ପ୍ରମୂଖ ଖବର
  • ଭୁବନେଶ୍ୱର: ୧୯ରେ ବିଜେଡି ବିଧାୟକ ଦଳ ବୈଠକ, ଅଧକ୍ଷତା କରିବେ ସୁପ୍ରିମୋ ନବୀନ ପଟ୍ଟନାୟକ
  • ||
  • ଦାର୍ଜିଲିଂରେ ଭୟଙ୍କର ଟ୍ରେନ୍ ଦୁର୍ଘଟଣା, ଏକ୍ସପ୍ରେସ୍ ଟ୍ରେନ୍‌କୁ ପଛ ପଟୁ ଧକ୍କା ଦେଲ ମାଲବାହୀ ଟ୍ରେନ୍, ୮ ଯାତ୍ରୀ ମୃତ, ୨୦ରୁ ଅଧିକ ଆହତ
  • ||
  • ନୀଳଗିରି: ରଜ ଉତ୍ସବରେ ଅଘଟଣ।ଝାଡ଼ାବାନ୍ତି ରେ ୯ ଗୁରୁତର ,୨ ଅସୁସ୍ଥ
  • ||
  • ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ରାଜେନ୍ଦ୍ରାଭିଷେକ ନୀତି, ମଙ୍ଗଳବାର ଋକ୍ମିଣୀ ବିବାହ ଉତ୍ସବ
  • ||
  • ସରିଲା ଗ୍ରୀଷ୍ମ ଛୁଟି, କାଲିଠୁ ଖୋଲିବ ସ୍କୁଲ: ଶିକ୍ଷକ ଆସି କରିବେ ସମସ୍ତ ବ୍ୟବସ୍ଥା
  • ||
  • ନୂଆପଡା ଲଛିପୁର ଛକରେ ଟ୍ରାକ୍ଟର୍କୁ ପିଟିଲା କାର, ମର୍ମନ୍ତୁଦ ଦୁର୍ଘଟଣାରେ ଚାଲିଗଲା ୪ ଜୀବନ
  • ||
  • ନାକେଦମ୍‌ କଲାଣି ଭୀଷଣ ତାତି ସାଙ୍ଗକୁ ଗୁଳୁଗୁଳି: ଆଗଉନି ମୌସୁମୀ, ବର୍ଷା ଗାଏବ
  • ||

ସ୍ନାନପୂର୍ଣ୍ଣିମାଠାରୁ ନୀଳାଦ୍ରି ବିଜେ ପର୍ଯ୍ୟନ୍ତ ଛୁଟି ବାତିଲ

ପୁରୀ,୧୧/୦୬: ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଜରୁରୀ କାଳୀନ ପଦକ୍ଷେପ ନିଆଯାଇଛି । ଆସନ୍ତା ସ୍ନାନପୂର୍ଣ୍ଣିମାଠାରୁ ନୀଳାଦ୍ରି ବିଜେ ପର୍ଯ୍ୟନ୍ତ ଶ୍ରୀମନ୍ଦିର ପ୍ରଶାସନିକ ସମସ୍ତ କର୍ମଚାରୀଙ୍କ ଛୁଟି ବାତିଲ କରାଯାଇଛି । ଚଳିତ ମାସ ୨୨  ତାରିଖ ସ୍ନାନପୂର୍ଣ୍ଣିମା । ଏହି ଦିନଠାରୁ  ରଥଯାତ୍ରା ପର୍ବ ଆରମ୍ଭ । ଆସନ୍ତା ମାସ  ୭ ତାରିଖରେ ଶ୍ରୀଗୁଣ୍ଡିଚା ଓ ୧୯  ନୀଳାଦ୍ରି ବିଜେ । ନୀଳାଦ୍ରି ବିଜେ ସହ  ରଥଯାତ୍ରା ଶେଷ ହୋଇଥାଏ । ଏହି ସମୟ ଗୁରୁତ୍ୱପୂର୍ଣ୍ଣ ହୋଇଥିବାରୁ  ଦୃଷ୍ଟିରେ ରଖି ଶ୍ରୀମନ୍ଦିର ପ୍ରଶାସନ ଏହି ପଦକ୍ଷେପ ନେଇଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.