PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଜଗତସିଂହପୁର : ବଡ଼ଭାଇ ସାର୍ଟିଫିକେଟ୍‌ ଦେଇ ଆର୍ମିରେ କରିଥିଲେ ଚାକିରୀ, ଅବସର ପରେ ବନ୍ଧାହେଲେ
  • ||
  • ଯାଜପୁର : ୨ ବର୍ଷ ହେଲାଣି ମିଳୁନି ନିଖୋଜ ପିହୁର ପତ୍ତା, ନ୍ୟାୟ ଆଶାରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣାରେ ବସିଲେ ପରିବାର
  • ||
  • କଟକ : ଅତିରିକ୍ତ କମିଶନରଙ୍କ ଘରେ ଭିଜିଲାନ୍ସ ଚଢାଉ, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗ
  • ||
  • କଟକ : ଗୋଟିଏ ମଞ୍ଚରେ ଶାହ-ନବୀନ-ଧର୍ମେନ୍ଦ୍ର, ପ୍ରଜାତନ୍ତ୍ରର ସ୍ଵନକ୍ଷତ୍ର ଉତ୍ସବରେ ସାମିଲ ହେଲେ ତିନି ନେତା
  • ||
  • ରାଜ୍ୟରେ ନାହିଁ ଟିକା ଅଭାବ, ଗାଁ ଗାଁରେ ଟିକାକରଣ ଉପରେ ଦିଆଯାଉଛି ଗୁରୁତ୍ଵ : ପରିବାର କଲ୍ୟାଣ ନିର୍ଦ୍ଦେଶକ
  • ||

ପୋଲିସ-ଛାତ୍ର କଂଗ୍ରେସ ଧସ୍ତାଧସ୍ତି,  ବିଧାନସଭା ଭିତରକୁ ଧସେଇ ପଶିବାକୁ ଉଦ୍ୟମ

ଭୁବନେଶ୍ବର,୪।୭ ବିଧାନସଭା ଅଧୀବେଶନ ଚାଲିଥିବା ବେଳେ ପୋଲିସ-ଛାତ୍ର କଂଗ୍ରେସ ମଧ୍ୟରେ ସୋମବାର ଧସ୍ତାଧସ୍ତି ହୋଇଛି। ବିଜେପି କଲେଜ ଛାତ୍ରୀ ମୃତ୍ୟୁ ଘଟଣା  ପ୍ରତିବାଦରେ ଛାତ୍ର କଂଗ୍ରେସ ବିଧାନସଭା ଭିତରକୁ ଧସେଇ ପଶିବାକୁ ଉଦ୍ୟମ କରିଥିଲା। ଧସେଇ ପଶିବାକୁ ଉଦ୍ୟମ ବେଳେ ପୋଲିସ ଅଟକାଇବାକୁ ଯାଇ ଉଭୟଙ୍କ ମଧ୍ୟରେ  ଧସ୍ତାଧସ୍ତି ହୋଇଛି।

ସୂଚନାଯୋଗ୍ୟ ଯେ, ବିଜେବି କଲେଜର  ଛାତ୍ରୀ  ରୁଚିକା ମହାନ୍ତି ଶନିବାର ଆତ୍ମହତ୍ୟା କରିଥିଲେ। ରାଙ୍ଗି ପାଇଁ  ସେ ଆତ୍ମହତ୍ୟା କରିଥିବା ସୁଇସାଇଡ ନୋଟରୁ ଜଣାପଡିଥିଲା।