PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଦିଲ୍ଲୀ ଲଜପତ୍‌ ନଗର ମାର୍କେଟ୍‌ରେ ଭୟାବହ ଅଗ୍ନିକାଣ୍ଡ
  • ||
  • ଭୁବନେଶ୍ଵର : ରାଜ୍ୟ କ୍ୟାବିନେଟରେ ୧୮ ପ୍ରସ୍ତାବ ପାରିତ, ମୋ ଘର ଯୋଜନା ପ୍ରସ୍ତାବରେ ବାଜିଲା ମୋହର
  • ||
  • ଗୌହାଟୀ : ଭୂମିକମ୍ପ ଝଟ୍‌କାରେ ଥରିଲା ଆସାମ, ରିକ୍ଟର ସ୍କେଲରେ ୪.୪ ତୀବ୍ରତା ରେକର୍ଡ
  • ||
  • ଭୁବନେଶ୍ୱର : ସୋମବାର ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ: ୭ରୁ ୮ ପ୍ରସ୍ତାବ ଉପରେ ବାଜିପାରେ ମୋହର, ବଡ଼ ଘୋଷଣା ଉପରେ ନଜର
  • ||
  • ପୁରୀ: ରଥଖଳା ହାଲ୍‌ଚାଲ୍‌…ଅନୁକୂଳ ପରେ ଦଣ୍ଡାରେ ପଡ଼ିଲା କଣ୍ଟା, ଗୁଜ, ଜଳଯନ୍ତ୍ର ରହି ଉଠିଲା ନିରାଡି
  • ||
  • ଭୁବନେଶ୍ୱର: ଜୁନ୍‌ ୧ରୁ ବଢ଼ିବ ତାତି, ତତଲା ପବନ କଲବଲ କରିବ: ଉପକୂଳ ଏବଂ ଦକ୍ଷିଣ ଓଡ଼ିଶାରେ କାଳବୈଶାଖୀ ସମ୍ଭାବନା
  • ||
  • କେସିଙ୍ଗା : ବ୍ୟବସାୟୀଙ୍କ ଘରୁ ସଶସ୍ତ୍ର ଡକାୟତି, ଲକ୍ଷାଧିକ ଟଙ୍କା ସହ ସୁନା ଓ ରୁପା ଅଳଙ୍କାର ଲୁଟ୍
  • ||
  • କରଞ୍ଜିଆ : କରଞ୍ଜିଆ ତହସିଲଦାରଙ୍କ ଘରେ ଭିଜିଲାନ୍ସ ରେଡ୍, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗ
  • ||

ସର୍ପାଘାତରେ ମହିଳାଙ୍କ ମୃତ୍ୟୁ

କୋକସରା, ୨୬/୦୫ : ସର୍ପାଘାତରେ ମହିଳାଙ୍କ ମୃତ୍ୟୁ। କୋକସରା ବ୍ଲକ ଡାଲଗୁମା ପଞ୍ଚାୟତ ଚିତାମୁଣ୍ଡା ଗ୍ରାମରେ ଏଭଳି ଅଭାବନୀୟ ଘଟଣା ଘଟିଛି। ଚିତାମୁଣ୍ଡା ଗ୍ରାମର ଗଣେଶ୍ୱର ମହାନନ୍ଦଙ୍କ ସ୍ତ୍ରୀ ସଞ୍ଜୁଳା ମହାନନ୍ଦ ଗୁରୁବାର ବିଳମ୍ବିତ ରାତିରେ ଶୋଇଥିବା ବେଳେ ବିଷାକ୍ତ ସାପ କାମୁଡି କାରଣରୁ ତାଙ୍କର ମୃତ୍ୟୁ ହୋଇଛି।

ସୂଚନାନୁଯାୟୀ, ସଞ୍ଜୁଳା ମହାନନ୍ଦ ଗୁରୁବାର ରାତିରେ ଶୋଇଥିବା ଅବସ୍ଥାରେ କୌଣସି ଏକ ବିଷଧର ସାପ ଦଂଶନ କରିଥିଲା। ପରିବାର ଲୋକେ ଆଜି ସକାଳେ କୋକସରା ଡାକ୍ତରଖାନାରେ ଆଣି ଭର୍ତ୍ତି କରିଥିବା ବେଳେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି। ମହିଳାଙ୍କ ଶବ ବ୍ୟବଚ୍ଛେଦ ପାଇଁ ରଖାଯାଇଛି। କୋକସରା ପୋଲିସକୁ ଏନେଇ ଖବର ଦିଆଯାଇଛି।