ପ୍ରମୂଖ ଖବର
  • ନୂଆଦିଲ୍ଲୀରେ ବସିବ ନୀତି ଆୟୋଗ ବୈଠକ, ଅଧ୍ୟକ୍ଷତା କରିବେ ପ୍ରଧାନମନ୍ତ୍ରୀ
  • ||
  • କିଏ ନେବ ରାଜ୍ୟ କଂଗ୍ରେସ ନେତୃତ୍ୱ ? ଦିଲ୍ଲୀ ଦରବାରରେ ଛାମୁଆ ନେତା, ଚର୍ଚ୍ଚାରେ ତାରା, ମୋକିମ, ପ୍ରସାଦ ଓ ସପ୍ତଗିରି
  • ||
  • ଶନିବାରଠୁ ଶ୍ରୀଲଙ୍କା-ଭାରତ ଟି-ଟ୍ୱେଣ୍ଟି ସିରିଜ୍,ପାଲିକେଲେରେ ଖେଳାଯିବ ପ୍ରଥମ ମୁକାବିଲା
  • ||
  • ଶନିବାର ନୀତି ଆୟୋଗ ସାଧାରଣ ପରିଷଦ ବୈଠକ, ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
  • ||
  • ଲଘୁଚାପ ସକ୍ରିୟ: ଆସନ୍ତା ୪ ଦିନ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ସତର୍କ କରାଇଲେ ଏସ୍‌ଆରସି
  • ||

ପୁଅର ଟାଙ୍ଗିଆ ଚୋଟରେ ମା’ ଓ ବାପା ମୃତ

ରିମୁଳି/ନାରଦପୁର, ୨୪।୩: ଚମ୍ପୁଆ ଥାନା ଅନ୍ତର୍ଗତ କାଳିକାପ୍ରସାଦ ପଞ୍ଚାୟତ ବସିରା ଗ୍ରାମରେ ଏକ ଲୋମହର୍ଷଣକାରି ଘଟଣା ଦେଖିବାକୁ ମିଳିଛି l ପୁଅର ଟାଙ୍ଗିଆ ଚୋଟରେ ବାପାର ମୃତ୍ୟୁ ହୋଇଥିବା ଜଣାପଡ଼ିଛି । 

ସୂଚନା ଅନୁଯାୟୀ, ସକାଳ ପ୍ରାୟ ୮ ଟା ବେଳେ ଘରେ କୌଣସି କାରଣବଶତଃ ଗୋରା ମୁଣ୍ଡା ଏବଂ ପୁଅ ଧ୍ୟାନ ମୁଣ୍ଡା ସହ ପ୍ରବଳ ପାଟିତୁଣ୍ଡ ହୋଇଥିଲା । ପୁଅ ଧ୍ୟାନ ମୁଣ୍ଡା ଉଭୟ ବାପା ଗୋରା ମୁଣ୍ଡା ଏବଂ ମା’ ପାଲି ମୁଣ୍ଡାକୁ ଟାଙ୍ଗିଆରେ ହାଣିଥିଲା । ଫଳରେ ବାପା ଗୋରା ମୁଣ୍ଡାଙ୍କର ଘଟଣାସ୍ଥଳରେ ହିଁ ମୃତ୍ୟୁ ହୋଇଥିଲା ଓ ପାଲି ମୁଣ୍ଡା ମାଆ ପାଲି ମୁଣ୍ଡାଙ୍କର ଚିକିତ୍ସିତ ଅବସ୍ଥାରେ ମୃତ୍ୟୁ ଘଟିଛି । ଖବର ପାଇ ଚମ୍ପୁଆ ଥାନା ପୋଲିସ ପହଞ୍ଚି ପୁଅକୁ ଅଟକ ରଖି ଶବକୁ ଜବତ କରି ଘଟଣାର ତଦନ୍ତ ଜାରି ରଖିଛି ।

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.