ପ୍ରମୂଖ ଖବର
  • ସାରା ରାଜ୍ୟରେ ଲାଗୁ ହେବ ସୁଭଦ୍ରା ଯୋଜନା, ୧୦୦ ଦିନ ଭିତରେ ହେବ କାର୍ଯ୍ୟକାରୀ
  • ||
  • ଜନ୍ମମାଟିରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ମା' ତାରିଣୀ ପୀଠ ପାଇଁ ୫୦ କୋଟିର ଅନୁଦାନ
  • ||
  • T-20 ବିଶ୍ୱକପ୍ ସୁପର ୮ ରାଉଣ୍ଡ, ୨୧ ରନ୍‌ରେ କଙ୍ଗାରୁ ବାହିନୀ ଚିତ୍ ପଟାଙ୍ଗ, ଆଫଗାନିସ୍ତାନ ପ୍ରଥମ ବିଜୟ
  • ||
  • ଯୌନ ନିର୍ଯାତନା ମାମଲା, ପ୍ରଜ୍ବଳଙ୍କ ଭାଇ ସୂରଜ ରେଭାନ୍ନାକୁ ବାନ୍ଧିଲା ପୋଲିସ
  • ||
  • ମାଲକାନଗିରି ସହରର ଡିଏନ୍‌କେ ଛକରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ଜଣେ ମହିଳା ମୃତ
  • ||
  • ସାଲେପୁର: ବାଇକ୍‌ ସହ ପୋଲରୁ ଖସି ପଡ଼ିଲେ ୨ ଆରେହୀ, ଜଣେ ମୃତ ,ଜଣେ ଗୁରୁତର
  • ||
  • ରବିବାରଠୁ ୨ ଦିନିଆ କେନ୍ଦୁଝର ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ, ମା’ ତାରିଣୀଙ୍କୁ ଦର୍ଶନ ପରେ ଜନସମାବେଶରେ ହେବେ ସାମିଲ
  • ||
  • ଶ୍ରୀମନ୍ଦିରରେ ପଟିଦିଅଁ ବିଜେ, ଜ୍ୱରରୁ ମୁକ୍ତି ପାଇଁ ମହାପ୍ରଭୁଙ୍କ ଗୁପ୍ତ ଅନବସର ସେବା ଆରମ୍ଭ
  • ||
  • ଆସନ୍ତା ଦୁଇ ଦିନ ବିକ୍ଷିପ୍ତ ସ୍ଥାନରେ ବର୍ଷା ସମ୍ଭାବନା, ୨୫ରୁ ରାଜ୍ୟରେ ପ୍ରବଳ ଛେଚିବ
  • ||

ଶ୍ରୀଗୁଣ୍ଡିଚା ମନ୍ଦିର ନାକଚଣା ଦ୍ୱାର ନିକଟରେ ଅଗ୍ନିକାଣ୍ଡ, ଧୂଆଁମୟ ହୋଇଗଲା ଆକାଶ

ପୁରୀ, ୦୧/୦୬ : ଶ୍ରୀଗୁଣ୍ଡିଚା ମନ୍ଦିର ନାକଚଣା ଦ୍ୱାର ନିକଟରେ ଅଗ୍ନିକାଣ୍ଡ। ହୁତୁହୁତୁ ହୋଇ ଜଳିଗଲା ଫାଇଭର ବ୍ୟାରିକେଡ଼। ଅଗ୍ନିକାଣ୍ଡ ଯୋଗୁ ସମ୍ପୂର୍ଣ୍ଣ ଆକାଶ ଧୂଆଁମୟ ହୋଇଯାଇଛି।‌ ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ରହିଛି। ଖବର ପାଇ ଘଟଣାସ୍ଥଳରେ ଅଗ୍ନିଶମବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଛି। 

ଅଳିଆ ଗଦାରେ କେହି ନିଆଁ ଲଗାଇଥିବାରୁ ଏଭଳି ଘଟଣା ଘଟିଥିବା ଅନୁମାନ କରାଯାଉଛି। କୌଣସି କ୍ଷୟକ୍ଷତି ହୋଇନଥିବା ସୂଚନା ମିଳିଛି। କୁମ୍ଭାରପଡ଼ା ପୋଲିସ ଘଟଣାସ୍ଥଳରେ ପହଞ୍ଚି ଛାନଭିନ୍ ଆରମ୍ଭ କରିଛି।


  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.