ପ୍ରମୂଖ ଖବର
  • ବଲାଙ୍ଗୀର : ଲାଞ୍ଚ ନେଇ ଧରାପଡିଲେ କନିଷ୍ଠ ଯନ୍ତ୍ରୀ, ହରେକୃଷ୍ଣ ସାହୁଙ୍କ ଠାରୁ ୭ ହଜାର ଟଙ୍କା ଜବତ କଲା ଭିଜିଲାନ୍ସ
  • ||
  • ବୌଦ୍ଧ : ସାମାନ୍ୟ ବଚସାକୁ ନେଇ ଛୁରା ମାଡ, ଯୁବକ ମୃତ
  • ||
  • ଉଦଳା : ମରିଗଲା ମାନବିକତା, ପୋଲ ତଳେ ନବଜାତକକୁ ଛାଡି ଚାଲିଗଲା ମା
  • ||
  • ଗୁଣପୁର : ପିକ୍‌ଅପ୍ ଭ୍ୟାନ୍ ସହ ୨୫ ଟି ଶାଳ କାଠ ଜବତ, ୨ ଗିରଫ
  • ||
  • ୧୦,୩୦୦ କୁଇଣ୍ଟାଲ୍ ଅର୍ପଣ ଚାଉଳ ନିଲାମ; ୨ କୋଟି ୮୬ ହଜାର ଟଙ୍କାରେ ନିଲାମ, ଶ୍ରୀମନ୍ଦିର ପାଣ୍ଠିରେ ଜମା ହେବ ଟଙ୍କା
  • ||
  • ରାଜଧାନୀରେ ପୋଲିସକୁ ଛୁରାମାଡ଼, କନେଷ୍ଟବଳ ଆହତ
  • ||
  • ଭୁବନେଶ୍ୱର ବିମାନ ବନ୍ଦରରେ ନିର୍ମାଣ ହେବ ତୃତୀୟ ଟର୍ମିନାଲ, ସୂଚନା ଦେଲେ କେନ୍ଦ୍ରମନ୍ତ୍ରୀ
  • ||
  • ଜିଲ୍ଲା ଭିତ୍ତିକ ନିଯୁକ୍ତି ଦାବିରେ ୧୨ ଘଣ୍ଟିଆ କୋରାପୁଟ ବନ୍ଦ ଡାକରା, ୩୨୬ ନମ୍ବର ରାଞ୍ଚି – ବିଜାଓ୍ବାଡା ଜାତୀୟ ରାଜପଥ ଅବରୋଧ
  • ||
  • ପାଟଣା : ଗାଧୋଇବା ବେଳେ ଅଘଟଣ, ପୋଖରୀରେ ବୁଡି ୪ ବର୍ଷର ଶିଶୁପୁତ୍ରର ମୃତ୍ୟୁ
  • ||
  • ଚୌଦ୍ବାର : ରେଳ ଧାରଣରୁ ଯୁବକଙ୍କ ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ
  • ||
  • ଉଦଳା : ସିସିଟିଭିରେ ଗାମୁଛା ଗୁଡ଼ାଇ ଚୋରି, ଦେଢ଼ ଲକ୍ଷ ଟଙ୍କାର ସୁନା ଅଳଙ୍କାର ସହ ୨୦ ହଜାରରୁ ଉର୍ଦ୍ଧ୍ୱ ଟଙ୍କା ଲୁଟ୍
  • ||
  • ବଣାଇ : ରେଡ଼ିଓକୁଲାର ଲଗାଇବା ପରେ ଦନ୍ତାର ଉତ୍ପାତ, ଘରେ ପଶି ବ୍ୟକ୍ତିଙ୍କୁ କଚାଡ଼ି ମାରିଲା ହାତୀ
  • ||
  • ସୁନ୍ଦରଗଡ : ଘରେ ପଶି ଦୁଇ ଗାଡି ଜାଳିଦେଲେ ଦୁର୍ବୃତ୍ତ; ଜଣେ ଅଟକ
  • ||
  • ମହିଳା ଟି-ଟ୍ୱେଣ୍ଟି ବିଶ୍ୱକପ୍‌: ଆଜି ଦକ୍ଷିଣ ଆଫ୍ରିକା - ୱେଷ୍ଟଇଣ୍ଡିଜ୍‌ ମଧ୍ୟରେ ଟକ୍କର, ସ୍ୱତନ୍ତ୍ର ଜର୍ସି ପିନ୍ଧି ଖେଳିବ ଦ.ଆଫ୍ରିକା
  • ||
  • ଜିଲ୍ଲାଭିତ୍ତିକ ନିଯୁକ୍ତି ଦାବିରେ ୧୨ ଘଣ୍ଟିଆ ନବରଙ୍ଗପୁର ବନ୍ଦ: ଯାତାୟାତ ଠପ୍‌, ଯାତ୍ରୀ ହନ୍ତସନ୍ତ
  • ||
  • ଦଶହରାରେ ବର୍ଷା ନାହିଁ, ରହିବ ଗୁଳୁଗୁଳି ପାଗ: ଓଡ଼ିଶା ଉପରେ ପଡିବନି ଲଘୁଚାପ ପ୍ରଭାବ
  • ||
  • ସମ୍ବଲପୁର ମଣ୍ଡଳ ଜେଲ୍‌ରେ ରେଡ୍‌, ବିପୁଳ ପରିମାଣର ମାଦକ ଦ୍ରବ୍ୟ ଜବତ
  • ||

ପୂର୍ବାପେକ୍ଷା ଭାରତ ସହ ଆମେରିକାର ସମ୍ପର୍କ ଅଧିକ ଶକ୍ତିଶାଳୀ; ଜୋ ବାଇଡେନ୍‌

ନୂଆଦିଲ୍ଲୀ,୨୨/୦୯: କ୍ୱାଡ୍‌ ସମ୍ମିଳନୀରେ ଯୋଗ ଦେବା ଲାଗି ୩ ଦିନିଆ ଆମେରିକା ଗସ୍ତରେ ଅଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଏହାରି ମଧ୍ୟରେ ମୋଦିଙ୍କ ସହ ସାକ୍ଷାତ ପରେ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍‌ କହିଛନ୍ତି ଯେ, ପୂର୍ବାପେକ୍ଷା ଭାରତ ସହ ଆମେରିକାର ସମ୍ପର୍କ ଅଧିକ ଶକ୍ତିଶାଳୀ, ନିକଟତର ଓ ଗତିଶୀଳ ହୋଇଛି। ଇତିହାସରେ ଯେ କୌଣସି ସମୟ ଅପେକ୍ଷା ବର୍ତ୍ତମାନ ସ୍ଥିତିରେ ଏହି ସମ୍ପର୍କ ଅତି ନିବିଡ଼ ବୋଲି କହିଛନ୍ତି।

ଏଥିସହ ସୋସିଆଲ ମିଡିଆ ହ୍ୟାଣ୍ଡେଲରେ ଏହାକୁ ସେୟାର ମଧ୍ୟ କରିଛନ୍ତି ଆମେରିକା ରାଷ୍ଟ୍ରପତି ।   ସେ ନିଜ ସୋଶିଆଲ ମିଡିଆ ହ୍ୟାଣ୍ଡେଲରେ ପୋଷ୍ଟ କରି ଲେଖିଛନ୍ତି ଯେ, ମୋଦିଙ୍କ ସହ ଯେତେବେଳେ ଏକାଠି ହେଉ, ସେତେବେଳେ ଦୁଇ ଦେଶ ମଧ୍ୟରେ ପାରସ୍ପରିକ ସହଯୋଗିତାର ଅନ୍ୟ ଦିଗ ସମ୍ପର୍କରେ ଆଲୋଚନା କରୁ। ଆଉ ଆଜି ମଧ୍ୟ ସେୟା ହୋଇଛି। ଗତକାଲି ବାଇଡେନଙ୍କ ହୋମ୍ ଟାଉନ୍ ୱିଲିଂଟନ୍ ଡେଲାୱେରରେ ପହଞ୍ଚିବା ପରେ ମୋଦିଙ୍କୁ ନିଜ ବାସଭବନକୁ ପାଛୋଟି ନେଇଥିଲେ ବାଇଡେନ। ପରେ ୨ ରାଷ୍ଟ୍ର ନେତାଙ୍କ ମଧ୍ୟରେ ବିଭିନ୍ନ ପ୍ରସଙ୍ଗରେ ଦ୍ୱିପାକ୍ଷିକ ଆଲୋଚନା ହୋଇଛି। ସେପଟେ ଆମେରିକାର ଭାରତୀୟ ସମୁଦାୟ ପକ୍ଷରୁ ମଧ୍ୟ ମୋଦିଙ୍କୁ ପାରମ୍ପରିକ ଢଙ୍ଗରେ ଭବ୍ୟ ସ୍ୱାଗତ ଓ ସମ୍ବର୍ଦ୍ଧନା ଜଣାଯାଇଛି।









  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.