ପ୍ରମୂଖ ଖବର
  • ଟି-ଟ୍ୱେଣ୍ଟି କ୍ରିକେଟ୍ ବିଶ୍ୱକପ୍ ୨୦୨୪: ସେଣ୍ଟ୍‌ଭିନ୍‌ସେଣ୍ଟରେ ସାମ୍ନାସାମ୍ନି ହେବେ ବାଂଲାଦେଶ- ନେଦରଲାଣ୍ଡ୍‌ସ
  • ||
  • ଜୁନ୍ ୧୮ରେ ବାରାଣସୀ ଯିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ତୃତୀୟ ପାଳିରେ ହେବ ପ୍ରଥମ ଗସ୍ତ
  • ||
  • ଅରୁଣାଚଳର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ପେମା ଖାଣ୍ଡୁ, ସମାରୋହରେ ସାମିଲ୍ ହେବେ ଜେପି ନଡ୍ଡା, ଅମିତ ଶାହ
  • ||
  • ବିଧାୟକ ପଦରୁ ସପା ମୁଖ୍ୟ ଅଖିଳେଶ ଯାଦବଙ୍କ ଇସ୍ତଫା
  • ||
  • ପୁରୀ : ଖୋଲିଲା ଶ୍ରୀମନ୍ଦିର ୪ ଦ୍ବାର, ମଙ୍ଗଳ ଆଳତି ଦର୍ଶନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
  • ||

ପାର୍ଲର ଭିତରେ ଯୁବତୀଙ୍କୁ ଛୁରାମାଡ଼; କଟକ ପୁରୀଘାଟ ଅଞ୍ଚଳରେ ଚାଞ୍ଚଲ୍ୟ

କଟକ,୧୦/୯ :  କଟକରେ ଚାଞ୍ଚଲ୍ୟ। ଦିନ ଦ୍ୱିପ୍ରହରରେ ଯୁବତୀଙ୍କୁ ଛୁରା ମାଡ଼ କରି ଯୁବକ ଫେରାର। ଏଭଳି ଏକ ଘଟଣା ନଜରକୁ ଆସିଛି କଟକ ଦୋଳମୁଣ୍ଡେଇ ଅଞ୍ଚଳରେ । ଘଟଣା ଅନୁଯାୟୀ ଯୁବତୀ ଜଣଙ୍କ ପାର୍ଲରରେ କାମ କରନ୍ତି । ଏହି ସମୟରେ ଜନୈକ ଯୁବକ ପାର୍ଲର ଭିତରେ ପଶି ଯୁବତୀଙ୍କୁ ଛୁରାମାଡ଼ କରିଥିଲେ । ଗୁରୁତର ଅବସ୍ଥାରେ ଯୁବତୀ ଜଣଙ୍କୁ କଟକ ବଡ଼ ମେଡ଼ିକାଲକୁ ପଠାଯାଇଛି।

ଖବରପାଇ ଘଟଣାସ୍ଥଳରେ ପୁରୀଘାଟ ଥାନା ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ଆଖପାଖ ଅଞ୍ଚଳର ସିସି ଟିଭି ଯାଞ୍ଚ କରୁଛି ପୋଲିସ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.