ପ୍ରମୂଖ ଖବର
  • ଛତ୍ରପୁର: ଡିଆରଡିଏ ଛକରେ ଗୋମାଂସ ଟ୍ରକକୁ ଧରିଲା ବଜରଙ୍ଗଦଳ,୧୨ ଟନ୍ ଗୋମାଂସ ଜବତ, ୨ ଅଟକ
  • ||
  • ଭୁବନେଶ୍ବର ଷ୍ଟେସନ ନିକଟରେ ମାଲବାହୀ ଟ୍ରେନ ଲାଇନଚ୍ୟୁତ, ଅଟକିଛି ଅନେକ ଟ୍ରେନ୍
  • ||
  • ମଝି ଚିିଲିକାରେ ପୁଣି ଫସିଲା ଯାତ୍ରୀବାହୀ ଡଙ୍ଗା, ଡଙ୍ଗାରେ ଅଛନ୍ତି ୧୭ ଯାତ୍ରୀ
  • ||
  • ଦିଲ୍ଲୀ ଦ୍ବାରିକା ସେକ୍ଟର ୧୨ରେ ଭୁଶୁଡ଼ିଲା ନିର୍ମାଣାଧୀନ ହସ୍ପିଟାଲ କୋଠା, ଜଣେ ମୃତ, ୯ ଆହତ
  • ||
  • କାରଗିଲ୍‌ ବିଜୟ ଦିବସ ୨୫ ବର୍ଷ ପୂର୍ତ୍ତି, ଯୁଦ୍ଧ ସହିଦ ସ୍ମାରକୀରେ ଶ୍ରଦ୍ଧାଞ୍ଜଳି ଦେବେ ମୋଦି
  • ||
  • ଶୁକ୍ରବାର ପ୍ୟାରିସ ଅଲିମ୍ପିକ ଉଦ୍‌ଘାଟନୀ ଉତ୍ସବ, ପରେଡରେ ସାମିଲ ହେବେ ୭୦୦୦ କ୍ରୀଡ଼ାବିତ
  • ||

ଶ୍ରୀମନ୍ଦିରରେ ଶ୍ରୀବିଗ୍ରହଙ୍କ “ପଇତାଲାଗି ନୀତି”, ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ

ପୁରୀ, ୦୬/୫ : ଆଜି ବୈଶାଖ ଶୁକ୍ଳ ତ୍ରୟୋଦଶୀ ତିଥିରେ ଶ୍ରୀବିଗ୍ରହ ମାନଙ୍କର “ପଇତାଲାଗି ନୀତି” ଅନୁଷ୍ଠିତ ହେବ ।ଏହା ଏକ ଗୁପ୍ତ ନୀତି। ସେଥିପାଇଁ ଶ୍ରୀମନ୍ଦିରରେ ଠାକୁରଙ୍କ ଦର୍ଶନ ଭକ୍ତଙ୍କ ପାଇଁ ବନ୍ଦ ରହିବ ।  ଶ୍ରୀଜୀଉଙ୍କ ଦ୍ଵିତୀୟ ଭୋଗମଣ୍ଡପ ପୂଜା ହେବା ପରେ ସୋମବାର ସନ୍ଧ୍ୟା ୬ ଟାରୁ ରାତି ୧୦ ଟା ପର୍ଯ୍ୟନ୍ତ ଶ୍ରୀମନ୍ଦିରରେ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।

  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.