ପ୍ରମୁଖ ଖବର
  • ମୁମ୍ବାଇ: ମଝି ସମୁଦ୍ରରେ ହୁତୁହୁତୁ ହୋଇ ଜଳିଗଲା ବିଳାସପୂର୍ଣ୍ଣ ବୋଟ, ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ
  • ||
  • ପାରାଦୀପ: ବିଦେଶୀ ଜାହାଜରେ ୨୨୦ କୋଟିର କୋକେନ୍‌ ଜବତ ମାମଲା, କ୍ରୁ ମେମ୍ବରଙ୍କୁ ଜେରା କରୁଛି ଏନ୍‌ସିବି ଟିମ୍‌
  • ||
  • ଭୁବନେଶ୍ୱର: ଚାକିରୀରୁ ବିଦା ହେଲେ ବୈପାରୀଗୁଡ଼ା ଥାନା IIC, ୩୭ ଲକ୍ଷରୁ ଉର୍ଦ୍ଧ୍ଵ ଟଙ୍କା ଜବତ କରିଥିଲା ଭିଜିଲାନ୍ସ
  • ||
  • ଆଜି ଜାତୀୟ ପ୍ରଦୂଷଣ ନିୟନ୍ତ୍ରଣ ଦିବସ: ପ୍ରଦୂଷଣ କମାନ୍ତୁ, ପ୍ରକୃତି ବଞ୍ଚାନ୍ତୁ
  • ||
  • ଭୁବନେଶ୍ୱର: ପାହାଳରେ ଟ୍ରକ୍‌କୁ ପିଟିଲା କାର୍, ଡ୍ରାଇଭରଙ୍କ ସହ ୩ ମୃତ
  • ||
  • ଭୁବନେଶ୍ୱର: ଆଜିଠୁ ଏମ୍‌ଆର୍‌ଏଫ୍‌ଟି ଆବେଦନ ଆରମ୍ଭ, ୩୦୦ ପିଲାଙ୍କୁ ମିଳିବ ଗବେଷଣା ପାଇଁ ଛାତ୍ରବୃତ୍ତି
  • ||
  • ଭୁବନେଶ୍ୱର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଗଭୀର ଅବପାତ, ୩ରେ ନେବ ବାତ୍ୟା ରୂପ: ୫ରୁ ପ୍ରବଳ ବର୍ଷା ସମ୍ଭାବନା, ଫସଲ ନଷ୍ଟ ଆଶଙ୍କା
  • ||
  • ଭୁବନେଶ୍ୱର: ୱାଟ୍‌କୋ ଦାଦାଗିରି: ରାତିଅଧିଆ ବନ୍ଦ କରିଦେଲେ ଗଣ୍ଡମୁଣ୍ଡା-ଜାଗମରା ରାସ୍ତା, ଇଟାଲୀରେ ମଉଜ କରୁଛନ୍ତି ଯନ୍ତ୍ରୀ
  • ||
  • ଭୁବନେଶ୍ୱର: ଏଲ୍‌-ନିନୋ ପ୍ରଭାବ: ଏ ବର୍ଷ ଶୀତ ପ୍ରକୋପ ପୂରା କମ୍‌, ଫେବ୍ରୁଆରୀରୁ ମାଡ଼ି ଆସିବ ତାତି
  • ||

ଅଧ୍ୟାପିକାଙ୍କୁ ବିବାହର ପ୍ରତିଶୃତି ଦେଇ ପ୍ରତାରଣା, ବନ୍ଧା ହେଲେ SOG ହାବିଲଦାର

ଭୁବନେଶ୍ଵର, ୧୭/୧୧ : ଅଧ୍ୟାପିକାଙ୍କୁ ବିବାହର ପ୍ରତିଶୃତି ଦେଇ ପ୍ରତାରଣା। ଶାରୀରିକ ସମ୍ପର୍କ ରଖିଲେ, ପରେ ବାରମ୍ବାର ଗର୍ଭପାତ ଅଭିଯୋଗରେ ବନ୍ଧା ହେଲେ SOG ହାବିଲଦାର। ଚନ୍ଦକା SOG କ୍ୟାମ୍ପର ହାବିଲଦାର ପ୍ରେମସାଗର ବାରା ଗିରଫ ହୋଇଛନ୍ତି।

ଅଭିଯୋଗ ଅନୁଯାୟୀ, ଦୀର୍ଘ ୮ ବର୍ଷ ହେବ ଅଧ୍ୟାପିକାଙ୍କୁ ବିବାହର ପ୍ରଲୋଭନ ଦେଖାଇ ବାରମ୍ବାର ଶାରୀରିକ ସମ୍ପର୍କ ରଖୁଥିଲା ପ୍ରେମସାଗର। ଭୁବନେଶ୍ବର ରେଣ୍ଟାଲ କଲୋନୀରେ ଦୁହେଁ ୮ବର୍ଷ ହେବ ଏକାଠି ରହି ଆସୁଥିଲେ। ଅଧ୍ୟାପିକା ଜଣଙ୍କ ବିବାହ ପାଇଁ କହିବାରୁ ପ୍ରେମସାଗର ତାଙ୍କୁ ମାଡ଼ ମାରିବା ସହ ହତ୍ୟା ଧମକ ଦେଇଥିଲେ। ଏହାପରେ ଅଧ୍ୟାପିକା ଜଣଙ୍କ ମହିଳା ଥାନାରେ ଅଭିଯୋଗ କରିଥିଲେ। ଏହାପରେ ପ୍ରେମସାଗରକୁ ବାନ୍ଧିଛି ମହିଳା ଥାନା ପୋଲିସ । ତେବେ ଖାଲି ଅଧ୍ୟାପିକା ନୁହଁନ୍ତି ଅନେକ ଝିଅଙ୍କ ସହ ସମ୍ପର୍କ ଥିବା ନେଇ ଥାନାରେ ଅଭିଯୋଗ ହୋଇଛି।

  • prameyanews
  • PrameyaOdia
  • prameya
  • Copyright © 2022 - Summa Real Media Private Limited. All Rights Reserved.