ପ୍ରମୂଖ ଖବର
  • ଜାମ୍ମୁ-କାଶ୍ମୀରରେ ଏନକାଉଣ୍ଟର, ୩ ଯବାନ ଆହତ , ଜଣେ ଆତଙ୍କୀ ନିପାତ
  • ||
  • ମୁମ୍ବାଇରେ ଭୁଶୁଡିଲା ତିନି ମହଲା କୋଠା, ଏକାଧିକ ଆହତ
  • ||
  • ନୂଆଦିଲ୍ଲୀରେ ବସିବ ନୀତି ଆୟୋଗ ବୈଠକ, ଅଧ୍ୟକ୍ଷତା କରିବେ ପ୍ରଧାନମନ୍ତ୍ରୀ
  • ||
  • କିଏ ନେବ ରାଜ୍ୟ କଂଗ୍ରେସ ନେତୃତ୍ୱ ? ଦିଲ୍ଲୀ ଦରବାରରେ ଛାମୁଆ ନେତା, ଚର୍ଚ୍ଚାରେ ତାରା, ମୋକିମ, ପ୍ରସାଦ ଓ ସପ୍ତଗିରି
  • ||
  • ଶନିବାରଠୁ ଶ୍ରୀଲଙ୍କା-ଭାରତ ଟି-ଟ୍ୱେଣ୍ଟି ସିରିଜ୍,ପାଲିକେଲେରେ ଖେଳାଯିବ ପ୍ରଥମ ମୁକାବିଲା
  • ||
  • ଶନିବାର ନୀତି ଆୟୋଗ ସାଧାରଣ ପରିଷଦ ବୈଠକ, ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
  • ||
  • ଲଘୁଚାପ ସକ୍ରିୟ: ଆସନ୍ତା ୪ ଦିନ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ସତର୍କ କରାଇଲେ ଏସ୍‌ଆରସି
  • ||

ଶ୍ରୀଗୁଣ୍ଡିଚା ମନ୍ଦିର ନାକଚଣା ଦ୍ୱାର ନିକଟରେ ଅଗ୍ନିକାଣ୍ଡ, ଧୂଆଁମୟ ହୋଇଗଲା ଆକାଶ

ପୁରୀ, ୦୧/୦୬ : ଶ୍ରୀଗୁଣ୍ଡିଚା ମନ୍ଦିର ନାକଚଣା ଦ୍ୱାର ନିକଟରେ ଅଗ୍ନିକାଣ୍ଡ। ହୁତୁହୁତୁ ହୋଇ ଜଳିଗଲା ଫାଇଭର ବ୍ୟାରିକେଡ଼। ଅଗ୍ନିକାଣ୍ଡ ଯୋଗୁ ସମ୍ପୂର୍ଣ୍ଣ ଆକାଶ ଧୂଆଁମୟ ହୋଇଯାଇଛି।‌ ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ରହିଛି। ଖବର ପାଇ ଘଟଣାସ୍ଥଳରେ ଅଗ୍ନିଶମବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଛି। 

ଅଳିଆ ଗଦାରେ କେହି ନିଆଁ ଲଗାଇଥିବାରୁ ଏଭଳି ଘଟଣା ଘଟିଥିବା ଅନୁମାନ କରାଯାଉଛି। କୌଣସି କ୍ଷୟକ୍ଷତି ହୋଇନଥିବା ସୂଚନା ମିଳିଛି। କୁମ୍ଭାରପଡ଼ା ପୋଲିସ ଘଟଣାସ୍ଥଳରେ ପହଞ୍ଚି ଛାନଭିନ୍ ଆରମ୍ଭ କରିଛି।


  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.