ପ୍ରମୂଖ ଖବର
  • ସୁନ୍ଦରଗଡ଼ : ହାଇୱା-ଓମିନି ଭ୍ୟାନ୍‌ ମୁହାଁମୁହିଁ ଧକ୍କା:୨ ମୃତ, ୪ ଗୁରୁତର
  • ||
  • ହିମାଚଳ ପ୍ରଦେଶରେ ପ୍ରକୃତିର ତାଣ୍ଡବ; ୩୭ ମୃତ, ୪୦୦ କୋଟିରୁ ଅଧିକ କ୍ଷୟକ୍ଷତି
  • ||
  • ଇଣ୍ଡିଆ-ଇଂଲଣ୍ଡ ଦ୍ବିତୀୟ ଟେଷ୍ଟ,କ୍ୟାପ୍ଟେନ୍ ଶୁବମନଙ୍କ ଡବଲ ସେଞ୍ଚୁରୀ, ୫୧୦ ରନ୍‌ ପିଛା କରୁଛି ଘରୋଇ ଦଳ
  • ||
  • ମୟୂରଭଞ୍ଜ : କାଶିଆବେଡା ଗାଁରେ ଅଭାବନୀୟ ଘଟଣା, ଘରେ ପଶି ବୃଦ୍ଧଙ୍କୁ ଦଳିଦେଲା ଦନ୍ତା
  • ||
  • ଲଗାତାର ଘୂର୍ଣ୍ଣିବଳୟ, ଛାଡ଼ିବନି ବର୍ଷା : ଆଜି ସୁନ୍ଦରଗଡ଼କୁ ଅରେଞ୍ଜ, ୭ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି
  • ||
  • ସରି ଆସୁଛି ଜନ୍ମବେଦୀରେ ଲୀଳାଖେଳା; ଆଜି ସନ୍ଧ୍ୟା ଦର୍ଶନ, ଆଡ଼ପ ମଣ୍ଡପରେ ଶେଷ ଦିଅଁ ଦେଖା
  • ||
  • କଳାହାଣ୍ଡି : ଲଗାଣ ବର୍ଷାର ପ୍ରଭାବ: ଥୁଆମୂଳ ରାମପୁରର ସ୍ଥିତି ବେହାଲ, ଜନଜୀବନ ପ୍ରଭାବିତ
  • ||

ରାଜଧାନୀ ଅଭାବନୀୟ ଘଟଣା; ରାସ୍ତାରେ ଜଳିଗଲେ କଲେଜ ଛାତ୍ର, ତଦନ୍ତ କରୁଛି ପୋଲିସ

Published By : Anindita Ratha | April 30, 2025 9:29 AM

ଭୁବନେଶ୍ବର,୩୦/୦୪: ରାଜଧାନୀ ଉପକଣ୍ଠରେ ଅଭାବନୀୟ ଘଟଣା । ରାଜ ରାସ୍ତାରେ ଜଳିଗଲେ ଜଣେ ଘରୋଇ କଲେଜ ଛାତ୍ର । ଅର୍ଧଦଗ୍ଧ ଅବସ୍ଥାରେ ଆହତ ଛାତ୍ରଙ୍କୁ କଟକ ବଡ ଡାକ୍ତରଖାନାରେ କରାଯାଇଛି ଭର୍ତ୍ତି । ତେବେ ଛାତ୍ର ଜଣକ ସମ୍ବଲପୁରର ପ୍ରଦୀପ ପାଢୀ ବୋଲି ଜଣାପଡ଼ିଛି। 

ଏହା ମଧ୍ୟ ପଢନ୍ତୁ-  ଗ୍ରୀଷ୍ମ ଛୁଟିରେ ଏବେ ନୋ ଟେନସନ୍, ହ୍ଵାଟସ୍‌ଆପ୍‌ରେ ପିଲାଙ୍କୁ ପାଠ ପଢାଇବ ଚାଟ୍‌ବଟ୍

ସୂଚନା ମୁତାବକ, ଇମ୍ଫୋଭାଲି ଥାନା ଅଧିନ ମଦନପୁର ରାସ୍ତାରେ ଘଟିଛି ଏହି ଘଟଣା । ଛାତ୍ର ଜଣକ ନିଜ ଦେହରେ ପେଟ୍ରୋଲ ଢାଳି ନିଆଁ  ଲଗାଇଛନ୍ତି ନାଁ କେହି ଦୁର୍ବୃତ୍ତ ତାଙ୍କୁ ଜାଳି ଦେଇଛି ଏନେଇ କୌଣସି ସୂଚନା ନାହିଁ। ପ୍ରକୃତ ଘଟଣାର ତଦନ୍ତ କରୁଛି ଇମ୍ଫୋଭାଲି ପୋଲିସ। 


Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.