ପ୍ରମୂଖ ଖବର
  • ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା, ନବବର୍ଷରୁ ଯୋଗ୍ୟ ହିତାଧିକାରୀଙ୍କୁ ମିଳିବ ନୂଆ ରାସନ୍‌ କାର୍ଡ
  • ||
  • ଆସିକା : ଜମି ବିବାଦରୁ ଗଡ଼ିଲା ମୁଣ୍ଡ, ଗଳା କାଟି ଯୁବକଙ୍କୁ ହତ୍ୟା
  • ||
  • କେନ୍ଦୁଝର : ଚୋରି କରିବାକୁ ଆସି ପେଟପୂଜା, ଦୋକାନ ତାଲା ଭାଙ୍ଗି ଖାଇଦେଲେ ରାବିଡ଼ି ଲସି
  • ||
  • ମାଲକାନଗିରି : ଗାଁକୁ ରାସ୍ତା ନଥିବାରୁ ଆସି ପାରିଲାନି ଆମ୍ବୁଲାନ୍ସ, ରୋଗୀଣା ମା'କୁ ଭାରରେ ବୋହିଲା ପୁଅ
  • ||
  • ବୌଦ୍ଧ : ୨୨ କେଜି ଗଞ୍ଜେଇ ସହ ୪୦ ହଜାର ଟଙ୍କା ଜବତ, ଜଣେ ଗିରଫ
  • ||
  • ଭଦ୍ରକ : ନାଳରୁ ମିଳିଲା ପୂର୍ବତନ ସରପଞ୍ଚଙ୍କ ରକ୍ତାକ୍ତ ମୃତଦେହ, ହତ୍ୟା ଅଭିଯୋଗ
  • ||
  • କାମାକ୍ଷାନଗର : ୪ ବିଭାଗର ମିଳିତ ଚଢାଉ: ବିପୁଳ ପରିମାଣର ଦେଶୀ ମଦ ସହ ୧୭ ଟନ କୋଇଲା ଜବତ, ୨ ଗିରଫ
  • ||
  • ଆଜି ରାଜ୍ୟ କ୍ୟାବିନେଟ୍‌, ଉଚ୍ଚଶିକ୍ଷାରେ ଜାତୀୟ ଶିକ୍ଷାନୀତିର ଲାଗିପାରେ ମୋହର
  • ||
  • ଆସିଲା ଶୀତ : ୨୦ ଡିଗ୍ରୀ ତଳେ ୧୫ ସହର
  • ||
  • ପଞ୍ଚୁକ ପାଇଁ ଚଳଚଞ୍ଚଳ ଶ୍ରୀକ୍ଷେତ୍ର, ବାଙ୍କଚୂଡ଼ ବେଶରେ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି ମହାପ୍ରଭୁ
  • ||
  • ବଡଓଷାରେ ଧବଳେଶ୍ଵର ପୀଠ ଲୋକାରଣ୍ୟ, ବଡସିଂହାର ବେଶରେ ଦର୍ଶନ ଦେଉଛନ୍ତି ବାବା
  • ||
  • କୋରାପୁଟ : ଆର୍ମି ଡ୍ରେସ୍ ପିନ୍ଧି ଗଞ୍ଜେଇ ଚାଲାଣ, ଜଣେ ଗିରଫ
  • ||

କେନ୍ଦ୍ରାପଡ଼ା ଜିଲ୍ଲାରେ ବାତ୍ୟା କ୍ଷୟକ୍ଷତି ଆକଳନ

କେନ୍ଦ୍ରାପଡା ୨୫/୧୦ : ଜିଲ୍ଲାର ୯ଟି ବ୍ଲକ ଅନ୍ତର୍ଗତ ୨୪୯ଟି ଗ୍ରାମ ପଞ୍ଚାୟତର ୧୫୯୩ଟି ଗ୍ରାମ ପ୍ରଭାବିତ ହୋଇଥିବା ବେଳେ ୨ଟି ପୌରାଞ୍ଚଳର ୪୪ଗୋଟି ୱାର୍ଡ ବାତ୍ୟାରେ ପ୍ରଭାବିତ ହୋଇଛି I ଏଥିରେ ୧୫,୮୪,୩୯୭ ଲୋକ ପ୍ରଭାବିତ ହୋଇଥିବା ବେଳେ ୧,୨୧,୧୧୬ ଜଣ ଲୋକଙ୍କୁ ସ୍ଥାନାନ୍ତର କରାଯାଇ ବାତ୍ୟା ଆଶ୍ରୟସ୍ଥଳୀରେ ରଖାଯାଇଛି I ମୋଟ ୬୪୬ ଆଶ୍ରୟସ୍ଥଳୀରେ ରଖାଯାଇ ସେମାନଙ୍କୁ ଶୁଖିଲା ଖାଦ୍ୟ ଓ ରନ୍ଧା ଖାଦ୍ୟ ପ୍ରଦାନ କରାଯାଉଛି I ଏହି ବାତ୍ୟା ଯୋଗୁଁ ୭୭,୧୬୬ ଗୃହପାଳିତ ପଶୁ ପ୍ରଭାବିତ ହୋଇଥିବା ବେଳେ ୭ଟି   ଗୃହପାଳିତ ପଶୁଙ୍କ ମୃତ୍ୟୁ ଘଟିଛି I ଏହି ବାତ୍ୟା ଯୋଗୁଁ ୮୩୨ଗ୍ରାମର ୨୮୪୨୬. ୭୦ ହେକ୍ଟର ଜମି ଜଳମଗ୍ନ ହୋଇଛି I ଏହାର ପ୍ରଭାବରେ ୫ଟି କଚ୍ଚା ଘର ସମ୍ପୂର୍ଣ ନଷ୍ଟ ହୋଇଥିବା ବେଳେ ୪୫୯ କଚ୍ଚା ଘର, ଗୋଟିଏ ପକ୍କା ଘର, ୩ଟି କୁଡିଆଘର, ୨୬୨ ଗୋଟି ଗୁହାଳ ଘର ଆଂଶିକ କ୍ଷତି ହୋଇଛି I

.                                         

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.