ପ୍ରମୂଖ ଖବର
  • ନୂଆଦିଲ୍ଲୀରେ ବସିବ ନୀତି ଆୟୋଗ ବୈଠକ, ଅଧ୍ୟକ୍ଷତା କରିବେ ପ୍ରଧାନମନ୍ତ୍ରୀ
  • ||
  • କିଏ ନେବ ରାଜ୍ୟ କଂଗ୍ରେସ ନେତୃତ୍ୱ ? ଦିଲ୍ଲୀ ଦରବାରରେ ଛାମୁଆ ନେତା, ଚର୍ଚ୍ଚାରେ ତାରା, ମୋକିମ, ପ୍ରସାଦ ଓ ସପ୍ତଗିରି
  • ||
  • ଶନିବାରଠୁ ଶ୍ରୀଲଙ୍କା-ଭାରତ ଟି-ଟ୍ୱେଣ୍ଟି ସିରିଜ୍,ପାଲିକେଲେରେ ଖେଳାଯିବ ପ୍ରଥମ ମୁକାବିଲା
  • ||
  • ଶନିବାର ନୀତି ଆୟୋଗ ସାଧାରଣ ପରିଷଦ ବୈଠକ, ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
  • ||
  • ଲଘୁଚାପ ସକ୍ରିୟ: ଆସନ୍ତା ୪ ଦିନ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ସତର୍କ କରାଇଲେ ଏସ୍‌ଆରସି
  • ||

ପାର୍ଲର ଭିତରେ ଯୁବତୀଙ୍କୁ ଛୁରାମାଡ଼; କଟକ ପୁରୀଘାଟ ଅଞ୍ଚଳରେ ଚାଞ୍ଚଲ୍ୟ

କଟକ,୧୦/୯ :  କଟକରେ ଚାଞ୍ଚଲ୍ୟ। ଦିନ ଦ୍ୱିପ୍ରହରରେ ଯୁବତୀଙ୍କୁ ଛୁରା ମାଡ଼ କରି ଯୁବକ ଫେରାର। ଏଭଳି ଏକ ଘଟଣା ନଜରକୁ ଆସିଛି କଟକ ଦୋଳମୁଣ୍ଡେଇ ଅଞ୍ଚଳରେ । ଘଟଣା ଅନୁଯାୟୀ ଯୁବତୀ ଜଣଙ୍କ ପାର୍ଲରରେ କାମ କରନ୍ତି । ଏହି ସମୟରେ ଜନୈକ ଯୁବକ ପାର୍ଲର ଭିତରେ ପଶି ଯୁବତୀଙ୍କୁ ଛୁରାମାଡ଼ କରିଥିଲେ । ଗୁରୁତର ଅବସ୍ଥାରେ ଯୁବତୀ ଜଣଙ୍କୁ କଟକ ବଡ଼ ମେଡ଼ିକାଲକୁ ପଠାଯାଇଛି।

ଖବରପାଇ ଘଟଣାସ୍ଥଳରେ ପୁରୀଘାଟ ଥାନା ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ଆଖପାଖ ଅଞ୍ଚଳର ସିସି ଟିଭି ଯାଞ୍ଚ କରୁଛି ପୋଲିସ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.