ପ୍ରମୂଖ ଖବର
  • ନୂଆଦିଲ୍ଲୀରେ ବସିବ ନୀତି ଆୟୋଗ ବୈଠକ, ଅଧ୍ୟକ୍ଷତା କରିବେ ପ୍ରଧାନମନ୍ତ୍ରୀ
  • ||
  • କିଏ ନେବ ରାଜ୍ୟ କଂଗ୍ରେସ ନେତୃତ୍ୱ ? ଦିଲ୍ଲୀ ଦରବାରରେ ଛାମୁଆ ନେତା, ଚର୍ଚ୍ଚାରେ ତାରା, ମୋକିମ, ପ୍ରସାଦ ଓ ସପ୍ତଗିରି
  • ||
  • ଶନିବାରଠୁ ଶ୍ରୀଲଙ୍କା-ଭାରତ ଟି-ଟ୍ୱେଣ୍ଟି ସିରିଜ୍,ପାଲିକେଲେରେ ଖେଳାଯିବ ପ୍ରଥମ ମୁକାବିଲା
  • ||
  • ଶନିବାର ନୀତି ଆୟୋଗ ସାଧାରଣ ପରିଷଦ ବୈଠକ, ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
  • ||
  • ଲଘୁଚାପ ସକ୍ରିୟ: ଆସନ୍ତା ୪ ଦିନ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ସତର୍କ କରାଇଲେ ଏସ୍‌ଆରସି
  • ||

ଶ୍ରୀମନ୍ଦିର ଭିତର ବେଢ଼ା ଫଟୋ ଭାଇରାଲ, ଭକ୍ତମାନଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ

ପୁରୀ,୦୮/୦୨: ସୁରକ୍ଷା ଦୃଷ୍ଟିରୁ ଶ୍ରୀମନ୍ଦିରକୁ ମୋବାଇଲ୍‌ ଫୋନ୍‌ ମନା । ଏଥିପାଇଁ ଶ୍ରୀମନ୍ଦିର ପ୍ରଶାସନ କଡ଼ା ନିର୍ଦ୍ଦେଶ ବି ଜାରି କରିଛି । ହେଲେ ଏତେ ସବୁ କଟକଣା ସତ୍ତେ୍ୱ ଶ୍ରୀମନ୍ଦିର ଭିତରର ଫଟୋ ପୁଣି ଥରେ ଭାଇରାଲ ହୋଇଛି । ଜଣେ ଯୁବକ ସାମାଜିକ ଗଣମାଧ୍ୟମ ଇନ୍‌ଷ୍ଟାଗ୍ରାମରେ ମନ୍ଦିର  ବେଢ଼ାର ଫଟୋ ପୋଷ୍ଟ କରିଛନ୍ତି । ଫଟୋଟି ଏକ ଉଚ୍ଚ କ୍ଷମତା ସମ୍ପନ୍ନ  କ୍ୟାମେରାରେ ଉଠାଯାଇଥିବା  ଅନୁମାନ କରାଯାଉଛି । ସଂପୃକ୍ତ  ଯୁବକ କେମିତି ଓ କିପରି ମୋବାଇଲ ଫୋନ୍‌ କିମ୍ବା କ୍ୟାମେରା ନେଇ ଶ୍ରୀମନ୍ଦିରରେ ପ୍ରବେଶ କଲେ, ତାକୁ ନେଇ ପ୍ରଶ୍ନ ଉଠିଛି । ଏହି  ଫଟୋ ଗଣମାଧ୍ୟମରେ ପ୍ରଚାର  ହେବା ପରେ ଭକ୍ତମାନଙ୍କ ମଧ୍ୟରେ ଅସନ୍ତୋଷ ଦେଖା ଦେଇଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.