ପ୍ରମୁଖ ଖବର
  • କଂଗ୍ରେସ ସ୍କ୍ରିନିଂ କମିଟି ବୈଠକ, ୧୫ ସୁଦ୍ଧା ଘୋଷେଣା ହେବ ପ୍ରାର୍ଥୀ ତାଲିକା
  • ||
  • କ୍ୟାପିଟାଲ ହସ୍ପିଟାଲରେ ମହିଳାଙ୍କୁ ଦୁର୍ବ୍ୟବହାର, ଧାରଣାରେ ବସିଲେ ସିକ୍କ୍ୟୁରିଟ୍ ଓ ସଫୋଇ କର୍ମୀ
  • ||
  • ବିଜେଡି ଛାଡିଲେ ପୂର୍ବତନ ରାଜ୍ୟ ଯୁବ ଉପସଭାପତି ରାକେଶ ନାୟକ
  • ||
  • ଆଜି ଆସିବ ବିଜେପି ଦ୍ବିତୀୟ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା, ଘୋଷଣା ହୋଇପାରେ ୨୫ ପ୍ରାର୍ଥୀଙ୍କ ନା
  • ||
  • ରୋଷେୟାକୁ ହାଣିଲା ହୋଟେଲ ମାଲିକ, ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ
  • ||
  • ଅବକାରୀ ବିଭାଗ ହାଜତରେ ଥାର୍ଡ ଡିଗ୍ରୀ ! ମଦ ବ୍ୟବସାୟୀ ଗୁରୁତର, ହତ୍ୟା ଉଦ୍ୟମ ଅଭିଯୋଗ
  • ||
  • ବେଲଗାମ ବୟାନ ଉପରେ ଲାଗିବ ଅଙ୍କୁଶ, ନିର୍ବାଚନ କମିଶନ ଆଣିବେ ନୂଆ ମାର୍ଗଦର୍ଶିକା
  • ||
  • ମାର୍ଗଦର୍ଶିକା ଜାରି କଲେ କେନ୍ଦ୍ର ସରକାର ଇସ୍ରାଏଲ, ଇରାନକୁ ଯାତ୍ରା ବାରଣ
  • ||
  • ୭୭ବର୍ଷରେ ପାଦ ଦେଲା ସ୍ୱପ୍ନର ସହର ଭୁବନେଶ୍ୱର, ୧୯୪୮ ମସିହାରେ ହୋଇଥିଲା ଗଠନ
  • ||
  • IPL 2024: ପଞ୍ଜାବ କିଙ୍ଗ୍‌ସ- ରାଜସ୍ଥାନ ରୟାଲ୍ସ ମୁକାବିଲା, ମୁଲନପୁରରେ ହେବ ପେସ୍‌ ଟେଷ୍ଟ୍‌
  • ||
  • ଶନିବାରଠୁ ୬ ଦିନ ଜଳାଇବ ତାତି, ୬ରୁ ୮ ଡିଗ୍ରୀ ବଢ଼ିଯିବ ତାପମାତ୍ରା;୧୪ରୁ ପୁଣି ନିର୍ଘାତ ଖରା
  • ||

ପୁଅର ଟାଙ୍ଗିଆ ଚୋଟରେ ମା’ ଓ ବାପା ମୃତ

ରିମୁଳି/ନାରଦପୁର, ୨୪।୩: ଚମ୍ପୁଆ ଥାନା ଅନ୍ତର୍ଗତ କାଳିକାପ୍ରସାଦ ପଞ୍ଚାୟତ ବସିରା ଗ୍ରାମରେ ଏକ ଲୋମହର୍ଷଣକାରି ଘଟଣା ଦେଖିବାକୁ ମିଳିଛି l ପୁଅର ଟାଙ୍ଗିଆ ଚୋଟରେ ବାପାର ମୃତ୍ୟୁ ହୋଇଥିବା ଜଣାପଡ଼ିଛି । 

ସୂଚନା ଅନୁଯାୟୀ, ସକାଳ ପ୍ରାୟ ୮ ଟା ବେଳେ ଘରେ କୌଣସି କାରଣବଶତଃ ଗୋରା ମୁଣ୍ଡା ଏବଂ ପୁଅ ଧ୍ୟାନ ମୁଣ୍ଡା ସହ ପ୍ରବଳ ପାଟିତୁଣ୍ଡ ହୋଇଥିଲା । ପୁଅ ଧ୍ୟାନ ମୁଣ୍ଡା ଉଭୟ ବାପା ଗୋରା ମୁଣ୍ଡା ଏବଂ ମା’ ପାଲି ମୁଣ୍ଡାକୁ ଟାଙ୍ଗିଆରେ ହାଣିଥିଲା । ଫଳରେ ବାପା ଗୋରା ମୁଣ୍ଡାଙ୍କର ଘଟଣାସ୍ଥଳରେ ହିଁ ମୃତ୍ୟୁ ହୋଇଥିଲା ଓ ପାଲି ମୁଣ୍ଡା ମାଆ ପାଲି ମୁଣ୍ଡାଙ୍କର ଚିକିତ୍ସିତ ଅବସ୍ଥାରେ ମୃତ୍ୟୁ ଘଟିଛି । ଖବର ପାଇ ଚମ୍ପୁଆ ଥାନା ପୋଲିସ ପହଞ୍ଚି ପୁଅକୁ ଅଟକ ରଖି ଶବକୁ ଜବତ କରି ଘଟଣାର ତଦନ୍ତ ଜାରି ରଖିଛି ।

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.