀମନ୍ଦିର ଭିତର ବେଢ଼ା ଫଟୋ ଫୋଷ୍ଟ କରିବା ସହ ଲେଖିଛନ୍ତି, “ଆଜି ଆମେ ଶ୍ରୀମନ୍ଦିର ତ୍ରିସ୍ତରିଅ ସୁରକ୍ଷା ମଧ୍ୟରେ ଵି ଫୋନ ନେଇ ମନ୍ଦିର ଭିତରେ ଫଟୋ ଉଠାଇଛୁ।" ତେବେ ଏଥିରୁ ଜଣାପଡୁଛି ଯେ ପ୍ରଶାସନ କିଭଳି ସୁରକ୍ଷା ଦେଉଛି। 

 

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.