ପ୍ରମୂଖ ଖବର
  • ମାହାଙ୍ଗା: ଭାରସାମ୍ୟ ହରାଇ କେନାଲକୁ ଖସିଲା କାର୍, ଯୁବକଙ୍କ ମୃତ୍ୟୁ
  • ||
  • ମୋହନ ସରକାରଙ୍କ ପ୍ରଥମ ଅଧିବେଶନ, ୨୪ରେ ଉପବାଚସ୍ପତି ନିର୍ବାଚନ, ୨୫ରେ ପୂର୍ଣ୍ଣାଙ୍ଗ ବଜେଟ୍
  • ||
  • ପ୍ୟାରିସ୍‌ ଅଲିମ୍ପିକ ୨୦୨୪: ୨୫ରୁ ତୀରନ୍ଦାଜୀ ଇଭେଣ୍ଟ, ରିକର୍ଭ ଇଭେଣ୍ଟରେ ଭାଗ ନେବେ ୬ ଭାରତୀୟ
  • ||
  • ଆସନ୍ତା ୨୬ ସୁଦ୍ଧା ଆଉ ଏକ ଲଘୁଚାପ, ତିନିଦିନ ପ୍ରବଳ ବର୍ଷା ସମ୍ଭାବନା: ଏବେ ବି ନିଅଣ୍ଟିଆ ସ୍ଥିତିରୁ ବାହାରିନି ୧୬ ଜିଲ୍ଲା
  • ||
  • ମୋଦି ୩.୦ ସରକାରର ପ୍ରଥମ ବଜେଟ୍‌, ୭ମ ଥର ପାଇଁ ବଜେଟ୍‌ ଉପସ୍ଥାପନ କରିବେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ
  • ||

ସୋମବାର ପ୍ରଥମ ଥର ପାଇଁ ଏସ୍‌ଟିଏରେ ହେବ ଜନଶୁଣାଣି, ଲୋକଙ୍କ ଅଭିଯୋଗ ଶୁଣିବେ ବରିଷ୍ଠ ଅଧିକାରୀ

କଟକ,୨୯/୦୬: ରାଜ୍ୟ ସରକାରଙ୍କ ନିର୍ଦ୍ଦେଶକ୍ରମେ ଆସନ୍ତା ସୋମବାର ଅର୍ଥାତ ଜୁଲାଇ ପହିଲାରୁ ରାଜ୍ୟ ପରିବହନ କମିସନରଙ୍କ କାର୍ଯ୍ୟାଳୟରେ(ଏସ୍‌ଟିଏ) ଜନଶୁଣାଣି ଆରମ୍ଭ ହେଉଛି ।  ପ୍ରଥମ ଥର ଲାଗି ଏସ୍‌ଟିଏରେ ଜନଶୁଣାଣି ଅନୁଷ୍ଠିତ ହେଉଛି । ଏଥିରେ ଏସ୍‌ଟିଏ କମିସନରଙ୍କ ସମେତ  ଅତିରିକ୍ତ କମିସନର, ଯୁଗ୍ମ କମିସନର ଏବଂ ଅନ୍ୟାନ୍ୟ ଅଧିକାରୀମାନେ ଉପସ୍ଥିତ ରହି ପରିବହନ  ସଂକ୍ରାନ୍ତ ବିଭିନ୍ନ ଅଭିଯୋଗ ଶୁଣାଣି କରିବେ । ଜନଶୁଣାଣି ଜରିଆରେ ସାଧାରଣ ଲୋକେ ସେମାନଙ୍କ ଅଭିଯୋଗ ଉପସ୍ଥାପନ କରିବା ପରେ ତୁରନ୍ତ ଏହାର ସମାଧନ ଦିଗରେ ପଦକ୍ଷେପ ନିଆଯିବ ବୋଲି ଏସ୍‌ଟିଏର ଜଣେ ବରିଷ୍ଠ ଅଧିକାରୀ ପ୍ରକାଶ କରିଛନ୍ତି । 

ଉଲ୍ଲେଖଯୋଗ୍ୟ ଯେ, ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ  ପ୍ରକୋଷ୍ଠ ଏବଂ ପ୍ରତ୍ୟେକ ଜିଲ୍ଲାସ୍ତରରେ ଜିଲ୍ଲାପାଳମାନେ ପୂର୍ବରୁ ଜନଅଭିଯୋଗ ଶୁଣାଣି କରୁଥିଲେ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Rath Yatra

Copyright © 2024 - Summa Real Media Private Limited. All Rights Reserved.