ପ୍ରମୁଖ ଖବର
  • ମୟୂରଭଞ୍ଜ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ରାଇରଙ୍ଗପୁର ଏବଂ ବାରିପଦାରେ ଦଳୀୟ ପ୍ରାର୍ଥୀଙ୍କ ପାଇଁ କରିବେ ପ୍ରଚାର
  • ||
  • ନିର୍ବାଚନ ପାଇଁ ଦୁଇ ଦିନ ମଦ ଦୋକାନ ଏବଂ ବାର୍‌ ବନ୍ଦ, ଭୋଟ୍‌ ଗଣତି ଦିନ ରାଜ୍ୟସାରା ମଦ ଦୋକାନ ବନ୍ଦ
  • ||
  • ଶନିବାର ତୃତୀୟ ପର୍ଯ୍ୟାୟ ମତଦାନ: ୬ ଲୋକସଭା, ୪୨ ବିଧାନସଭା ସିଟ୍‌ରେ ୪୪୭ ପ୍ରାର୍ଥୀଙ୍କ ଭାଗ୍ୟ ପରୀକ୍ଷା
  • ||
  • ରଥଖଳା ହାଲ୍‌ଚାଲ୍‌...ସିଙ୍ଗଡ଼ା ବାଡ଼ିଆ, ପହି ବିନ୍ଧ ଅନୁକୂଳ...
  • ||
  • IPL 2024: ଦ୍ୱିତୀୟ କ୍ୱାଲିଫାୟରରେ ମୁହାଁମୁହିଁ ହେବେ ରୟାଲ୍ସ- ସନରାଇଜର୍ସ, ଟ୍ରାଭିସେକ ଯୋଡ଼ିଙ୍କୁ ଅଟକାଇବେ ସ୍ପିନ୍‌ ଟାଇଟନ
  • ||
  • ଦାନା ବାନ୍ଧୁଛି ବାତ୍ୟା ‘ରେମାଲ୍‌’: ୨୫ରେ ବାତ୍ୟା ରୂପ ନେବ, ୨୬ରେ ଭୀଷଣ ବାତ୍ୟାରେ ହେବ ପରିଣତ
  • ||

ଶ୍ରୀମନ୍ଦିରରେ ଶ୍ରୀବିଗ୍ରହଙ୍କ “ପଇତାଲାଗି ନୀତି”, ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ

ପୁରୀ, ୦୬/୫ : ଆଜି ବୈଶାଖ ଶୁକ୍ଳ ତ୍ରୟୋଦଶୀ ତିଥିରେ ଶ୍ରୀବିଗ୍ରହ ମାନଙ୍କର “ପଇତାଲାଗି ନୀତି” ଅନୁଷ୍ଠିତ ହେବ ।ଏହା ଏକ ଗୁପ୍ତ ନୀତି। ସେଥିପାଇଁ ଶ୍ରୀମନ୍ଦିରରେ ଠାକୁରଙ୍କ ଦର୍ଶନ ଭକ୍ତଙ୍କ ପାଇଁ ବନ୍ଦ ରହିବ ।  ଶ୍ରୀଜୀଉଙ୍କ ଦ୍ଵିତୀୟ ଭୋଗମଣ୍ଡପ ପୂଜା ହେବା ପରେ ସୋମବାର ସନ୍ଧ୍ୟା ୬ ଟାରୁ ରାତି ୧୦ ଟା ପର୍ଯ୍ୟନ୍ତ ଶ୍ରୀମନ୍ଦିରରେ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।

  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.