ପ୍ରମୁଖ ଖବର
  • ଇଣ୍ଡିଆନ୍‌ ଓଭରସିଜ୍‌ କଂଗ୍ରେସର ଅଧ୍ୟକ୍ଷ ପଦରୁ ଇସ୍ତଫା ଦେଲେ ସାମ୍‌ ପିଟ୍ରୋଡା
  • ||
  • ଭୁବନେଶ୍ୱର : ଅନ୍‌ଲାଇନ୍‌ ଟ୍ରେଡିଂ ନାଁରେ ୬୧ ଲକ୍ଷ ଠକେଇ, ମାଷ୍ଟରମାଇଣ୍ଡ୍‌ ୪ ରାଜ୍ୟରେ ମୋଷ୍ଟ୍‌ ୱାଣ୍ଟେଡ୍
  • ||
  • ଭୁବନେଶ୍ୱର : ମେ ଚତୁର୍ଥ ସପ୍ତାହରେ ମାଟ୍ରିକ୍‌ ଫଳ ! ହ୍ୱାଟସ୍‌ଆପ୍‌ରେ ପରୀକ୍ଷାର୍ଥୀ ପାଇବେ ରେଜଲ୍ଟ
  • ||
  • ନୂଆଦିଲ୍ଲୀ : ସମୂହ ଛୁଟିରେ ଏୟାର ଇଣ୍ଡିଆ ଏକ୍ସପ୍ରେସ୍‌ର ଶତାଧିକ କ୍ରିଉ ମେମ୍ଵର, ୭୦ରୁ ଅଧିକ ଉଡ଼ାଣ ବାତିଲ୍
  • ||
  • ପୁରୀ : ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି, ସନ୍ଧ୍ୟା ୬ଟାରୁ ରାତି ୧୨ଟା ଦର୍ଶନ ମନା
  • ||
  • ଭୁବନେଶ୍ୱର : ଜନପଥରେ ମୋଦିଙ୍କ ରୋଡ୍‌ ସୋ', ସୁରକ୍ଷା ବ୍ୟବସ୍ଥା ଯାଞ୍ଚ କଲେ ଏସ୍‌ପିଜି, ଜଗିବେ ୫୦ ପ୍ଲାଟୁନ୍‌ ଫୋର୍ସ
  • ||
  • ଭୁବନେଶ୍ଵର : ଆଜି ୭ ଜିଲ୍ଲାରେ ନିର୍ଧୁମ ବର୍ଷିବ, ୧୦ ଯାଏ ବିସ୍ତୀର୍ଣ୍ଣ ଅଞ୍ଚଳରେ ବର୍ଷା
  • ||
  • ଭୁବନେଶ୍ଵର : ରାଜଧାନୀରେ ପୁଣି ହିଟ୍ ଆଣ୍ଡ ରନ୍, ରାସ୍ତା ପାରି ହେଉଥିବା ବେଳେ ଦମ୍ପତିଙ୍କ ଉପରେ ଚଢ଼ିଗଲା ଟ୍ରକ୍
  • ||

ବିଜେପିକୁ ଫେରିଲେ ସୋର ବିଧାୟକ ପର୍ଶୁରାମ ଧଡ଼ା

ଭୁବନେଶ୍ୱର ୨୬/୦୪: ସୋର ବିଧାୟକ ପର୍ଶୁରାମ ଧଡ଼ାଙ୍କ ଘର ବାହୁଡା । ବିଜେପିରେ ଯୋଗଦେଲେ ବିଧାୟକ ପର୍ଶୁରାମ ଧଡ଼ା । ରାଜ୍ୟ ବିଜେପି ସଭାପତି ମନମୋହନ ସାମଲଙ୍କ ଉପସ୍ଥିତିରେ ସମର୍ଥକଙ୍କ ସହ ଆସି ପଦ୍ମ ଧରିଲେ ପର୍ଶୁରାମ ଧଡ଼ା ବିଜେଡ଼ିରୁ ଟିକେଟ ନମିଳିବାରୁ କିଛି ଦିନ ତଳେ ବିଜେଡ଼ି ଛାଡିଥିଲେ ପର୍ଶୁରାମ । ୨୦୧୯ରେ ସୋରରେ ବିଜେଡି ଟିକେଟ୍‌ରେ ଲଢ଼ି ଜିତିଥିଲେ ପର୍ଶୁରାମ

ତେବେ ୨୦୦୯ ନିର୍ବାଚନରେ ସୋରରୁ ବିଜେପି ଟିକେଟରେ ନିର୍ବାଚନ ଲଢ଼ି ମାତ୍ର ୩୬୦ ଭୋଟ୍‌ରେ ପରାଜିତ ହୋଇଥିଲେ । ପରେ ବିଜେଡ଼ିରେ ଯୋଗଦେଇ ୨୦୧୪ ଏବଂ ୨୦୧୯ରେ ବିଧାନସଭାକୁ ନିର୍ବାଚିତ ହୋଇଥିଲେ । ଚଳିତ ନିର୍ବାଚନରେ ବିଜେଡ଼ି ସୋରରୁ ମାଧବ ଧଡ଼ାଙ୍କୁ ପ୍ରାର୍ଥୀ କରିଛି । ଯାହାକୁ ନେଇ ପର୍ଶୁରାମ ଅସନ୍ତୁଷ୍ଟ ହୋଇ ଦଳ ଛାଡିଥିଲେ । ଏବେ ସେ ପୁଣି ବିଜେପି ଦଳରେ ଯୋଗଦେଇଛନ୍ତି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.