ପ୍ରମୂଖ ଖବର
  • ଗୁଜରାଟରେ ଭୂକମ୍ପ ଝଟ୍‌କା, ଥରିଲା ଆଲାସ୍କା-ତାଜାକିସ୍ତାନ, ୬.୨ ତୀବ୍ରତା ରେକର୍ଡ
  • ||
  • ପୁରୀ: ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ବଡ଼ ମହାସ୍ନାନ, ସାଧାରଣ ଦର୍ଶନ ବନ୍ଦ
  • ||
  • ଖାଦ୍ୟ ପାଇଁ ଅପେକ୍ଷା କରିଥିଲେ, ଇସ୍ରାଏଲ ସେନା ଚଲାଇଲା ଗୁଳି ୬୭ ପାଲେଷ୍ଟୀନିୟଙ୍କ ମୃତ୍ୟୁ
  • ||
  • କଲେଜ ଛାତ୍ରୀଙ୍କୁ ଦୁଷ୍କର୍ମ ଅଭିଯୋଗ, ଛାତ୍ର କଂଗ୍ରେସ ସଭାପତି ଉଦିତ ପ୍ରଧାନ ଗିରଫ
  • ||
  • ମୌସୁମୀ ଅଧିବେଶନ ୨୦୨୫: ଆଜିଠୁ ୩ଟି ପ୍ରମୁଖ ପ୍ରସଙ୍ଗ ନେଇ କମ୍ପିବ ଗୃହ, ସରକାରଙ୍କୁ ଘେରିବେ ବିରୋଧୀ
  • ||
  • ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସକ୍ରିୟ:୨୩ରୁ ବଢ଼ିବ ବର୍ଷା, ୨୪ରେ ଲଘୁଚାପ, ଆଜିଠୁ ଦକ୍ଷିଣ ଓଡ଼ିଶାରେ ଅଧିକ ବର୍ଷା ଆଶଙ୍କା
  • ||
  • ଶ୍ରାବଣ ମାସର ଦ୍ୱିତୀୟ ସୋମବାରରେ ଚଳଚଞ୍ଚଳ ଧବଳେଶ୍ଵରଙ୍କ ପୀଠ, ଶ୍ରାବଣୀ ଲିଙ୍ଗରେ ଜଳଲାଗି କଲେ କାଉଡ଼ିଆ
  • ||

ମେ'ରେ ଆଉ ଲକ୍ଷେ ଘର ବାଣ୍ଟିବେ ରାଜ୍ୟ ସରକାର, ପ୍ରଥମ ପର୍ଯ୍ୟାୟରେ ସାମିଲ ହୋଇଥିଲେ ୬୦ ହଜାର ହିତାଧିକାରୀ

Published By : Harapriya Sethi | April 25, 2025 1:30 PM

ଭୁବନେଶ୍ୱର, ୨୫/୦୪: ଆସନ୍ତା ମାସରେ ଆଉ ଲକ୍ଷେ ଘର ବାଣ୍ଟିବେ ରାଜ୍ୟ ସରକାର । ୨ ମାସରେ ୫ଲକ୍ଷ ଘର ଦେବେ ସରକାର । ଅନ୍ତ୍ୟୋଦୟ ଗୃହ ଯୋଜନାରେ ଆଉ ଲକ୍ଷେ ହିତାଧିକାରୀଙ୍କୁ ସାମିଲ କରାଯିବ । ପ୍ରଥମ ପର୍ଯ୍ୟାୟରେ ୬୦ ହଜାର ହିତାଧିକାରୀଙ୍କୁ ସାମିଲ କରାଯାଇଥିଲା । ଏନେଇ ସୂଚନା ଦେଇଛନ୍ତି ପଞ୍ଚାୟତି ରାଜ ମନ୍ତ୍ରୀ ରବି ନାରାୟଣ ନାୟକ ।

ସେ ଆହୁରି ମଧ୍ୟ କହିଛନ୍ତି ଯେ, ମେ ମାସ ଶେଷ ଯାଏଁ ଚାଲିବ ଆବାସ ସର୍ଭେ । ଏବେ ସୁଦ୍ଧା ୨୯ ଲକ୍ଷ ହିତାଧିକାରୀ ସର୍ଭେରେ ଯୋଡି ହେଲେଣି । ସର୍ଭେରେ ଯୋଡି ହେବାକୁ ବ୍ୟାପକ ସଚେତନତା କରାଯାଇଥିଲା ବୋଲି ପଞ୍ଚାୟତିରାଜ ମନ୍ତ୍ରୀ ରବି ନାରାୟଣ ନାୟକ କହିଛନ୍ତି ।



Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.