PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କୋଇଡା ବ୍ଲକର ଫଟାଟାଙ୍ଗର ଆଶ୍ରମ ଛାତ୍ରୀ ନିବାସରେ ଖାଦ୍ୟ ଖାଇ ୧୦୦ରୁ ଊର୍ଦ୍ଧ୍ବ ଛାତ୍ରୀ ଅସୁସ୍ଥ
  • ||
  • ୫ମ ଟେଷ୍ଟ: ଜୋ ରୁଟ୍‌ ଏବଂ ଜନି ବୈୟାରିଷ୍ଟୋଙ୍କ ଶତକୀୟ ଇନିଂସ, ଭାରତକୁ ୭ ଓ୍ବିକେଟରେ ହରାଇ ସିରିଜ ବରାବର୍‌ କଲା ଇଂଲଣ୍ଡ
  • ||
  • ପୁଣି ରାଜଧାନୀରେ ଛାତ୍ରୀଙ୍କ ଆତ୍ମହତ୍ୟା, ଭୁବନେଶ୍ବର ସ୍ଥିତ ଆଚାର୍ଯ୍ୟବିହାର ନିକଟ ଏକ ଭଡାଘରୁ ଛାତ୍ରୀଙ୍କ ମୃତଦେହ ଝୁଲନ୍ତା ଅବସ୍ଥାରେ ଉଦ୍ଧାର
  • ||
  • ଭୁବନେଶ୍ଵର : ରାଜ୍ୟରେ ଉତ୍କଟ ବେକାରୀ ସମସ୍ୟା, ମୁଲତବୀ ପ୍ରସ୍ତାବ ଆଲୋଚନା ବେଳେ ସରକାରଙ୍କୁ ଘେରିଲେ ବିରୋଧୀ
  • ||
  • ପଟ୍ଟାମୁଣ୍ଡାଇ : ମୋବାଇଲ୍ ଗେମ୍ ହେଲା କାଳ, ଅନଲାଇନ୍ ଗେମ୍ ଖେଳି ୧୦ ହଜାର ଟଙ୍କା ହାରିଯିବାରୁ ଆତ୍ମହତ୍ୟା କଲେ ଯୁବକ
  • ||
  • ସମ୍ଵଲପୁର : ବାଇକ୍‌କୁ ଧକ୍କା ଦେଲା ଅଜଣା ଟ୍ରକ୍, ୨ ମୃତ ଜଣେ ଗୁରୁତର
  • ||
  • ଭୁବନେଶ୍ଵର : ରାଜ୍ୟରେ ନିର୍ମାଣ ହେବ ୫୫ଟି ନୂତନ ବାତ୍ୟା ଓ ବନ୍ୟା ଆଶ୍ରୟସ୍ଥଳୀ, ଦ୍ଵିତୀୟ ପର୍ଯ୍ୟାୟରେ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ୨୯ କୋଟି ୩୬ ଲକ୍ଷ ମଞ୍ଜୁର
  • ||
  • କୋରାପୁଟ : ପୋଲିସ ପଞ୍ଝାରେ ଦୁଇ ନକଲି ମାଓବାଦୀ, ବ୍ୟବସାୟୀଙ୍କୁ ହତ୍ୟା ଧମକ ଦେଇ ମାଗୁଥିଲେ ୫ ଲକ୍ଷ
  • ||
  • ଝାରସୁଗୁଡା : ଜଙ୍ଗଲ ଭିତରୁ ବାପା ଓ ଝିଅ-ପୁଅଙ୍କ ମୃତଦେହ ଉଦ୍ଧାର, ମୃତ୍ୟୁର କାରଣ ଅସ୍ପଷ୍ଟ
  • ||
  • ଲମତାପୁଟ: କମାଣ୍ଡର ଜିପ୍‌ରୁ ୩୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ଡ୍ରାଇଭର ଫେରାର
  • ||
  • ପୁରୀ: ଆଜି ହେରାପଞ୍ଚମୀ, ନନ୍ଦିଘୋଷ ରଥ ଭାଙ୍ଗି ରାଗ ଶୁଝାଇବେ ଅଭିମାନିନୀ ମା’ ଲକ୍ଷ୍ମୀ ସାଆନ୍ତାଣୀ
  • ||
  • ଭୁବନେଶ୍ୱର: ଉତ୍ତର ଓଡ଼ିଶାରେ ଲଘୁଚାପ ବଳୟ ସୃଷ୍ଟି, ୪ ଦିନ ପ୍ରବଳ ବର୍ଷା: ୧୧ ଜିଲ୍ଲାରେ ପ୍ରବଳ ଛେଚିବ
  • ||

ଭାରତର ଏହି ରାଜ୍ୟରେ ସପ୍ତାହରେ ୫ ଦିନ କାମ କରିବେ ସରକାରୀ କର୍ମଚାରୀ

ନୂଆଦିଲ୍ଲୀ,୩୧।୫: ସିକ୍କିମ କ୍ରାନ୍ତିକାରୀ ମୋର୍ଚ୍ଚାର ଅଧ୍ୟକ୍ଷ ପ୍ରେମ ସିଂହ ତମାଙ୍ଗ ସୋମବାର ସିକିମର ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଛନ୍ତି। ପିଏସ୍ ଗୋଲିଙ୍କ ନାମରେ ଲୋକପ୍ରିୟ ତମାଙ୍ଗଙ୍କୁ ରାଜ୍ୟପାଳ ଗଙ୍ଗା ପ୍ରସାଦ  ପଲଜୋର ଷ୍ଟାଡିୟମରେ ଶପଥ ପାଠ କରାଇଛନ୍ତି। ତାଙ୍କ ସହିତ ଏସକେମର ୧୧ ଜଣ ବିଧାୟକ ଶପଥ ପାଠ କରିଛନ୍ତି। ଶପଥ ପରେ ମୁଖ୍ୟମନ୍ତ୍ରୀ ପ୍ରେମ ସିଂ ତମାଙ୍ଗ ଆସାମର କର୍ମଚାରୀଙ୍କୁ ଖାସ୍ ଉପହାର ଦେଇଛନ୍ତି। ଏବେ ସିକିମର ସରକାରୀ କର୍ମଚାରୀଙ୍କୁ ମଧ୍ୟ ସପ୍ତାହକୁ କେବଳ ୫ ଦିନ କାମ କରିବାକୁ ହେବ। ଅର୍ଥାତ ଶନିବାର ଓ ରବିବାରକୁ ରାଜ୍ୟ କର୍ମଚାରୀଙ୍କ ପାଇଁ  ଛୁଟି ଦିଆଯାଇଛି।

ଶପଥ ପରେ ମୁଖ୍ୟମନ୍ତ୍ରୀ ପ୍ରେମ ସିଂହ ତମାଙ୍ଗ ଘୋଷଣା କହିଛନ୍ତି, ଛୁଟିର ବ୍ୟବହାର ସରକାରୀ କର୍ମଚାରୀ ନିଜର ସ୍ବାସ୍ଥ୍ୟ ଓ ପରିବାର ସହିତ ସମୟ ବିତାଇବ ପାଇଁ କରାଯାଇଛି।  ମୁଖ୍ୟମନ୍ତ୍ରୀ ପ୍ରେମ ସିଂହ ତମାଙ୍ଗଙ୍କ ଘୋଷଣା ପରେ କହିଛନ୍ତି, ଆମେ ନିର୍ବାଚନ ସମୟରେ କରାଯାଇଥିବା ଚାରଟିରୁ ଗୋଟିଏ ପ୍ରତିଶୃତି ପୂରଣ କରିଛୁ। ଅତିରିକ୍ତ ଛୁଟିର ବ୍ୟବହାର କର୍ମଚାରୀ ନିଜର ସ୍ବାସ୍ଥ୍ୟ ଏବଂ ପରିବାର ହିତରେ ଲଗାଇବେ।’

ସମ୍ବନ୍ଧିତ ଖବର