ପ୍ରମୂଖ ଖବର
  • ‘ଡୋନାଲ୍ଡ ଟ୍ରମ୍ପଙ୍କ ଉପରେ ହୋଇପାରେ ଡ୍ରୋନ୍ ଆକ୍ରମଣ’: ଆମେରିକା ରାଷ୍ଟ୍ରପତିଙ୍କୁ ଇରାନର ଧମକ
  • ||
  • ଗଗନଯାନ ମିଶନକୁ ବଡ଼ ସଫଳତା, ଇଞ୍ଜିନର ହଟ୍ ଟେଷ୍ଟ ସଫଳ; ସୂଚନା ଦେଲା ଇସ୍ରୋ
  • ||
  • ଡଙ୍କି ରୁଟ୍ ମାମଲାରେ ଇଡିର ବଡ଼ କାର୍ଯ୍ୟାନୁଷ୍ଠାନ, ହରିୟାଣା ଓ ପଞ୍ଜାବର ୧୧ ଠିକଣାରେ ଚଢ଼ାଉ
  • ||
  • ପଞ୍ଚମ , ଅଷ୍ଟମ ଶ୍ରେଣୀ ପିଲାଙ୍କ ପାଇଁ ନୂଆ ନିୟମ : ଫେଲ ହେଲେ ଆଉ ଥରେ ପରୀକ୍ଷା ଦେବେ
  • ||
  • ଆଇପିଏସ୍ ସ୍ତରରେ ଅଦଳ ବଦଳ: ସଞ୍ଜୀବ ପଣ୍ଡା ହେଲେ ADG ନକ୍ସଲ ବିରୋଧୀ ଅପରେସନ୍
  • ||
  • ରାଜସ୍ଥାନରେ ଫାଇଟର ଜେଟ୍ କ୍ରାସ୍, ୨ ମୃତ
  • ||
  • ମୟୂରଭଞ୍ଜ : ବୁଢ଼ାବଳଙ୍ଗରେ ଗାଧୋଇବା ବେଳେ ଅଘଟଣ, ନଦୀରେ ଭାସି ଯୁବକ ମୃତ
  • ||
  • BMC ଅଧିକାରୀଙ୍କୁ ମାଡ଼ ମାମଲା; ଜଗନ୍ନାଥ ପ୍ରଧାନଙ୍କୁ ମିଳିଲା ଜାମିନ
  • ||
  • ପୁରୀ : ସର୍ବଭାରତୀୟ ଧର୍ମଘଟର ପ୍ରଭାବ; ସୂର୍ଯ୍ୟମନ୍ଦିର ବନ୍ଦ କଲା ଶ୍ରମିକ ସଂଗଠନ
  • ||
  • କଳାହାଣ୍ଡି : ବିଦ୍ୟୁତ ସଂସ୍ପର୍ଶରେ ଆସି ଦାଦନ ଶ୍ରମିକ ମୃତ, ଭିଟାମାଟିକୁ ଫେରୁଛି ମୃତଦେହ
  • ||
  • ଟାର୍ଗେଟରେ ଚୀନ-ପାକ୍‌; ଆତଙ୍କବାଦ ଉପରେ ଡବଲ୍‌ ଷ୍ଟାଣ୍ଡାର୍ଡ କାମ କରିବ ନାହିଁ, ବ୍ରାଜିଲରୁ ପ୍ରଧାନମନ୍ତ୍ରୀଙ୍କ କଡ଼ା ସନ୍ଦେଶ
  • ||
  • ଜଳ ପ୍ରଳୟରେ ବେହାଲ ଟେକ୍ସାସ, ମୃତ୍ୟୁ ସଂଖ୍ୟା ୧୦୯କୁ ବୃଦ୍ଧି
  • ||
  • ୧୫ ଜିଲ୍ଲାରେ ଆଜି ପ୍ରବଳ ବର୍ଷା ସମ୍ଭାବନା, ଗୁରୁବାରଠୁ କମିବ
  • ||
  • ସର୍ବଭାରତୀୟ ଧର୍ମଘଟ : ବିଜେଡିର ସମର୍ଥନ, ସାମିଲ ହେବ କଂଗ୍ରେସ
  • ||

ପୁଅ ଓ ବୋହୂଙ୍କୁ ନିଆଁ ଲଗାଇ ଜାଳି ଦେଲା ବାପା, ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି

Published By : Suraj Kumar | November 30, 2024 11:16 PM

ଭୁବନେଶ୍ବର, ୩୦।୧୧ ନୃଶଂସ ହୋଇଗଲା ବାପା। ପୁଅ  ଓ ବୋହୂ କୁ ଜାଳି ଦେଲା ବାପା। ପେଟ୍ରୋଲ ପକାଇ ପୁଅ ବୋହୂଙ୍କୁ  ନିଆଁ ଲଗାଇ ଦେଲା। ଆହତ ପୁଅ ବୋହୂଙ୍କୁ  ଉଦ୍ଧାର କରାଯାଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ବାରଙ୍ଗ ଥାନା ଗୋଡିସାହି ଫାଣ୍ଡି ଅନ୍ତର୍ଗତ ବାରାସୀଙ୍ଗା ଗ୍ରାମରେ ଏହି ଘଟଣା ଘଟିଛି। 

ସ୍ଥାନୀୟ ବାରଙ୍ଗ ଥାନା ଗୋଡିସାହି ଫାଣ୍ଡି ଅନ୍ତର୍ଗତ ବାରାସୀଙ୍ଗା ଗ୍ରାମର ଗୋବର୍ଦ୍ଧନ ରାଉତ ତାଙ୍କ ପୁଅ ଦୀନବନ୍ଧୁ ରାଉତ ଏବଂ ବୋହୂ ପୂଜା ରାଉତ ଙ୍କୁ ପେଟ୍ରୋଲ ଢାଳି ନିଆଁ ଲଗାଇ ଦେଇଥିଲେ। ଘଟଣା ପଛର କାରଣ ଅସ୍ପଷ୍ଟ ଥିବା ବେଳେ ପାରିବାରିକ କଳହ ଯୋଗୁ ଏପରି ଘଟି ଥାଇପାରେ ବୋଲି ସନ୍ଦେହ କରାଯାଉଛି। ତେବେ ଖବର ପାଇ ଗୋଡିସାହି ଫାଣ୍ଡି ଅଧିକାରୀ ତୁରନ୍ତ ଘଟଣା ସ୍ଥଳରେ ପହଁଚି ଆମ୍ବୁଲାନ୍ସ ଦ୍ଵାରା ପୁଅ ବୋହୂଙ୍କୁ ମେଡିକାଲ ପଠାଇଥିଲେ। ଘଟଣା ସ୍ଥଳରୁ ଖସି ଯିବାକୁ ଚେଷ୍ଟା କରୁଥିବା ଗୋବର୍ଦ୍ଧନ କୁ ଅଟକ ରଖି ପଚରାଉଚରା କରୁଛି ବାରଙ୍ଗ ଥାନା ପୋଲିସ ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.