ପ୍ରମୂଖ ଖବର
  • ଜାମ୍ମୁ-କାଶ୍ମୀରରେ ଏନକାଉଣ୍ଟର, ୩ ଯବାନ ଆହତ , ଜଣେ ଆତଙ୍କୀ ନିପାତ
  • ||
  • ମୁମ୍ବାଇରେ ଭୁଶୁଡିଲା ତିନି ମହଲା କୋଠା, ଚାପି ହୋଇ ଚାଲିଗଲା ୨ ଜୀବନ, ଏକାଧିକ ଆହତ
  • ||
  • ନୂଆଦିଲ୍ଲୀରେ ବସିବ ନୀତି ଆୟୋଗ ବୈଠକ, ଅଧ୍ୟକ୍ଷତା କରିବେ ପ୍ରଧାନମନ୍ତ୍ରୀ
  • ||
  • କିଏ ନେବ ରାଜ୍ୟ କଂଗ୍ରେସ ନେତୃତ୍ୱ ? ଦିଲ୍ଲୀ ଦରବାରରେ ଛାମୁଆ ନେତା, ଚର୍ଚ୍ଚାରେ ତାରା, ମୋକିମ, ପ୍ରସାଦ ଓ ସପ୍ତଗିରି
  • ||
  • ଶନିବାରଠୁ ଶ୍ରୀଲଙ୍କା-ଭାରତ ଟି-ଟ୍ୱେଣ୍ଟି ସିରିଜ୍,ପାଲିକେଲେରେ ଖେଳାଯିବ ପ୍ରଥମ ମୁକାବିଲା
  • ||
  • ଶନିବାର ନୀତି ଆୟୋଗ ସାଧାରଣ ପରିଷଦ ବୈଠକ, ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
  • ||
  • ଲଘୁଚାପ ସକ୍ରିୟ: ଆସନ୍ତା ୪ ଦିନ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ସତର୍କ କରାଇଲେ ଏସ୍‌ଆରସି
  • ||

୬ରେ ଶ୍ରୀବିଗ୍ରହଙ୍କ ପଇତା ଲାଗି ନୀତି, ସନ୍ଧ୍ୟା ୬ ଟାରୁ ୧୦ଟା ପର୍ଯ୍ୟନ୍ତ ଶ୍ରୀମନ୍ଦିରରେ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ

ପୁରୀ, ୫।୫ : ଆସନ୍ତା ୬ ତାରିଖ ସୋମବାର ବୈଶାଖ ଶୁକ୍ଳ ତ୍ରୟୋଦଶୀ ତିଥିରେ ଶ୍ରୀବିଗ୍ରହ ମାନଙ୍କର “ପଇତାଲାଗି ନୀତି” ଅନୁଷ୍ଠିତ ହେବ ।ଏହା ଏକ ଗୁପ୍ତ ନୀତି  । ସେଥିପାଇଁ ଶ୍ରୀମନ୍ଦିରରେ ଠାକୁରଙ୍କ ଦର୍ଶନ ଭକ୍ତଙ୍କ ପାଇଁ ବନ୍ଦ ରହିବ ।  ଶ୍ରୀଜୀଉଙ୍କ ଦ୍ଵିତୀୟ ଭୋଗମଣ୍ଡପ ପୂଜା ହେବା ପରେ  ସୋମବାର  ସନ୍ଧ୍ୟା  ୬ ଟାରୁ ରାତ୍ର ୧୦ ଟା ପର୍ଯ୍ୟନ୍ତ ଶ୍ରୀମନ୍ଦିରରେ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.