ପ୍ରମୂଖ ଖବର
  • ଭୁବନେଶ୍ବର OSSSC ଅଫିସ ଘେରିଲେ ଶହଶହ ପରୀକ୍ଷାର୍ଥୀ । କମ୍ବାଇନ୍ଡ ରିକ୍ରୁଟମେଣ୍ଟ ପରୀକ୍ଷାରେ ଅନିୟମିତତା ଅଭିଯୋଗରେ ଘେରାଉ
  • ||
  • ଢ଼େଙ୍କାନାଳ: ଦୁଷ୍କର୍ମ ପୀଡ଼ିତାଙ୍କୁ ଭେଟିଲେ ମହିଳା କମିଶନ
  • ||
  • କଳାହାଣ୍ଡି: ପୂଜକଙ୍କୁ ଚାପଡରେ ହାଣିଲେ ଦୁୁର୍ବୃତ୍ତ, ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି
  • ||
  • ଚନ୍ଦନେଶ୍ବର: ବ୍ୟାଙ୍କ ଭିତରୁ ଲୁଟ୍, ଗ୍ରାହକଙ୍କ ଠାରୁ ୩୦ହଜାର ନେଇଗଲେ ଲୁଟେରା
  • ||
  • ଦୁର୍ନୀତି ଅଭିଯୋଗ ଆସିଲେ ମାଫ୍ ନାହିଁ, ୫ ବର୍ଷରେ ୮୧ ସରପଞ୍ଚଙ୍କ ବିରୋଧରେ ହୋଇଛି କାର୍ଯ୍ୟାନୁଷ୍ଠାନ
  • ||
  • ଭୁବନେଶ୍ଵର : ୧୦ ବର୍ଷରେ ୨୫ ବାଘ ଏବଂ ୪୧ ହାତୀଙ୍କୁ ହତ୍ୟା କରିଛନ୍ତି ଶିକାରୀ, ହାତୀ ମଣିଷ ଲଢେଇରେ ଯାଇଛି ୧୧୪୫ ଜୀବନ
  • ||
  • ଢେଙ୍କାନାଳ ଲଜ୍ଜ୍ୟା : ୪ ଅଭିଯୁକ୍ତଙ୍କ ଡାକ୍ତରୀ ମାଇନା ସହ ଡିଏନଏ ଟେଷ୍ଟ ପାଇଁ ହେଲା ନମୁନା ସଂଗ୍ରହ
  • ||
  • କୋଲକାତା ଆନ୍ଦୋଳନରତ ଡାକ୍ତରଙ୍କୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ, ସନ୍ଧ୍ୟା ସୁଦ୍ଧା କାର୍ଯ୍ୟରେ ଯୋଗ ଦିଅ, ନହେଲେ କାର୍ଯ୍ୟାନୁଷ୍ଠାନ
  • ||
  • ଦୁର୍ବଳ ହୋଇ ଛତିଶଗଡ଼ ମୁହାଁ ଲଘୁଚାପ: ଭୀଷଣ ବର୍ଷା ପାଇଁ ମାଲକାନଗିରି, ଗଞ୍ଜାମରେ ସ୍କୁଲ ଛୁଟି ଘୋଷଣା
  • ||

ଭୁବନେଶ୍ବର ଉପକଣ୍ଠରେ ନିର୍ମାଣ ହେବ ସ୍ପୋର୍ଟସ ଭ୍ୟାଲି : କ୍ରୀଡାମନ୍ତ୍ରୀ

ଭୁବନେଶ୍ବର,୧।୯ :  ଭୁବନେଶ୍ବର ଉପକଣ୍ଠରେ ନିର୍ମାଣ ହେବ ସ୍ପୋର୍ଟସ ଭ୍ୟାଲି। ଆସନ୍ତା ୧୭ ତାରିଖରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଭୁବନେଶ୍ବର ଗସ୍ତ କରିବେ।  ସେହି ଦିନ  ଏହାର ଭିତ୍ତିପ୍ରସ୍ତର ସ୍ଥାପନ କରାଯିବ ବୋଲି ରାଜ୍ୟ କ୍ରୀଡା ମନ୍ତ୍ରୀ  ସୂର୍ଯ୍ୟବଂଶୀ ସୂରଜ କହିଛନ୍ତି ।

ସ୍ପୋର୍ଟସ ଭ୍ୟାଲି ପାଇଁ  ରାଜ୍ୟ ସରକାର  ସମସ୍ତ କାର୍ଯ୍ୟ ଆରମ୍ଭ କରି ଦେଇଛନ୍ତି। ଏହି ସ୍ପୋର୍ଟସ ଭ୍ୟାଲିରେ ସମସ୍ତ ପାରମ୍ପାରିକ କ୍ରୀଡା କାର୍ଯ୍ୟ କରାଯିବା ପାଇଁ ସରକାର ପରିକଳ୍ପନା କରିଥିବା  ସୂର୍ଯ୍ୟବଂଶୀ ସୂରଜ କହିଛନ୍ତି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.