ପ୍ରମୂଖ ଖବର
  • ନୀଳଗିରି ବ୍ଲକ ତେଲିପାଳ ପଞ୍ଚାୟତ ଋଷିଆ କେନାଲରେ ଅଘଟଣ, ବଜ୍ରପାତରେ ୩ ମୃତ
  • ||
  • କଟକ: ଓସିଏ କନ୍‌ଫରେନ୍ସ ହଲ୍‌ରେ ଅଗ୍ନିକାଣ୍ଡ , କାରଣ ଅସ୍ପଷ୍ଟ
  • ||
  • ଅସହ୍ୟ ହେଲା ଅଧ୍ୟାପକଙ୍କ ନିର୍ଯାତନା, ଦେହରେ ପେଟ୍ରୋଲ ଢାଳି ନିଆଁ ଲଗାଇଲେ ଛାତ୍ରୀ, ଉଦ୍ଧାର କରିବାକୁ ଯାଇ ଛାତ୍ର ଗୁରୁତର
  • ||
  • ରାୟଗଡ଼ା : କଞ୍ଜାମଯୋଡି ଗ୍ରାମରେ କଙ୍ଗାରୁକୋର୍ଟ ଘଟଣା: ରାୟଗଡ଼ା ଉପଜିଲ୍ଲାପାଳଙ୍କ ତଦନ୍ତ ନିର୍ଦ୍ଦେଶ
  • ||
  • ଅନୁଗୁଳ : ସାପ କାମୁଡ଼ାରେ ନାବାଳକ ମୃତ
  • ||
  • କଟକ : ପାରିବାରିକ କଳହର କରୁଣ ପରିଣତି, ମୁଣ୍ଡଳୀ ବ୍ରିଜ୍‌ରେ ଗାଡ଼ି ରଖି ମହାନଦୀକୁ ଡେଇଁ ପଡ଼ିଲେ ଯୁବକ!
  • ||
  • ମୁମ୍ବାଇରୁ ଓଡ଼ିଶା ଫେରିବେ ବିରୋଧୀ ଦଳ ନେତା ନବୀନ, ସ୍ୱାଗତ ପାଇଁ ବିଜେଡି ନେତା ଓ କର୍ମୀ ପ୍ରସ୍ତୁତ
  • ||
  • ଡ୍ରାଇଭର ମହାସଂଘ ହାତ ଛାଡ଼ିଲେ ବସ୍‌ ମାଲିକ, ରାଜ୍ୟରେ ସ୍ୱାଭାବିକ ହେଲା ଘରୋଇ ବସ୍‌ ଚଳାଚଳ
  • ||
  • ଦିଲ୍ଲୀରେ ଭୁଶୁଡ଼ିଲା ୪ ମହଲା ବିଲ୍ଡିଂ, ୧୨ ଜଣ ଚାପି ହୋଇଥିବା ଆଶଙ୍କା
  • ||
  • ଦୁର୍ବଳ ହେଉଛି ମାଓ ସଙ୍ଗଠନ, ଆତ୍ମସମର୍ପଣ କଲେ ୨୨ ମାଓବାଦୀ
  • ||
  • ଭୁବନେଶ୍ୱର : ପୁଲିସ ଭବନ ସମ୍ମୁଖରେ ସିରିଜ୍ ଦୁର୍ଘଟଣା, ଡ୍ରାଇଭର ଗୁରୁତର
  • ||
  • କେନ୍ଦୁଝର: ଗୋଠଛଡ଼ା ଦନ୍ତା ଆକ୍ରମଣରେ ଜଣେ ମୃତ, ଜଣେ ଗୁରୁତର
  • ||
  • ଅହମ୍ମଦାବାଦ ପ୍ଲେନ୍‌ କ୍ରାସ୍‌ର ଆସିଲା ତଦନ୍ତ ରିପୋର୍ଟ, ଉଡ଼ାଣର ୯୦ ସେକେଣ୍ଡରେ ବନ୍ଦ ହୋଇଥିଲା ବିମାନ ଇଞ୍ଜିନ୍‌
  • ||
  • ମେଗା ରୋଜଗାର ମେଳା, ଆଜି ୫୧ ହଜାର ନିଯୁକ୍ତିପତ୍ର ବାଣ୍ଟିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
  • ||
  • ଘୂର୍ଣ୍ଣିବଳୟ ସକ୍ରିୟ: ଆଜି ୧୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ୧୩ରୁ ଅଧିକ ବର୍ଷା ହୋଇପାରେ
  • ||

ଜି.ଉଦୟଗିରିରେ ବର୍ଷର ପ୍ରଥମ ତୁଷାରପାତ

Published By : Harapriya Sethi | January 16, 2025 2:01 PM

ଜି.ଉଦୟଗିରି,୧୬/୦୧: କିଛି ଦିନ ଧରି କନ୍ଧମାଳରେ ଅନୁଭୂତ ହେଉଛି ପ୍ରବଳ ଥଣ୍ଡା। ଗତ ତିନି ବର୍ଷ ହେଲା ଜି. ଉଦୟଗିରି ରାଜ୍ୟର ସର୍ବାଧିକ ଶୀତଳ ସହର ରହିଥିବା ବେଳେ ଗୁରୁବାର ସକାଳୁ ଜି.ଉଦୟଗିରି ବ୍ଲକର କୁରୁମିଙ୍ଗିଆ, ଲିଙ୍ଗାଗଡ଼, କତିଙ୍ଗିଆ, ଟିଆଙ୍ଗିଆ,ଡଡାପଡ଼ା ଅଞ୍ଚଳରେ ତୁଷାରପାତ ଦେଖିବାକୁ ମିଳିଛି ।

ଅସହ୍ୟ ଶୀତ ଓ କୁହୁଡି ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ ହୋଇ ପଡିଛି । ତେବେ ପ୍ରାକୃତିକ ସୌନ୍ଦର୍ଯ୍ୟରେ ଭରପୁର ଏଠାକାର ବିଭିନ୍ନ ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକଙ୍କ ଭିଡ଼ ସହ ବଣଭୋଜିର ଆସର ଦେଖିବାକୁ ମିଳୁଛି । ସର୍ବାଧିକ ଥଣ୍ଡା ଅନୁଭୂତ ହେଉଥିବାରୁ ଦାରିଙ୍ଗବାଡି ଭଳି ଏଠାରେ ମଧ୍ୟ ଶୀତ ମହୋତ୍ସବ ଆୟୋଜନ ପାଇଁ ସ୍ଥାନୀୟ ଅଞ୍ଚଳବାସୀ ଦାବି କରିଛନ୍ତି । ଏଥି ସହିତ ଜି. ଉଦୟଗିରିର ବିଭିନ୍ନ ପର୍ଯ୍ୟଟନ ସ୍ଥଳୀର ବିକାଶ ପ୍ରତି ପର୍ଯ୍ୟଟନ ବିଭାଗ ଓ ଜିଲ୍ଲା ପ୍ରଶାସନ ଦୃଷ୍ଟି ଦେବାକୁ ମଧ୍ୟ ଦାବି ହେଉଛି।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.