ପ୍ରମୁଖ ଖବର
  • ପଦ୍ମ ଧରିଲେ ପ୍ରଶାନ୍ତ ଜଗଦେବ, ବିଜେଡିରୁ ହୋଇଥିଲେ ୨ ଥରର ବିଧାୟକ
  • ||
  • ରତ୍ନଭଣ୍ଡାର ଅଳଙ୍କାର ଲିଷ୍ଟ ପାଇଁ କମିଟି ଗଠନ, ୧୨ ଜଣିଆ କମିଟି ଗଠନ ନେଇ ଘୋଷଣା କଲେ ମୁଖ୍ୟମନ୍ତ୍ରୀ
  • ||
  • ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ ଆରମ୍ଭ, ମହାରାଜ ଗଜପତିଙ୍କ ଅଧ୍ୟକ୍ଷତାରେ ବସିଛି ମିଟିଂ
  • ||
  • ମାର୍ଚ୍ଚ ୫​‌ରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଚଣ୍ଡିଖୋଲର ବିଭିନ୍ନ କାର୍ଯ୍ୟକ୍ରମରେ ଦେବେ ଯୋଗ
  • ||
  • ହିମାଚଳର ୬ ବିଦ୍ରୋହୀ କଂଗ୍ରେସ ବିଧାୟକଙ୍କ ସଦସ୍ୟତା ରଦ୍ଦ
  • ||
  • ଉଦଳା: ସ୍କୁଟି- ବାଇକ୍ ଧକ୍କାରେ ଚାଲିଗଲା ୩ ଜଣ ଜୀବନ
  • ||
  • ୧୦ ବର୍ଷର ପ୍ରତୀକ୍ଷାର ଅନ୍ତ: ଆଜି ବକ୍ସ ଡ୍ରେନ୍‌ ଲୋକାର୍ପଣ କରିବେ ମୁଖ୍ୟମନ୍ତ୍ରୀ, ୪୫୦ କୋଟିରେ ହୋଇଛି ନିର୍ମାଣ
  • ||
  • ଭିଜିଲାନ୍ସ ଜାଲରେ ରାଉରକେଲା ESIC ସିନିଅର ଆସିଷ୍ଟାଣ୍ଟ ଅଭିରାମ ସାହୁ, ଲାଞ୍ଚ ନେବା ବେଳେ ଧରାପଡ଼ିଲେ
  • ||
  • ବିଜେପି ସିଇସିର ପ୍ରଥମ ବୈଠକ: ଆଜି ୧୨୦ ପ୍ରାର୍ଥୀଙ୍କ ତାଲିକା ଜାରି କରିପାରେ ଦଳ
  • ||
  • ପଦ୍ମ ଧରିବେ ପ୍ରଶାନ୍ତ, ମନ୍ମଥ ! ଖୁବଶୀଘ୍ର ହୋଇପାରେ କିଛି ବଡ଼ ଘୋଷଣା
  • ||
  • ଜଳ ସମ୍ପଦ ବିଭାଗ କନିଷ୍ଠ ଯନ୍ତ୍ରୀଙ୍କ ଆତ୍ମହତ୍ୟା, ଫ୍ୟାନ୍‌ରେ ଝୁଲିପଡିଲେ ପ୍ରଦୀପ କୁମାର ଘୋଷ
  • ||
  • ସରିବ ଖଣ୍ଡଗିରି ଯାତ୍ରା ମହାକୁମ୍ଭ, ଆଜି ବିଦାୟ ନେବେ ୬ ଅପେରା ପାର୍ଟି
  • ||
  • ଟ୍ରକ୍ ସହ ବସ୍ ମୁହାଁମୁହିଁ ଧକ୍କା, ଜଣେ ମୃତ ୬ ଗୁରୁତର
  • ||
  • WPL-2024: ବିଜୟ ଖାତା ଖୋଲିଲା ୟୁପି ଓ୍ୱାରିୟର୍ସ, ୭ ୱିକେଟ୍‌ରେ ହାରିଲା ମୁମ୍ବାଇ ଇଣ୍ଡିଆନ୍ସ
  • ||
  • ଝଲସୁଛି ଉତ୍କଳ ବିଶ୍ୱବିଦ୍ୟାଳୟ, ୫୩ତମ ସମାବର୍ତ୍ତନ ଉତ୍ସବରେ ଯୋଗଦେବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
  • ||
  • ରାଜ୍ୟର ୫ ଜିଲ୍ଲାରେ ହାଲୁକା ବର୍ଷା ସମ୍ଭାବନା, ଉପକୂଳ ଓଡ଼ିଶାରେ ବଢ଼ିବପାରେ ତାତି
  • ||

ନାଗାଲାଣ୍ଡରେ ବେଆଇନ କୋଇଲା ଖଣିରେ ଅଗ୍ନିକାଣ୍ଡ; ୬ ଜଣ ଜୀବନ୍ତ ଦଗ୍ଧ, ୪ ଗୁରୁତର

Image source:

ନୂଆଦିଲ୍ଲୀ,୨୬/୦୧: ନାଗାଲାଣ୍ଡର ୱେଖା ଜିଲ୍ଲାର ଏକ ବେଆଇନ କୋଇଲା ଖଣି ଭିତରେ ଅଗ୍ନିକାଣ୍ଡରେ ୬ ଜଣ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ଏହି ଦୁର୍ଘଟଣାରେ ଚାରିଜଣ ଗୁରୁତର ଆହତ ହୋଇଥିବା କୁହାଯାଉଛି। ଭଣ୍ଡାରୀ ବିଧାୟକ ଅଚୁମ୍ବେମୋ କିକୋନ୍ ଶୁକ୍ରବାର ଦିନ କହିଛନ୍ତି ଯେ ୱେଖା ଜିଲ୍ଲାର ଭଣ୍ଡାରୀ ସବ-ଡିଭିଜନ୍ ଅନ୍ତର୍ଗତ ରିଚାନୟାନ ଗାଁରେ ଜାନୁଆରୀ ୨୫ ତାରିଖ ରାତି ପ୍ରାୟ ୧ ଟାରେ ଏହି ଅଘଟଣ ଘଟିଛି।

ସମସ୍ତ ଶ୍ରମିକ ଆସାମର: 

ଦୁର୍ଘଟଣା ପରେ ଆଚୁମ୍ବେମୋ କିକୋନ୍ ଭଣ୍ଡାରୀରେ ପହଞ୍ଚି ସ୍ଥିତିର ଅନୁଧ୍ୟାନ କରିଥିଲେ। ପରେ କିକୋନ୍ କହିଛନ୍ତି ଯେ, ସମସ୍ତ ଶ୍ରମିକ ଆସାମର ଏବଂ ସେମାନେ ବେଆଇନ ଖଣି ଭିତରେ ଖୋଳିବାରେ ନିୟୋଜିତ ହୋଇଥିଲେ, ସେମାନଙ୍କ ମଧ୍ୟରୁ ୬ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଚାରିଜଣ ଗୁରୁତର ଆହତ ହୋଇଛନ୍ତି।

ବିଧାୟକଙ୍କ ଦାବି: 

ଜଣେ ଅଧିକାରୀ କହିଛନ୍ତି ଯେ, ଆହତମାନଙ୍କୁ ଦିମାପୁରର ଏକ ଡାକ୍ତରଖାନାରେ ଭର୍ତ୍ତି କରାଯାଇ ଚିକିତ୍ସା କରାଯାଉଛି। ସୂଚନାଯୋଗ୍ୟ ଯେ, ଭଣ୍ଡାରୀରେ ଏପରି ଅନେକ ବେଆଇନ କୋଇଲା ଖଣି ଅଛି। ଏ ସମ୍ପର୍କରେ ଉଦ୍‌ବେଗ ପ୍ରକାଶ କରି ବିଧାୟକ ରାଜ୍ୟ ସରକାରଙ୍କୁ ଏପରି ଖଣି ବନ୍ଦ କରିବାକୁ ପାଇଁ କଡ଼ା ପଦକ୍ଷେପ ନେବାକୁ ଦାବି କରିଛନ୍ତି।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.