ପ୍ରମୂଖ ଖବର
  • ଶ୍ରୀଲଙ୍କାର ପୂର୍ବତନ ରାଷ୍ଟ୍ରପତି ରାନିଲ ବିକ୍ରମାସିଂଘେ ଗିରଫ
  • ||
  • କଟକ : ବଡ଼ମ୍ବା ପୁଲିସର ସଫଳତା, ଦୁର୍ଦ୍ଦାନ୍ତ ଅପରାଧୀ ପପୁ ଚୌଧୁରୀ ଗିରଫ
  • ||
  • ସ୍କୁଲ୍ ଓ ଗଣଶିକ୍ଷା ମନ୍ତ୍ରୀଙ୍କ ବଡ଼ ଘୋଷଣା : ଏଣିକି ସରକାରୀ ବସ୍‌ରେ ଫ୍ରିରେ ଯାତାୟାତ କରିବେ ପ୍ରଥମରୁ ପ୍ଲସ୍ ଟୁ
  • ||
  • ବୁଲା କୁକୁର ପ୍ରସଙ୍ଗ ନେଇ ସୁପ୍ରିମକୋର୍ଟଙ୍କ ବଡ଼ ରାୟ, ସେଲ୍ଟର ହୋମ୍‌ ନୁହେଁ ବନ୍ଧ୍ୟାକରଣ ହିଁ ସମାଧାନ
  • ||
  • କଟକ : ଚନ୍ଦକାରୁ ଆଠଗଡ଼ ରେଞ୍ଜ; ଭରା ମହାନଦୀ ପାର୍ ହେଲେ ୨୨ଟିକିଆ ହାତୀପଲ
  • ||
  • ଦିଗପହଣ୍ଡି : ଝରଣାରେ ଗାଧୋଇବା ବେଳେ ପାହାଡ଼ ଉପରୁ ଖସି ଆସିଲା ପଥର, ଚାପି ହୋଇ ଷଷ୍ଠ ଶ୍ରେଣୀ ଛାତ୍ର ମୃତ
  • ||
  • ଚୌଦ୍ୱାର: କଟକ CDMOର ସିନିୟର୍ ଆସିଷ୍ଟାଣ୍ଟଙ୍କ ଘରେ ଭିଜିଲାନ୍ସ ଚଢାଉ, ଏକକାଳନୀନ ୫ଟି ସ୍ଥାନରେ ଚାଲିଛି ରେଡ୍
  • ||
  • ମହିଳା ଏସିଆ କପ୍‌ ହକି: ଭାରତୀୟ ଦଳ ଘୋଷଣା, ସଲିମା ଟେଟେ ନେବେ ନେତୃତ୍ୱ, ଓଡ଼ିଶାରୁ ସୁନେଲିତା
  • ||
  • ଆମେରିକାରେ ଭୂକମ୍ପର ଜୋରଦାର ଝଟକା, ରିକ୍ଟର ସ୍କେଲରେ ତୀବ୍ରତା ୮.୦ ରେକର୍ଡ
  • ||
  • ବୁଲା କୁକୁର ଉପରେ ଆଜି ସୁପ୍ରିମ୍‌ ଶୁଣାଣି, ସ୍ଥଗିତାଦେଶ ଆବେଦନ ଉପରେ ଶୁଣାଣି କରିବେ ଖଣ୍ଡପୀଠ
  • ||
  • ଆସନ୍ତାରେ ୩୧ ହେବାକୁ ଥିବା ସ୍ପେସାଲ୍‌ ଓଟିଇଟି ପୁଣି ସ୍ଥଗିତ, ଆଶଙ୍କାରେ ୭୫ ହଜାର ଇନ୍‌ସର୍ଭିସ୍‌ ଶିକ୍ଷକ
  • ||
  • ହିନ୍ଦୋଳ : ମଦ୍ୟପ ଯୁବକଙ୍କ ଉନ୍ମତ୍ତ କାଣ୍ଡ, ବୃଦ୍ଧ ବଡ଼ବାପାକୁ ଗାଁ ଦାଣ୍ଡରେ ଘୋଷାଡ଼ି ବାଡ଼େଇଲା ପୁତୁରା
  • ||
  • ଅନୁଗୁଳ କାରାଗାରର ବିଚାରାଧୀନ କଏଦୀଙ୍କ ମୃତ୍ୟୁ
  • ||
  • ଆସୁଛି ଆଉ ଦୁଇଟି ଲଘୁଚାପ: ଆସନ୍ତା ୨୬ ଯାଏ ବିସ୍ତୃତ ଅଞ୍ଚଳରେ ବର୍ଷା ସମ୍ଭାବନା, ଆଜି ୫ ଜିଲ୍ଲାକୁ ଅରେଞ୍ଜ ଓ୍ବାର୍ଣ୍ଣିଂ
  • ||

ଝରଣାରେ ଗାଧୋଇବା ବେଳେ ପାହାଡ଼ ଉପରୁ ଖସି ଆସିଲା ପଥର, ଚାପି ହୋଇ ଷଷ୍ଠ ଶ୍ରେଣୀ ଛାତ୍ର ମୃତ

Published By : Rasmita Pradhan | August 22, 2025 9:20 AM

ଦିଗପହଣ୍ଡି, ୨୨/୦୮ : ପଥର ତଳେ ଚାପି ହୋଇ ଷଷ୍ଠ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ। ଗଞ୍ଜାମ ଜିଲ୍ଲା ଜରଡ଼ା ଥାନା ତୁମ୍ବା ପଞ୍ଚାୟତ ସୁନାରୀବାଡ ନିକଟସ୍ଥ ମେଙ୍କାଡ଼ାଇ ଝରଣାରେ ଏଭଳି ଅଭାବନୀୟ ଘଟଣା ଘଟିଛି। ଗାଧୋଉଥିବା ସମୟରେ ପଥର ତଳେ ଚାପି ହୋଇ ଜଣେ ଷଷ୍ଠ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ ହୋଇଛି। 

ସୂଚନାନୁଯାୟୀ, ଗୁରୁବାର ସକାଳେ ମେଙ୍କାଡାଇ ଗ୍ରାମର ତିନି ଜଣ ଛାତ୍ର ନିକଟରେ ଥିବା ଝରଣାକୁ ଗାଧୋଇବା ପାଇଁ ଯାଇଥିଲେ। ଏହି ସମୟରେ ହଠାତ୍ ପାହାଡ଼ ଉପରୁ ଏକ ବଡ଼ ପଥର ଖସି ଆସିବା ଫଳରେ ଜଣେ ଛାତ୍ର ପଥର ସନ୍ଧିରେ ଛନ୍ଦି ହୋଇଯାଇଥିଲେ। ଏହା ଦେଖି ଅନ୍ୟ ଦୁଇ ଜଣ ସାଥୀ ସଙ୍ଗେ ସଙ୍ଗେ ଗ୍ରାମବାସୀଙ୍କୁ ଯାଇ ଡାକି ଆଣିଥିଲେ। ଗ୍ରାମବାସୀ ଘଟଣାସ୍ଥଳରେ ପହଞ୍ଚି ଛାତ୍ରଙ୍କୁ ପଥର ସନ୍ଧିରୁ ଉଦ୍ଧାର କରି ଦୋଳା ସାହାଯ୍ୟରେ ଆଣିବା ବେଳେ ଅଧାବାଟରେ ତାଙ୍କର ମୃତ୍ୟୁ ଘଟିଥିଲା।  

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.