ପ୍ରମୁଖ ଖବର
  • ଭୁବନେଶ୍ୱର : ଜାତୀୟ ସ୍ତରୀୟ ଗବେଷଣା ସୁଯୋଗ, ମୁଖ୍ୟମନ୍ତ୍ରୀ ରିସର୍ଚ୍ଚ ଫେଲୋସିପ୍‌ ପାଇଁ ୩୦୦ ଶିକ୍ଷାର୍ଥୀ ଚୟନ
  • ||
  • ଭୁବନେଶ୍ୱର : ମହିଳାଙ୍କ ସୁରକ୍ଷା ପାଇଁ ନିଯୁକ୍ତ ହୋଇଥିଲେ; ତାଲିମ ନେଇଥିଲେ ୨୪୮ ଜଣ, ଏବେ ବନ୍ଦ ହୋଇଗଲା ଏସ୍‌ଓପି ବ୍ୟବସ୍ଥା
  • ||
  • ପଶ୍ଚିମବଙ୍ଗରେ ଥମୁନି ନିର୍ବାଚନୀ ହିଂସା, ଜଣେ ଟିଏମସି କର୍ମୀଙ୍କୁ ହତ୍ୟା, ପୁଣି ବିଜେପି ବିରୋଧରେ ଦଳ ଆଣିଲା ଅଭିଯୋଗ
  • ||
  • ବାଂଲାଦେଶ ମୁହାଁ ବାତ୍ୟା, ପ୍ରଭାବରେ ୪ଜିଲ୍ଲାରେ ବର୍ଷା ଓ ପବନ ସମ୍ଭାବନା, ୪ ଜିଲ୍ଲାପାଳଙ୍କୁ ଏସଆରସିଙ୍କ ଆଲର୍ଟ
  • ||
  • ରାଜ୍ୟରେ ତୃତୀୟ ପର୍ଯ୍ୟାୟ ମତଦାନ, ୬ ଲୋକସଭା ଓ ୪୨ ବିଧାନସଭା ଆସନରେ ଭୋଟିଂ, ୪୪୭ ପ୍ରାର୍ଥୀଙ୍କ ହେବ ଭାଗ୍ୟ ପରୀକ୍ଷା
  • ||
  • ଦେଶରେ ଷଷ୍ଠ ପର୍ଯ୍ୟାୟ ମତଦାନ, ୬ ରାଜ୍ୟ ଓ ୨ କେନ୍ଦ୍ରଶାସିତ ଅଞ୍ଚଳରେ ଚାଲିଛି ଭୋଟ୍, ୫୮ ସଂସଦୀୟ କ୍ଷେତ୍ରରେ ମତଦାନ ଆରମ୍ଭ
  • ||
  • ସୃଷ୍ଟି ହେଲା ଅବପାତ: ୨୫ ରାତିରୁ ଉପକୂଳରେ ବର୍ଷା, ୨୬ରେ ଭୀଷଣ ବାତ୍ୟା ରୂପ ନେବ
  • ||

୮ରେ ଶ୍ରୀବିଗ୍ରହମାନଙ୍କ ଵନକଲାଗି ନୀତି, ସନ୍ଧ୍ୟା ୬ଟାରୁ ୧୨ ପର୍ଯ୍ୟନ୍ତ ସର୍ବସାଧାରଣ ପାଇଁ ବନ୍ଦ ରହିବ ଦର୍ଶନ

ପୁରୀ,୭।୫ :    ଆସନ୍ତା କାଲି ତଥା ୮ ତାରିଖରେ ବୈଶାଖ କୃଷ୍ଣ ଅମାବାସ୍ୟା ତିଥିରେ ଶ୍ରୀବିଗ୍ରହମାନଙ୍କ ଵନକଲାଗି ନୀତି ଅନୁଷ୍ଠିତ ହେବ । ତତ୍ ସହିତ ଅନବସର ପିଣ୍ଡିରେ ଅନବସର ନୀତି ସଂମ୍ପୃକ୍ତ କେତେକ ଆନୁଷଙ୍ଗିକ କାର୍ଯ୍ୟ ମଧ୍ୟ ସମ୍ପାଦିତ ହେବ ।ଏଣୁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଆପାତତଃ ସନ୍ଧ୍ୟା ୬ଟାରୁ ରାତି ୧୨ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.