ପ୍ରମୂଖ ଖବର
  • ବ୍ରହ୍ମପୁର ରେଳ ଷ୍ଟେସନରୁ ୨ ଜଣଙ୍କ ମୃତଦେହ ଉଦ୍ଧାର, ବିଷ ପିଇ ଜୀବନ ହାରିଥିବା ସନ୍ଦେହ
  • ||
  • ନୀଳଗିରି ବ୍ଲକ ତେଲିପାଳ ପଞ୍ଚାୟତ ଋଷିଆ କେନାଲରେ ଅଘଟଣ, ବଜ୍ରପାତରେ ୩ ମୃତ
  • ||
  • କଟକ: ଓସିଏ କନ୍‌ଫରେନ୍ସ ହଲ୍‌ରେ ଅଗ୍ନିକାଣ୍ଡ , କାରଣ ଅସ୍ପଷ୍ଟ
  • ||
  • ଅସହ୍ୟ ହେଲା ଅଧ୍ୟାପକଙ୍କ ନିର୍ଯାତନା, ଦେହରେ ପେଟ୍ରୋଲ ଢାଳି ନିଆଁ ଲଗାଇଲେ ଛାତ୍ରୀ, ଉଦ୍ଧାର କରିବାକୁ ଯାଇ ଛାତ୍ର ଗୁରୁତର
  • ||
  • ରାୟଗଡ଼ା : କଞ୍ଜାମଯୋଡି ଗ୍ରାମରେ କଙ୍ଗାରୁକୋର୍ଟ ଘଟଣା: ରାୟଗଡ଼ା ଉପଜିଲ୍ଲାପାଳଙ୍କ ତଦନ୍ତ ନିର୍ଦ୍ଦେଶ
  • ||
  • ଅନୁଗୁଳ : ସାପ କାମୁଡ଼ାରେ ନାବାଳକ ମୃତ
  • ||
  • କଟକ : ପାରିବାରିକ କଳହର କରୁଣ ପରିଣତି, ମୁଣ୍ଡଳୀ ବ୍ରିଜ୍‌ରେ ଗାଡ଼ି ରଖି ମହାନଦୀକୁ ଡେଇଁ ପଡ଼ିଲେ ଯୁବକ!
  • ||
  • ମୁମ୍ବାଇରୁ ଓଡ଼ିଶା ଫେରିବେ ବିରୋଧୀ ଦଳ ନେତା ନବୀନ, ସ୍ୱାଗତ ପାଇଁ ବିଜେଡି ନେତା ଓ କର୍ମୀ ପ୍ରସ୍ତୁତ
  • ||
  • ଡ୍ରାଇଭର ମହାସଂଘ ହାତ ଛାଡ଼ିଲେ ବସ୍‌ ମାଲିକ, ରାଜ୍ୟରେ ସ୍ୱାଭାବିକ ହେଲା ଘରୋଇ ବସ୍‌ ଚଳାଚଳ
  • ||
  • ଦିଲ୍ଲୀରେ ଭୁଶୁଡ଼ିଲା ୪ ମହଲା ବିଲ୍ଡିଂ, ୧୨ ଜଣ ଚାପି ହୋଇଥିବା ଆଶଙ୍କା
  • ||
  • ଦୁର୍ବଳ ହେଉଛି ମାଓ ସଙ୍ଗଠନ, ଆତ୍ମସମର୍ପଣ କଲେ ୨୨ ମାଓବାଦୀ
  • ||
  • ଭୁବନେଶ୍ୱର : ପୁଲିସ ଭବନ ସମ୍ମୁଖରେ ସିରିଜ୍ ଦୁର୍ଘଟଣା, ଡ୍ରାଇଭର ଗୁରୁତର
  • ||
  • କେନ୍ଦୁଝର: ଗୋଠଛଡ଼ା ଦନ୍ତା ଆକ୍ରମଣରେ ଜଣେ ମୃତ, ଜଣେ ଗୁରୁତର
  • ||
  • ଅହମ୍ମଦାବାଦ ପ୍ଲେନ୍‌ କ୍ରାସ୍‌ର ଆସିଲା ତଦନ୍ତ ରିପୋର୍ଟ, ଉଡ଼ାଣର ୯୦ ସେକେଣ୍ଡରେ ବନ୍ଦ ହୋଇଥିଲା ବିମାନ ଇଞ୍ଜିନ୍‌
  • ||
  • ମେଗା ରୋଜଗାର ମେଳା, ଆଜି ୫୧ ହଜାର ନିଯୁକ୍ତିପତ୍ର ବାଣ୍ଟିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
  • ||
  • ଘୂର୍ଣ୍ଣିବଳୟ ସକ୍ରିୟ: ଆଜି ୧୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ୧୩ରୁ ଅଧିକ ବର୍ଷା ହୋଇପାରେ
  • ||

ଦଶମ ଶ୍ରେଣୀ ଛାତ୍ରର ଝୁଲନ୍ତା ମୃତଦେହ ଉଦ୍ଧାର

Published By : Suraj Kumar | March 16, 2025 11:02 PM

ମାଲକାନଗିରି/କୋରକୁଣ୍ଡା,୧୬।୩ (ଆପ୍ର ): ମାଲକାନଗିରି ଜିଲ୍ଲା କୋରୁକୋଣ୍ଡା ବ୍ଲକ ନିଳାକାମ୍ବେରୁ ପଞ୍ଚାୟତ ସୋର୍ଲୁକୋଣ୍ଡା ଗ୍ରାମର ଏକ ଜମିରୁ ଜଣେ ନାବାଳକ ମୃତଦେହ ଝୁଲନ୍ତା ଅବସ୍ଥାରେ ଉଦ୍ଧାର କରାଯାଇଛି। ମୃତ ନାବାଳକ ଜଣକ ସେହି ଗ୍ରାମର ପ୍ରଶାନ୍ତ ମାଡକାମି।

 ନିଳାକାମ୍ବେରୁ ପଞ୍ଚାୟତ ସୋର୍ଲୁକୋଣ୍ଡା ଗ୍ରାମର ଏକ ଜମିରୁ ପ୍ରଶାନ୍ତ ମାଡକାମିଙ୍କ ମୃତ ଦେହ ଆମ୍ବ ଗଛରେ ଝୁଲୁଥିବା ଗ୍ରାମବାସୀ ଦେଖିଥିଲେ। ଏ ନେଇ ଗ୍ରାମବାସୀ ସଙ୍ଗେ ସଙ୍ଗେ ଓରକେଲ ଥାନା ପୋଲିସକୁ ଜଣାଇଥିଲେ।  ଓର୍କେଲ ପୋଲିସ ଘଟଣା ସ୍ଥଳରେ ପହଞ୍ଚି ନାବାଳକର ମୃତ ଦେହ ଜବତ କରିଛି। ତେବେ  ସାଇଣ୍ଟିଫିକ ଟିମ ଆସି ଘଟଣାର ସମ୍ପୂର୍ଣ ତଦନ୍ତ କରିବା ସହ ଶବ ବ୍ୟବଚ୍ଛେଦ ପରେ ପରିବାରବର୍ଗ କୁ ହସ୍ତାନ୍ତର କରାଯାଇଥିବା ଥାନାଧିକାରୀ ଧୀରେନ ପଟ୍ଟନାୟକ ସୂଚନା ଦେଇଛନ୍ତି। ଅପର ପକ୍ଷରେ ମୃତ ଛାତ୍ରଙ୍କ ପରିବାର ଲୋକେ ଏହାକୁ ଏକ ହତ୍ୟାକାଣ୍ଡ ବୋଲି ଅଭିଯୋଗ କରିବା ସହ ଘଟଣାର ଉଚ୍ଚସ୍ତରୀୟ ତଦନ୍ତ ପାଇଁ ଦାବି କରିଛନ୍ତି। ତେବେ ଏହି ନାବାଳକ ଗତ କିଛି ଦିନ ତଳେ ଦଶମ ପରୀକ୍ଷା ଦେଇଛି।

 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.