ପ୍ରମୂଖ ଖବର
  • କଟକ ରେଳ ଷ୍ଟେସନରେ ଅଘଟଣ : ଭୁଶୁଡିଲା ନିର୍ମାଣାଧୀନ ସେଡ୍
  • ||
  • ଶ୍ରୀମନ୍ଦିରରେ ପୁଣି ପଶିଲା ହିଡେନ୍ କ୍ୟାମେରା, ଭିଡିଓ କରିବା ବେଳେ ଧରା ପଡ଼ିଲେ ଯୁବକ
  • ||
  • ଭୁବନେଶ୍ୱର : ଷଣ୍ଢକୁ ଧକ୍କା ଦେଲା ବାଇକ୍‌, ଦୁର୍ଘଟଣାରେ ଚାଲିଗଲା ଅନ୍ତର୍ଜାତୀୟ ବଡି ବିଲ୍ଡରଙ୍କ ଜୀବନ
  • ||
  • IPLରୁ କ୍ରିକେଟର୍‌ ରବିଚନ୍ଦ୍ରନ୍ ଅଶ୍ବିନ୍‌ଙ୍କ ଅବସର ଘୋଷଣା
  • ||
  • ଲଗାଣ ବର୍ଷାରେ ବେହାଲ ମାଲକାନଗିରି, ଜନଜୀବନ ଅସ୍ତବ୍ୟସ୍ତ
  • ||
  • ଅଗ୍ରପୂଜ୍ୟ ଗଜାନନଙ୍କ ଆବାହନ : ଚଳଚଞ୍ଚଳ ପୁରପଲ୍ଲୀ, ରାଜଧାନୀରେ ୩୪୦ରେ ମଣ୍ଡପରେ ବିନାୟକଙ୍କ ପୂଜା
  • ||
  • ଫୁଲୁଛି ସୁବର୍ଣ୍ଣରେଖା ନଦୀ; ବଢୁଛି ଦୁର୍ଦ୍ଦଶା, ସ୍ଥିତି ସମୀକ୍ଷା କଲେ ରାଜ୍ୟପାଳ
  • ||
  • ଆଜି ଆକାଉଣ୍ଟକୁ ଆସିବ ସିଏମ୍‌ କିଷାନ ଟଙ୍କା, ଉପକୃତ ହେବେ ୫୧ ଲକ୍ଷରୁ ଅଧିକ ଚାଷୀ
  • ||
  • ବୈଷ୍ଣୋଦେବୀରେ ଭୂସ୍ଖଳନ; ୩୧ ଛୁଇଁଲା ମୃତ୍ୟୁସଂଖ୍ୟା, ଉଦ୍ଧାର ଅଭିଯାନ ଜାରି
  • ||
  • ଭାରତ ଉପରେ ଆଜିଠୁ ଫୁଟିବ ୫୦% ଟ୍ରମ୍ପଙ୍କ ଟାରିଫ୍ ବୋମା, ସଂଙ୍କଟରେ ୫ଲକ୍ଷ କୋଟିର ରତ୍ପାନୀ
  • ||

ସୂର୍ଯ୍ୟମନ୍ଦିରରେ ଶ୍ରୀଲଙ୍କା ମିଡିଆ ଟିମ୍‌; ଦେଖିଲେ କଳିଙ୍ଗ ସ୍ଥାପତ୍ୟ କଳାର ସୂକ୍ଷ୍ମ କାରୁକାର୍ଯ୍ୟ

Published By : Harapriya Sethi | August 27, 2025 1:46 PM

କୋଣାର୍କ,୨୭/୦୮: ବୁଧବାର ପୂର୍ବାହ୍ଣରେ ଶ୍ରୀଲଙ୍କା ମିଡିଆ ଟିମ୍‌ କୋଣାର୍କ ସୂର୍ଯ୍ୟମନ୍ଦିର ପରିଦର୍ଶନ କରିଛନ୍ତି । ପ୍ରଥମେ ବ୍ୟାଖ୍ୟାନ କେନ୍ଦ୍ରରେ କିଛି ସମୟ ଅତିବାହିତ କରି ପରେ ସୂର୍ଯ୍ୟମନ୍ଦିର ପରିସରକୁ ଯାଇଥିଲେ । ସୂର୍ଯ୍ୟମନ୍ଦିରର ବିଭିନ୍ନ ସୂକ୍ଷ୍ମ କାରୁକାର୍ଯ୍ୟ ଏବଂ ପ୍ରତିମୂର୍ତ୍ତି ଟିକିନିକ ଭାବେ ବୁଲି ଦେଖିଥିଲେ। ଏହି ଗସ୍ତ ସମୟରେ ଅତିରିକ୍ତ ଜିଲ୍ଲାପାଳ ଶରତ ଚନ୍ଦ୍ର ବେହେରା, ପୁରୀ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକ ସନ୍ତୋଷ ସେଠୀ, କୋଣାର୍କ ପର୍ଯ୍ୟଟନ ଅଧିକାରୀ ଅମୀୟ କୁମାର ସେଠୀ, କୋଣାର୍କର ପ୍ରମୁଖ ବରିଷ୍ଠ ଅଧିକାରୀ ଉପସ୍ଥିତ ଥିଲେ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.