ଭୁବନେଶ୍ୱର ୩୧/୦୧ : ଶନିବାର ବସିବ ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ । ଲୋକସଭା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ବୈଠକ ଅନୁଷ୍ଠିତ ହେବ। ସକାଳ ୧୧ଟାରେ ରାଜ୍ୟ କ୍ୟାବିନେଟ ମିଟିଂରେ ଗୁରୁତ୍ବପୂର୍ଣ୍ଣ ପ୍ରସଙ୍ଗରେ ହେବ ଆଲୋଚନ। ବିଭିନ୍ନ ବିଭାଗର ୫ରୁ ଅଧିକ ପ୍ରସ୍ତାବ ମୋହର ବାଜିପାରେ।