ପ୍ରମୂଖ ଖବର
  • ନୂଆପଡ଼ା : ଲଗାଣ ବର୍ଷାରେ ଭୁଶୁଡ଼ିଲା ନିର୍ମାଣାଧୀନ କୁକୁଡ଼ା ଫାର୍ମ କାନ୍ଥ, ଚାପି ହୋଇ ଦୁଇ ମହିଳା ମୃତ
  • ||
  • ବିଶ୍ୱ ପୁଲିସ ଓ ଅଗ୍ନିଶମ କ୍ରୀଡ଼ାରେ ଇତିହାସ ରଚିଲା ଓଡ଼ିଶା ପୁଲିସ; ମିଳିଲା ୯ ସ୍ୱର୍ଣ୍ଣ, ୨ଟି ରୌପ୍ୟ ଓ ୩ଟି ବ୍ରୋଞ୍ଜ ପଦକ
  • ||
  • ଝାରସୁଗୁଡାରେ ବର୍ଷା ବିତ୍ପାତ, ୪ ବ୍ଲକରେ ଅତି ପ୍ରବଳ ବର୍ଷା ରେକର୍ଡ
  • ||
  • କଟକ : କାର୍‌ - ବାଇକ୍‌ ମୁହାଁମୁହିଁ ଧକ୍କା; ଜଣେ ଗୁରୁତର, ୨ ଆହତ
  • ||
  • ନୟାଗଡ଼ : ଟାଙ୍ଗିଆ ଚୋଟରେ ବୃଦ୍ଧଙ୍କ ମୃତ୍ୟୁ, ଅଭିଯୁକ୍ତ ଅଟକ
  • ||
  • ପୂଜାର୍ଚ୍ଚନା ପରେ ଖୋଲିଲା ହୀରାକୁଦର ୭ ନମ୍ବର ଗେଟ୍, ଛଡ଼ାଗଲା ଚଳିତ ବର୍ଷର ପ୍ରଥମ ବନ୍ୟାଜଳ
  • ||
  • ମହଣ ମହଣ ସୁନାରେ ଝଟକିବେ ଦାରୁବ୍ରହ୍ମ, ରଥାରୂଢ଼ ଶ୍ରୀଜିଉଙ୍କ ରାଜରାଜେଶ୍ୱର ବେଶ ଦର୍ଶନ କରିବେ ଶ୍ରଦ୍ଧାଳୁ
  • ||
  • ଆମେରିକା ଟେକ୍ସାସରେ ଭୟଙ୍କର ବନ୍ୟା ସ୍ଥିତି, ୪୩ ମୃତ ୨୩ ନିଖୋଜ
  • ||
  • ଟ୍ରମ୍ପଙ୍କୁ ସିଧା ଟକ୍କର ଦେବେ ଏଲନ ମସ୍କ; ନୂଆ ଦଳର କଲେ ଘୋଷଣା
  • ||
  • ଲଘୁଚାପ ରୂପ ନେଇପାରେ ଘୂର୍ଣ୍ଣିବଳୟ: ଆସନ୍ତା ୩ ଦିନ ପ୍ରବଳ ବର୍ଷା ସମ୍ଭାବନା, ୮ରୁ ଉପକୂଳରେ କମିବ
  • ||

ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ହେଲା ବଡ଼ ମହାସ୍ନାନ ନୀତି, ସାଧାରଣ ଦର୍ଶନ ବନ୍ଦ

Published By : Rasmita Pradhan | April 25, 2025 11:14 AM

ପୁରୀ, ୨୫/୦୪ : ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ହେଲା ବଡ଼ ମହାସ୍ନାନ ନୀତି। ଜୟ ବିଜୟ ଦ୍ଵାର ନିକଟରେ କେହି ବାନ୍ତି କରିଦେବାରୁ ବଡ଼ ମହାସ୍ନାନ ନୀତି ହୋଇଛି। ଏଥିପାଇଁ ସାଧାରଣ ଦର୍ଶନ ବନ୍ଦ ରହିଛି। 

ସୂଚନା ଅନୁଯାୟୀ, ଶୁକ୍ରବାର ଦିନ ଶ୍ରୀମନ୍ଦିର ଜୟ ବିଜୟ ଦ୍ୱାର ନିକଟରେ କେହି ବାନ୍ତି କରିଥିବାର ଜଣାପଡିଥିଲା । ଏହାପରେ ତୁରନ୍ତ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସାଧାରଣ ଦର୍ଶନକୁ ବନ୍ଦ କରାଯାଇ ମହାପ୍ରଭୁଙ୍କର ବଡ଼ ମହାସ୍ନାନ ନୀତି କରାଯାଇଛି । ଯେଉଁଥି ଲାଗି କିଛି ସମୟ ପାଇଁ ମହାପ୍ରଭୁଙ୍କ ନୀତିକାନ୍ତିରେ ବିଳମ୍ବ ମଧ୍ୟ ହୋଇଛି।

ଏହି ଖବରଟିକୁ ପଢନ୍ତୁ-ଦୀଘା ଜଗନ୍ନାଥ ମନ୍ଦିର ଉଦ୍‌ଘାଟନକୁ ନେଇ ଲାଗିଲା ନୋଟିସ୍‌, ରୋଷ କାର୍ଯ୍ୟରେ ସୁପକାର ସାମିଲ ହେଲେ କାର୍ଯ୍ୟାନୁଷ୍ଠାନ

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.