ପ୍ରମୂଖ ଖବର
  • ଭଦ୍ରକ : ବିଦ୍ୟୁତ ଆଘାତରେ ମାମୁଁ -ଭଣଜା ମୃତ
  • ||
  • ବାଲେଶ୍ବର ଏଫଏମ କଲେଜ ପୀଡିତା ଛାତ୍ରୀଙ୍କ ମୃତ୍ୟୁ ଘଟଣା, ୟୁଜିସିର ଫ୍ୟାକ୍ଟ ଫାଇଣ୍ଡିଂ କମିଟି ଗଠନ
  • ||
  • ଆସନ୍ତାକାଲି ବାଲେଶ୍ବର ଜିଲ୍ଲା ବନ୍ଦ ଡାକରା ଦେଲା ବିଜେଡି, ସକାଳ ୬ଟାରୁ ଅପରାହ୍ନ ୨ଟା ପର୍ଯ୍ୟନ୍ତ ବନ୍ଦ
  • ||
  • ସ୍ପେଶ ଡ୍ରାଗନ୍‌ର ସଫଳ ଅବତରଣ, ମହାକାଶରୁ ଫେରିଲେ ଶୁଭାଂଶୁ ଶୁକ୍ଳା ସମେତ ୪ ମହାକାଶଚାରୀ
  • ||
  • ଆସନ୍ତାକାଲି କେନ୍ଦ୍ର କ୍ୟାବିନେଟ୍ ବୈଠକ, ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିବ ଗୁରୁତ୍ବପୂର୍ଣ୍ଣ ବୈଠକ
  • ||
  • ୩ ମାସ ବଢ଼ିଲା ରାସନ କାର୍ଡ ଇ-କେୱାଇସି ଅବଧି, ସୂଚନା ଦେଲେ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର
  • ||
  • ନିରବୀ ଗଲା ସୌମ୍ୟାଶ୍ରୀଙ୍କ ସ୍ୱର, ଗାଁ ମଶାଣିରେ ପଞ୍ଚଭୂତରେ ଲୀନ ​ହୋଇଗଲା ପାର୍ଥିବ ଶରୀର
  • ||
  • ଏଫ୍‌ଏମ୍‌ କଲେଜ ଛାତ୍ରୀ ସୌମ୍ୟାଶ୍ରୀ ମୃତ୍ୟୁ ଘଟଣା, ଆସନ୍ତା ୧୭ରେ ଓଡ଼ିଶା ବନ୍ଦ ଡାକରା ଦେଲା କଂଗ୍ରେସ
  • ||
  • ସ୍ପେସ୍‌ ଷ୍ଟେସନରୁ ଫେରୁଛନ୍ତି ଶୁଭାଂଶ ଶୁକ୍ଳା, ଆଜି କାଲିଫର୍ଣ୍ଣିଆ ତଟରେ ଜଳାବତରଣ
  • ||
  • ବୌଦ୍ଧ: ଟ୍ରକକୁ ପଛରୁ ଧକ୍କା ଦେଲା ବୋଲବମ୍ ଯାତ୍ରୀଙ୍କୁ ନେଇ ଯାଉଥିବା ପିକଅପ ଭ୍ୟାନ,୫ ଗୁରୁତର
  • ||
  • ଏଫ୍‌ଏମ୍‌ ଛାତ୍ରୀ ସୌମ୍ୟାଶ୍ରୀଙ୍କ ମୃତ୍ୟକୁ ନେଇ ଶୋକବ୍ୟକ୍ତ କଲେ କେନ୍ଦ୍ରମନ୍ତ୍ରୀ ଏବଂ ଉପମୁଖ୍ୟମନ୍ତ୍ରୀ
  • ||
  • ସୃଷ୍ଟି ହେଲା ଅବପାତ: ଉତ୍ତର, ପଶ୍ଚିମରେ ଅତି ପ୍ରବଳ ବର୍ଷା ସମ୍ଭାବନା, ୫ ଜିଲ୍ଲାକୁ ସତର୍କ
  • ||

ଶ୍ରୀମନ୍ଦିର ରତ୍ନଭଣ୍ଡାରରେ ଗୁପ୍ତ କୋଠରୀ ବା ସୁଡଙ୍ଗ ନାହିଁ, ସୂଚନା ଦେଲେ ଆଇନ ମନ୍ତ୍ରୀ

Published By : Prameya | November 1, 2024 1:30 PM

ଭୁବନେଶ୍ବର ୦୧/୧୧:  ଶ୍ରୀମନ୍ଦିର ଭିତର ରତ୍ନଭଣ୍ଡାରେ ନାହଁ କୌଣସି ଗୁପ୍ତ ସୁଡ଼ଙ୍ଗ। ପ୍ରାଥମିକ ଆଲୋଚନା ପରେ ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନଙ୍କ ବଡ଼ ବୟାନ। ଖୁବ୍‌ଶୀଘ୍ର ଆସିବ ଜିପିଆର୍‌ଏସ୍ ସର୍ଭେ ରିପୋର୍ଟ। ତର୍ଜମା ପରେ ରତ୍ନଭଣ୍ଡା ହେବ ମରାମତି।

ମନ୍ତ୍ରୀ କହିଛନ୍ତି,  ପ୍ରଥମିକ ଆଲୋଚନାରୁ କୌଣସି ଗୁପ୍ତ କୋଠରୀ ବା ସୁଡଙ୍ଗ ନଥିବା ପ୍ରାୟତଃ ଜଣାପଡିଛି । ଚୂଡାନ୍ତ ରିପୋର୍ଟକୁ ଆମେ ଅପେକ୍ଷା କରିଛୁ । ଜିପିଆର୍‌ ସର୍ଭେର ଚୂଡାନ୍ତ ରିପୋର୍ଟ ଆସିବା ପରେ ମରାମତି କାମ ଆରମ୍ଭ ହେବ। ଏବେ କାର୍ତ୍ତିକ ମାସ ଚାଲିଥିବାରୁ ଶ୍ରୀମନ୍ଦିର ଭିଡ ରହିଛି । କାର୍ତ୍ତିକ ମାସ ପରେ ରତ୍ନଭଣ୍ଡାର ମରାମତି କରାଯିବ । ଏଏସ୍‌ଆଇ ଏକ ମାସ ଧରି ମରାମତି କାମ କରିବ । ମରାମତି ହେବା ପରେ ରତ୍ନ ଅଳଙ୍କାର ଗଣତି ମଣତି କରାଯିବ । ପୁରୁଣା ତାଲିକା ସହ ମ୍ୟାଚ୍ କରାଯାଇ ୭ ଦିନ ଭିତରେ ରିପୋର୍ଟ ପ୍ରକାଶ କରାଯିବ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.