ପ୍ରମୂଖ ଖବର
  • ବାଲେଶ୍ୱର : ବାସଭବନରେ ପହଞ୍ଚିଲା ପ୍ରଶାନ୍ତଙ୍କ ପ୍ରାର୍ଥିବ ଶରୀର, ଶୋଭାଯାତ୍ରା ପରେ ହେବ ଅନ୍ତିମ ସଂସ୍କାର
  • ||
  • IPL 2025: ଆଜି ବେଙ୍ଗାଲୁରୁକୁ ଭେଟିବ ରାଜସ୍ଥାନ, ଘରୋଇ ଗ୍ରାଉଣ୍ଡରେ ଆରସିବିର ପ୍ରଥମ ବିଜୟ ଲକ୍ଷ୍ୟ
  • ||
  • ଢେଙ୍କାନାଳ : କୁଖ୍ୟାତ ଅପରାଧୀ ହୁଣ୍ଡକୁ ଏନକାଉଣ୍ଟର୍‌, ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି
  • ||
  • ଗୁରୁବାର ଜାତୀୟ ପଞ୍ଚାୟତିରାଜ ଦିବସ: ସବୁ ପଞ୍ଚାୟତରେ ହେବ ସ୍ୱତନ୍ତ୍ର ଗ୍ରାମସଭା, ଆଭାସୀ ମାଧ୍ୟମରେ ଯୋଗଦେବେ ପ୍ରଧାନମନ୍ତ୍ରୀ
  • ||
  • ଗୁରୁବାର ଭୀଷଣ ଗ୍ରୀଷ୍ମ ପ୍ରକୋପ, ୨୬ ଯାଏ ଆକାଶରୁ ଅଗ୍ନିବର୍ଷା: ଉପକୂଳରେ ଅସହ୍ୟ ହେବ ତାତି, ଗୁଳୁଗୁଳି
  • ||

ପାଣିରେ ବୁଡି ଭିସୁଟ ଛାତ୍ରୀ ମୃତ

Published By : Prameya | April 10, 2025 11:16 PM

ସମ୍ବଲପୁର, ୧୦।୪ : ପାଣିରେ ବୁଡି ଭିସୁଟ ଛାତ୍ରୀ ମୃତ । ହୀରାକୁଦ ଜଳଭଣ୍ଡାରର ଫିସରି ଅଞ୍ଚଳରେ ଗାଧୋଇବା ସମୟରେ ପାଣିରେ ବୁଡି ଯାଇ ଛାତ୍ରୀଙ୍କ ମୃତ୍ୟୁ। ମୃତକ ଜଣକ ହେଲେ  ଇଲେକ୍ଟ୍ରିକାଲ ଇଂଜିନିୟଋିଂ ବିଭାଗର ଶେଷ ବର୍ଷର ଛାତ୍ରୀ ଶାଶ୍ବତୀ ଭୋଇ ।

୭ ଜଣ ସାଙ୍ଗ ଏକାଠି ହୋଇ ହୀରାକୁଦ ଜଳଭଣ୍ଡାରର ଫିସରି ଅଂଚଳକୁ ଭୋଜି କରିବାକୁ ଯାଇଥିଲେ । ଗାଧୋଉଥିବା ସମୟରେ ଅସବାଧାନତା ବଶତଃ ଇଲେକ୍ଟ୍ରିକାଲ ଇଂଜିନିୟଋିଂ ବିଭାଗର ଶେଷ ବର୍ଷର ଛାତ୍ରୀ ଶାଶ୍ବତୀ ଭୋଇ ପାଣିରେ ବୁଡି ଯାଇଥିଲେ ।  ସାଙ୍ଗମାନେ ଉଦ୍ଧାର କରି ବୁର୍ଲା ମେଡିକାଲକୁ ଆଣିବା ପରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.