PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କେନ୍ଦ୍ରାପଡ଼ା : ସିମେଣ୍ଟ ଇଟାଭାଟି ମାଲିକଙ୍କୁ ବିଭତ୍ସ ଭାବେ ହତ୍ୟା, ରକ୍ତ ଜୁଡୁବୁଡୁ ମୃତଦେହ ଉଦ୍ଧାର
  • ||
  • ଭୁବନେଶ୍ଵର : ରାଜଧାନୀରୁ ଲୁଟେରା ଗ୍ୟାଙ୍ଗ ଗିରଫ, ୧୭୧ ଗ୍ରାମର ସୁନା ଜବତ
  • ||
  • ଢେଙ୍କାନାଳ : କପି ଯାଞ୍ଚ୍ ବାହାନାରେ ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗ, ପରୀକ୍ଷା କେନ୍ଦ୍ର ସମ୍ମୁଖରେ ଛାତ୍ରଛାତ୍ରୀଙ୍କ ଧାରଣା
  • ||
  • ଝାରସୁଗୁଡ଼ା : ଏସଏମସି ପାୱାର ଜେନେରେସନ କାରଖାନାରେ ଦୁର୍ଘଟଣା, ନିଆଁରେ ପୋଡ଼ି ହୋଇ ଶ୍ରମିକ ଗୁରୁତର
  • ||
  • ଭୁବନେଶ୍ଵର : ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ କୁଲତା ସମାଜ, ନୃସିଂହନାଥ ପୀଠର ଉନ୍ନତିକରଣ ପଦକ୍ଷେପ ପାଇଁ ଦେଲେ ଧନ୍ୟବାଦ
  • ||
  • ମାର୍ଶାଘାଇ : ଦିନ ଦ୍ଵିପ୍ରହରେ ଲୁଟ୍, ମହିଳାଙ୍କୁ ଭୁଜାଲି ଦେଖାଇ ଅଳଙ୍କାର ଲୁଟିନେଲେ ୨ ଦୁର୍ବୃତ୍ତ
  • ||
  • ବିଜୟ ହଜାରେ ଟ୍ରଫି: ଇତିହାସ ରଚିଲେ ଋତୁରାଜ, ଗୋଟିଏ ଓଭରରେ ମାରିଲେ ୭ ଛକା
  • ||
  • କେନ୍ଦ୍ରାପଡ଼ା : ସିମେଣ୍ଟ ଇଟାଭାଟି ମାଲିକଙ୍କୁ ବିଭତ୍ସ ଭାବେ ହତ୍ୟା, ରକ୍ତ ଜୁଡୁବୁଡୁ ମୃତଦେହ ଉଦ୍ଧାର
  • ||
  • କେନ୍ଦ୍ରାପଡ଼ା: ବାଲିଆ ବାଣ ବିସ୍ଫୋରଣ ଅଘଟଣ: ଏସ୍‌ସିବିରେ ଆଉ ଜଣଙ୍କ ମୃତ୍ୟୁ, ଆହୁରି ୧୧ ଜଣଙ୍କ ଅବସ୍ଥା ଗୁରୁତର
  • ||
  • କଟକ: ଡିସେମ୍ବର ୯ରୁ ମାଟ୍ରିକ୍‌ ଏସ୍‌ଏ-୧ ଖାତା ଦେଖା, ୫୬ଟି କେନ୍ଦ୍ରରେ ହେବ ମୂଲ୍ୟାୟନ
  • ||
  • ଭୁବନେଶ୍ୱର: ରାଜ୍ୟରେ ଶୀତ ଲହରୀ ଅସମ୍ଭାଳ: ୧୦ ଡିଗ୍ରୀ ତଳେ ୭ ସହର, ସେମିଳିଗୁଡା ସବୁଠୁ ଥଣ୍ଡା
  • ||

କଂଗ୍ରେସ ଅଧ୍ୟକ୍ଷ ନିର୍ବାଚନ ପରେ ଲାଲୁ ଓ ନୀତିଶଙ୍କୁ ପୁଣି ଭେଟିବାକୁ କହିଲେ ସୋନିଆ ଗାନ୍ଧୀ

ନୂଆଦିଲ୍ଲୀ, ୨୫/୯ : ସୋନିଆ ଗାନ୍ଧୀ ଆରଜେଡି ସୁପ୍ରିମୋ ଲାଲୁ ଯାଦବ ଏବଂ ବିହାର ସିଏମ୍ ନିତୀଶ କୁମାରଙ୍କୁ କଂଗ୍ରେସ ଅଧ୍ୟକ୍ଷ ନିର୍ବାଚନ ପରେ ପୁଣି ଭେଟିବାକୁ କହିଛନ୍ତି । ଲାଲୁ ଯାଦବ ଏବଂ ନୀତିଶ କୁମାର ରବିବାର ସନ୍ଧ୍ୟାରେ ସୋନିଆ ଗାନ୍ଧୀଙ୍କୁ ଭେଟିବାକୁ ପହଞ୍ଚିଥିଲେ । ଏହି ଭେଟଘାଟ ପରେ ସୋନିଆ ଗାନ୍ଧୀ ଦୁଇ ନେତାଙ୍କୁ କହିଛନ୍ତି କି ସେ କଂଗ୍ରେସ ଅଧ୍ୟକ୍ଷ ପଦର ନିର୍ବାଚନ ପ୍ରକ୍ରିୟା ପୂରା ହେବା ପରେ ପୁଣି ଥରେ ତାଙ୍କ ସହ ଭେଟ କରିବାକୁ । ଫଳରେ କିଭଳି ଭାବେ ବିପକ୍ଷଙ୍କ ଏକତାକୁ ମଜବୁତ କରାଯାଇପାରିବ ତାହା ଉପରେ ଆଲୋଚନା ହୋଇପାରିବ ।

ସୋନିଆ ଗାନ୍ଧୀଙ୍କୁ ଭେଟିବା ପରେ ଲାଲୁ ଯାଦବ କହିଛନ୍ତି କି ଆମେ ଏହି ଭେଟଘାଟରେ ବିପକ୍ଷଙ୍କ ଏକତାକୁ ଆହୁରି ମଜବୁତ କରିବା ଉପରେ ଆଲୋଚନା କଲୁ । ସୋନିଆ ଗାନ୍ଧୀ ଆମକୁ କହିଥିଲେ କି କଂଗ୍ରେସ ଅଧ୍ୟକ୍ଷ ପଦ ଲାଗି ନିର୍ବାଚନ ହେବା ପରେ ଆମେ ପୁଣି ଥରେ ତାଙ୍କୁ ଭେଟିବାକୁ ଆସିବୁ । ଲାଲୁ ଯାଦବ କହିଛନ୍ତି କି କଂଗ୍ରେସକୁ ଛାଡ଼ିଲେ କୌଣସି ଗଠବନ୍ଧନ ହୋଇପାରିବ ନାହିଁ । ଆମେ କଂଗ୍ରେସକୁ ଆଗକୁ ଆଣି ୨୦୨୪ରେ ହେବାକୁ ଥିବା ଲୋକସଭା ନିର୍ବାଚନରେ ବିଜେପିକୁ ହରାଇବୁ ।

ସମ୍ବନ୍ଧିତ ଖବର