ପ୍ରମୂଖ ଖବର
  • ଭଦ୍ରକ : ବିଦ୍ୟୁତ ଆଘାତରେ ମାମୁଁ -ଭଣଜା ମୃତ
  • ||
  • ବାଲେଶ୍ବର ଏଫଏମ କଲେଜ ପୀଡିତା ଛାତ୍ରୀଙ୍କ ମୃତ୍ୟୁ ଘଟଣା, ୟୁଜିସିର ଫ୍ୟାକ୍ଟ ଫାଇଣ୍ଡିଂ କମିଟି ଗଠନ
  • ||
  • ଆସନ୍ତାକାଲି ବାଲେଶ୍ବର ଜିଲ୍ଲା ବନ୍ଦ ଡାକରା ଦେଲା ବିଜେଡି, ସକାଳ ୬ଟାରୁ ଅପରାହ୍ନ ୨ଟା ପର୍ଯ୍ୟନ୍ତ ବନ୍ଦ
  • ||
  • ସ୍ପେଶ ଡ୍ରାଗନ୍‌ର ସଫଳ ଅବତରଣ, ମହାକାଶରୁ ଫେରିଲେ ଶୁଭାଂଶୁ ଶୁକ୍ଳା ସମେତ ୪ ମହାକାଶଚାରୀ
  • ||
  • ଆସନ୍ତାକାଲି କେନ୍ଦ୍ର କ୍ୟାବିନେଟ୍ ବୈଠକ, ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିବ ଗୁରୁତ୍ବପୂର୍ଣ୍ଣ ବୈଠକ
  • ||
  • ୩ ମାସ ବଢ଼ିଲା ରାସନ କାର୍ଡ ଇ-କେୱାଇସି ଅବଧି, ସୂଚନା ଦେଲେ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର
  • ||
  • ନିରବୀ ଗଲା ସୌମ୍ୟାଶ୍ରୀଙ୍କ ସ୍ୱର, ଗାଁ ମଶାଣିରେ ପଞ୍ଚଭୂତରେ ଲୀନ ​ହୋଇଗଲା ପାର୍ଥିବ ଶରୀର
  • ||
  • ଏଫ୍‌ଏମ୍‌ କଲେଜ ଛାତ୍ରୀ ସୌମ୍ୟାଶ୍ରୀ ମୃତ୍ୟୁ ଘଟଣା, ଆସନ୍ତା ୧୭ରେ ଓଡ଼ିଶା ବନ୍ଦ ଡାକରା ଦେଲା କଂଗ୍ରେସ
  • ||
  • ସ୍ପେସ୍‌ ଷ୍ଟେସନରୁ ଫେରୁଛନ୍ତି ଶୁଭାଂଶ ଶୁକ୍ଳା, ଆଜି କାଲିଫର୍ଣ୍ଣିଆ ତଟରେ ଜଳାବତରଣ
  • ||
  • ବୌଦ୍ଧ: ଟ୍ରକକୁ ପଛରୁ ଧକ୍କା ଦେଲା ବୋଲବମ୍ ଯାତ୍ରୀଙ୍କୁ ନେଇ ଯାଉଥିବା ପିକଅପ ଭ୍ୟାନ,୫ ଗୁରୁତର
  • ||
  • ଏଫ୍‌ଏମ୍‌ ଛାତ୍ରୀ ସୌମ୍ୟାଶ୍ରୀଙ୍କ ମୃତ୍ୟକୁ ନେଇ ଶୋକବ୍ୟକ୍ତ କଲେ କେନ୍ଦ୍ରମନ୍ତ୍ରୀ ଏବଂ ଉପମୁଖ୍ୟମନ୍ତ୍ରୀ
  • ||
  • ସୃଷ୍ଟି ହେଲା ଅବପାତ: ଉତ୍ତର, ପଶ୍ଚିମରେ ଅତି ପ୍ରବଳ ବର୍ଷା ସମ୍ଭାବନା, ୫ ଜିଲ୍ଲାକୁ ସତର୍କ
  • ||

ବଡ଼ଦେଉଳରେ ଦେବ ଦୀପାବଳି ମହୋତ୍ସବ, ପିତୃ ପୁରୁଷଙ୍କ ଉଦ୍ଦେଶ୍ୟରେ ଦୀପଦାନ କରିବେ ମହାପ୍ରଭୁ

Published By : Prameya | November 30, 2024 8:08 AM

ପୁରୀ, ୩୦/୧୧: ଶନିବାରଠାରୁ ବଡ଼ଦେଉଳରେ ଶୁଭାରମ୍ଭ ହେବ ଦେବ ଦୀପାବଳି ମହୋତ୍ସବ । ମହାପ୍ରଭୁ ଶ୍ରାଦ୍ଧ ବେଶରେ ପିତୃ ପୁରୁଷଙ୍କ ଉଦ୍ଦେଶ୍ୟରେ ଦୀପଦାନ କରିବେ । ତିନି ଦିନ ଧରି ଅନୁଷ୍ଠିତ ହେବ ଠାକୁରଙ୍କ ଦିପାବଳୀ ଉତ୍ସବ ।  ସତ୍ୟ, ଦ୍ୱାପର ଓ ତ୍ରେତୟା ଯୁଗର ପିତୃପୁରୁଷଙ୍କୁ ଠାକୁରେ ଶ୍ରାଦ୍ଧ ଦେବେ । ଏହି  ଅବସରରେ ଦୀପ ମାଳାରେ ସୁଶୋଭିତ ହେବ ଶ୍ରୀମନ୍ଦିର । 

ଦେବ ଦୀପାବଳି ଉତ୍ସବ  ଦିବସ ସନ୍ଧ୍ୟାରେ ଠାକୁରଙ୍କ ସ୍ୱତନ୍ତ୍ର ବେଶ ଅନୁଷ୍ଠିତ ହେବ । ତିନି ଠାକୁର ଶୁଭ୍ରବସ୍ତ୍ର ପରିଧାନ କରିଥିବେ । ଠାକୁରମାନଙ୍କୁ ବହୁମୂଲ୍ୟ ସ୍ୱର୍ଣ୍ଣ ଅଳଙ୍କାରରେ ବିଭୂଷିତ କରାଯିବ ।  ଏହି ଅବସରରେ ପିତୃପୁରୁଷଙ୍କ ପାଇଁ ପିଣ୍ଡ ଓ ଦୀପ ଦାନ କରିବେ ଠାକୁରେ । ଶ୍ରାଦ୍ଧ  ନୀତି ବଢିବା ପରେ ମନ୍ଦିର ଚୂଡାକୁ ଦୀପ ଉଠିବ । ବର୍ଷକେ ଏହି ତିନି ଦିନ ଠାକୁରଙ୍କ  ମନୋରମ ବେଶ ଓ ଶ୍ରାଦ୍ଧ ନୀତି ଦେଖିବାକୁ ଶ୍ରଦ୍ଧାଳୁମାନେ ଅପେକ୍ଷା କରି ରହିଥାନ୍ତି ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.