ପ୍ରମୂଖ ଖବର
  • ଭଦ୍ରକ : ବିଦ୍ୟୁତ ଆଘାତରେ ମାମୁଁ -ଭଣଜା ମୃତ
  • ||
  • ବାଲେଶ୍ବର ଏଫଏମ କଲେଜ ପୀଡିତା ଛାତ୍ରୀଙ୍କ ମୃତ୍ୟୁ ଘଟଣା, ୟୁଜିସିର ଫ୍ୟାକ୍ଟ ଫାଇଣ୍ଡିଂ କମିଟି ଗଠନ
  • ||
  • ଆସନ୍ତାକାଲି ବାଲେଶ୍ବର ଜିଲ୍ଲା ବନ୍ଦ ଡାକରା ଦେଲା ବିଜେଡି, ସକାଳ ୬ଟାରୁ ଅପରାହ୍ନ ୨ଟା ପର୍ଯ୍ୟନ୍ତ ବନ୍ଦ
  • ||
  • ସ୍ପେଶ ଡ୍ରାଗନ୍‌ର ସଫଳ ଅବତରଣ, ମହାକାଶରୁ ଫେରିଲେ ଶୁଭାଂଶୁ ଶୁକ୍ଳା ସମେତ ୪ ମହାକାଶଚାରୀ
  • ||
  • ଆସନ୍ତାକାଲି କେନ୍ଦ୍ର କ୍ୟାବିନେଟ୍ ବୈଠକ, ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିବ ଗୁରୁତ୍ବପୂର୍ଣ୍ଣ ବୈଠକ
  • ||
  • ୩ ମାସ ବଢ଼ିଲା ରାସନ କାର୍ଡ ଇ-କେୱାଇସି ଅବଧି, ସୂଚନା ଦେଲେ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର
  • ||
  • ନିରବୀ ଗଲା ସୌମ୍ୟାଶ୍ରୀଙ୍କ ସ୍ୱର, ଗାଁ ମଶାଣିରେ ପଞ୍ଚଭୂତରେ ଲୀନ ​ହୋଇଗଲା ପାର୍ଥିବ ଶରୀର
  • ||
  • ଏଫ୍‌ଏମ୍‌ କଲେଜ ଛାତ୍ରୀ ସୌମ୍ୟାଶ୍ରୀ ମୃତ୍ୟୁ ଘଟଣା, ଆସନ୍ତା ୧୭ରେ ଓଡ଼ିଶା ବନ୍ଦ ଡାକରା ଦେଲା କଂଗ୍ରେସ
  • ||
  • ସ୍ପେସ୍‌ ଷ୍ଟେସନରୁ ଫେରୁଛନ୍ତି ଶୁଭାଂଶ ଶୁକ୍ଳା, ଆଜି କାଲିଫର୍ଣ୍ଣିଆ ତଟରେ ଜଳାବତରଣ
  • ||
  • ବୌଦ୍ଧ: ଟ୍ରକକୁ ପଛରୁ ଧକ୍କା ଦେଲା ବୋଲବମ୍ ଯାତ୍ରୀଙ୍କୁ ନେଇ ଯାଉଥିବା ପିକଅପ ଭ୍ୟାନ,୫ ଗୁରୁତର
  • ||
  • ଏଫ୍‌ଏମ୍‌ ଛାତ୍ରୀ ସୌମ୍ୟାଶ୍ରୀଙ୍କ ମୃତ୍ୟକୁ ନେଇ ଶୋକବ୍ୟକ୍ତ କଲେ କେନ୍ଦ୍ରମନ୍ତ୍ରୀ ଏବଂ ଉପମୁଖ୍ୟମନ୍ତ୍ରୀ
  • ||
  • ସୃଷ୍ଟି ହେଲା ଅବପାତ: ଉତ୍ତର, ପଶ୍ଚିମରେ ଅତି ପ୍ରବଳ ବର୍ଷା ସମ୍ଭାବନା, ୫ ଜିଲ୍ଲାକୁ ସତର୍କ
  • ||

ଓଏସ୍‌ଏସ୍‌ସି ପରୀକ୍ଷାରେ ବଡ଼ ଅଘଟଣ, ଫିଜିକାଲ୍ ଟେଷ୍ଟ ବେଳେ ଟଳି ପଡ଼ିଲେ ଛାତ୍ର

Published By : Rasmita Pradhan | March 4, 2025 12:15 PM

ରାଉରକେଲା, ୦୪/୦୩ : ଓଏସ୍‌ଏସ୍‌ସି ପରୀକ୍ଷାରେ ବଡ଼ ଅଘଟଣ। ଫିଜିକାଲ୍ ଟେଷ୍ଟ ଦେଉଥିବା ବେଳେ ଟଳି ପଡ଼ିଲେ ଛାତ୍ର। ଦୌଡ଼ୁଥିବା ବେଳେ ଛାତ୍ରଙ୍କ ମୃତ୍ୟୁ ହୋଇଥିବା ସୂଚନା। ଫରେଷ୍ଟ ଗାର୍ଡ, ଫରେଷ୍ଟର ଏବଂ ପ୍ରାଣୀଧନ ନୀରିକ୍ଷକ ପଦବୀ ପାଇଁ ଦେଉଥିଲେ ପରୀକ୍ଷା।  

ସୂଚନାନୁଯାୟୀ, ରାଉରକେଲାର ବ୍ୟାଚ୍ ନମ୍ବର ଏ ୦୨ ପ୍ରବୀଣ କୁମାର ପଣ୍ଡା। ଫରେଷ୍ଟ ଗାର୍ଡ ଏବଂ ଫରେଷ୍ଟର ପଦବୀ ପାଇଁ ସେ ଆବେଦନ କରିଥିଲେ। ଉକ୍ତ ପୋଷ୍ଟ ପାଇଁ ଆଜି ଫିଜିକାଲ୍ ଟେଷ୍ଟ ଥିଲା। ଭବାନୀପୁରରୁ ବାରଗାଡ ୨୫ କିଲୋମିଟର ଦୌଡ଼ରେ ପ୍ରବୀଣ ଭାଗ ନେଇଥିଲେ। ସଦର ଥାନା କିରେଇ ନିକଟରେ ଅଚେତ ହୋଇପଡ଼ିଥିଲେ। ତାଙ୍କୁ ତୁରନ୍ତ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ହେଲେ ଡାକ୍ତର ପ୍ରବୀଣଙ୍କୁ ମୃତ ଘୋଷଣା କରିଛନ୍ତି। ପୁଅର ମୃତ୍ୟୁ ଖବର ପାଇବା ପରେ ପ୍ରବୀଣଙ୍କ ଘରଲୋକ ଭାଙ୍ଗି ପଡ଼ିଛନ୍ତି। 

ଏହି ଖବରଟିକୁ ପଢନ୍ତୁ-ରକ୍ତରେ ଭିଜିଲା ରକ୍ତ ସମ୍ପର୍କ, ବାପାକୁ ହତ୍ୟା କରି ମୁଣ୍ଡ କାଟି ନେଲା ପୁଅ

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.