PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପୁରୀ : ଶ୍ରୀଗୁଣ୍ଡିଚା ମନ୍ଦିର ଆଗରେ ଲାଗିଲା ତିନି ରଥ
  • ||
  • ଜଳେଶ୍ବର : ରଥଟଣାବେଳେ ଲାଗିଲା ବିଦ୍ୟୁତ ତାର, ଜଣେ ମୃତ ଓ ୭ ଗୁରୁତର
  • ||
  • ସମ୍ବଲପୁର : ପାରିବାରିକ କଳହର କରୁଣ ପରିଣତି, ସ୍ତ୍ରୀକୁ ପିଟିପିଟି ହତ୍ୟା କଲା ପିଶାଚ ସ୍ଵାମୀ
  • ||
  • ଭୁବନେଶ୍ଵର : ନିଅଣ୍ଟିଆ ଜୁନ, ଆସୁଛି ଦୁଇଟି ଲଘୁଚାପ, ୪ରୁ ବଢ଼ିବ ବର୍ଷା
  • ||
  • ପୁରୀ : ସୁଦର୍ଶନଙ୍କ ବାଲୁକାକଳା ରେକର୍ଡ, ପୁରୀ ବେଳାଭୂମିରେ ତିଆରି କଲେ ୧୨୫ ବାଲି ରଥ
  • ||
  • ଭୁବନେଶ୍ୱର : ରାଜ୍ୟରେ ଦ୍ରୁତ ଗତିରେ ବଢ଼ିଲା କରୋନା, ୨୦୦ ଟପିଲା ଦୈନିକ ସଂକ୍ରମଣ
  • ||
  • ଭୁବନେଶ୍ଵର : ଅଧାରେ ରହିଗଲା ପୁରୀ ଯାତ୍ରା, ରଥଯାତ୍ରାରେ ଆରପାରିକୁ ଚାଲିଗଲେ ବରିଷ୍ଠ ଫଟୋଗ୍ରାଫର ଅଶୋକ ପଣ୍ଡା
  • ||
  • ଭୁବନେଶ୍ଵର : ପବିତ୍ର ରଥଯାତ୍ରା ଅବସରରେ ଓଡ଼ିଶାବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀ
  • ||

ପାରିକରଙ୍କୁ ଅନ୍ତିମ ଦର୍ଶନ ବେଳେ କାନ୍ଦି ପକାଇଲେ ସୃତି ଇରାନୀ

ପାଣାଜୀ,୧୮।୩: ଆଜି ଗୋଆର ମୁଖ୍ୟମନ୍ତ୍ରୀ ତଥା ଦେଶର ପୂର୍ବତନ ପ୍ରତିରକ୍ଷା ମନ୍ତ୍ରୀ ମନୋହର ପାରିକରଙ୍କ  ଅନ୍ତିମ ସଂସ୍କାର ସମ୍ପନ୍ନ ହୋଇଛି। ଦେଶର ବହୁ ବିଶିଷ୍ଟ ବ୍ୟକ୍ତି ଓ ରାଜନେତା ଆଜି ପାରିକରଙ୍କ ପାର୍ଥିବ ଶରୀରରେ ପୁଷ୍ପଗୁଚ୍ଛ ଦେଇ ଶେଷ ଶ୍ରଦ୍ଧାଞ୍ଜଳି ଜଣାଇଥିଲେ।  ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ପ୍ରତିରକ୍ଷା ମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ସହିତ ବହୁ କେନ୍ଦ୍ରମନ୍ତ୍ରୀ ଓ ଦଳର ବରିଷ୍ଠ ନେତା ଶ୍ରଦ୍ଧାଞ୍ଜଳି ଜଣାଇଥିଲେ। ଏହି ସମୟରେ କେନ୍ଦ୍ରମନ୍ତ୍ରୀ ସୃତି ଇରାନୀ ମଧ୍ୟ ସେଠାରେ ଉପସ୍ଥିତ ଥିଲେ। ସେ ପାରିକରଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇବା ବେଳେ ବେଶ ଭାବପ୍ରବଣ ହୋଇଯାଇଥିଲେ ଓ ତାଙ୍କ ଆଖିରୁ ଲୁହ ମଧ୍ୟ ଝରି ଆସିଥିଲା। ସେ କାନ୍ଦୁ ଥିବାବେଳେ ଦୃଶ୍ୟଟି କ୍ୟାମେରାରେ କଏଦ ହୋଇଛି। ଏହା ପୂର୍ବରୁ ଗତକାଲି ସୃତି ଇରାନୀ ଟ୍ବିଟ୍ କରି ନିଜର ଭାବନା ପ୍ରକାଶ କରିଥିଲେ। ସେ ଲେଖିଥିଲେ ଜଣେ ନେତା, ଜଣେ ମାର୍ଗ ଦର୍ଶକ ଓ ଜଣେ ବନ୍ଧୁଙ୍କ ଭାବରେ ପାରିକର ସାହେବ ସବୁ କିଛି ଥିଲେ ଓ ମୋର ପରିବାର ଠାରୁ ମଧ୍ୟ ଅଧିକ ଥିଲେ।     

 

ସମ୍ବନ୍ଧିତ ଖବର