ପ୍ରମୂଖ ଖବର
  • ବଜେଟ୍ ୨୦୨୪: ସଂସଦରେ ଜାମ୍ମୁ-କାଶ୍ମୀର ବଜେଟ୍ ଉପସ୍ଥାପିତ
  • ||
  • ବଜେଟ ୨୦୨୪: ଓଡ଼ିଶା ପର୍ଯ୍ୟଟନର ବିକାଶ ପାଇଁ ବଡ଼ ଘୋଷଣା, ପର୍ଯ୍ୟଟନର ବିକାଶ ପାଇଁ ମିଳିବ ଆର୍ଥିକ ସହାୟତା
  • ||
  • ବଜେଟ୍ ୨୦୨୪: ସରକାରୀ ସହାୟତାରେ ଛାତ ଉପରେ ଲାଗିବ ସୋଲାର ପ୍ୟାନେଲ, ପ୍ରତି ଘରୁ ମାସିକ ୩ଶହ ୟୁନିଟ ବିଜୁଳି ଉତ୍ପାଦନ ଲକ୍ଷ୍ୟ
  • ||
  • ବଜେଟ ୨୦୨୪:୧ କୋଟି ଘରକୁ ମାଗଣା ବିଜୁଳି ଯୋଗାଣ ହେବ,ପ୍ରଧାନମନ୍ତ୍ରୀ ସୂର୍ଯ୍ୟଘର ମୁକ୍ତ ବିଜୁଳି ଯୋଜନାରେ ମିଳିବ ସୁବିଧା
  • ||
  • ବଜେଟ୍୨୦୨୪: ବନ୍ୟା ମୁକାବିଲା ପାଇଁ ବିହାରକୁ ୧୧, ୫୦୦ କୋଟିର ସହାୟତା,ଆସାମ, ହିମାଚଳ ପ୍ରଦେଶ, ଉତ୍ତରାଖଣ୍ଡ, ସିକିମ୍‌କୁ ମିଳିବ ସହାୟତା
  • ||
  • ବଜେଟ ୨୦୨୪: ବନ୍ୟା ନିୟନ୍ତ୍ରଣ ପାଇଁ ସହାୟତା ଘୋଷଣା,ବନ୍ୟା କ୍ଷତିଗ୍ରସ୍ତ ୫ଟି ରାଜ୍ୟକୁ ସ୍ୱତନ୍ତ୍ର ସହାୟତାର ଘୋଷଣା
  • ||
  • ବଜେଟ ୨୦୨୪: ଜମିବାଡ଼ି ସୁବ୍ୟବସ୍ଥିତ କରିବାକୁ ଆରମ୍ଭ ହେବ ଭୂ-ଆଧାର, ଭୂ-ଆଧାର ଜରିଆରେ ଜମିବାଡ଼ି ଡିଜିଟାଇଜେସନ ହେବ
  • ||
  • ବଜେଟ୍ ୨୦୨୪: ମୁଦ୍ରା ଲୋନ୍‌ ୨୦ ଲକ୍ଷକୁ ବୃଦ୍ଧି ଘୋଷଣା କଲେ ଅର୍ଥମନ୍ତ୍ରୀ,ଧାର୍ଯ୍ୟ ସମୟରେ ପୈଠ କରିଥିବା ବ୍ୟକ୍ତି ଲୋନ୍‌ ପାଇପାରିବେ
  • ||
  • ବିଜେଟ୍ ୨୦୨୪-୨୫: ଗୟାରେ ହେବ ଇଣ୍ଡଷ୍ଟିଆଲ୍ କରିଡ଼ିର, ୧ ହଜାର ଆଇଟିଆଇକୁ ଅପଗ୍ରେଡ୍ କରାଯିବ
  • ||
  • ବିହାର, ଆନ୍ଧ୍ରପ୍ରଦେଶ ପାଇଁ ବଡ଼ ଘୋଷଣା କଲେ ଅର୍ଥମନ୍ତ୍ରୀ, ପୋଲାଭରମ ପ୍ରକଳ୍ପ ଶୀଘ୍ର ସମାପ୍ତ ହେବ, ବିହାରରେ ଏୟାରପୋର୍ଟ, ମେଡିକାଲ କଲେଜ ବିକାଶ
  • ||
  • ସପ୍ତମ ଥର ପାଇଁ ବଜେଟ ଉପସ୍ଥାପନ କଲେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ
  • ||
  • ବିଧାନସଭା ଅଧିବେଶନର ଦ୍ବିତୀୟ ଦିନ, ୪ଟା ଯାଏଁ ଗୃହ ମୁଲତବି
  • ||

ଟ୍ରାକ୍ଟର ଧକ୍କାରେ ଛାତ୍ରୀ ମୃତ, କ୍ଷତିପୂରଣ ଦାବିରେ ଛାତ୍ରଛାତ୍ରୀଙ୍କ ରାସ୍ତା ଅବରୋଧ

ଜଳେଶ୍ବର,୯।୭ : କଲେଜ ଛାତ୍ରୀକୁ ଧକ୍କା ଦେଲା ବେଆଇନ ବାଲି ବୋଝେଇ ଟ୍ରାକ୍ଟର । ଘଟଣା ସ୍ଥଳରେ ଛାତ୍ରୀଙ୍କ ମୃତ୍ୟୁ । କ୍ଷତି ପୂରଣ ଦାବିରେ କଲେଜ ଛାତ୍ର ଛାତ୍ରୀଙ୍କ ରାସ୍ତା ଅବରୋଧ କରିଛନ୍ତି। ମୃତକ ଜଣକ ହେଲେ ବଡଖୋଳିଆ ଗ୍ରାମର ରଶ୍ମିତା ପ୍ରଧାନ ।

ବାଲେଶ୍ଵର ଜିଲ୍ଲା ବାଲିଆପାଳ ଥାନା ବଡଖୋଳିଆ ଗ୍ରାମର ରଶ୍ମିତା ପ୍ରଧାନ ସାଇକେଲ ଯୋଗେ ଲଙ୍ଗଳେଶ୍ବର ସ୍ଥିତ ଦୁର୍ଗା ପ୍ରସନ୍ନ ମହା ବିଦ୍ୟାଳୟକୁ ଆସୁଥିଲେ। ଏହି ସମୟରେ   ପଞ୍ଚୁପାଲି ମାନ୍ଧାତା ରାସ୍ତାର ଦକ୍ଷିଣ ମହାବଳା ଛକ ନିକଟରେ ଏକ ବେଆଇନ ବାଲି ବୋଝେଇ ଟ୍ରାକ୍ଟର ତାଙ୍କୁ ଧକ୍କା ଦେଇଥିଲା।  ଘଟଣା ସ୍ଥଳରେ   ରଶ୍ମିତାର ମୃତ୍ୟୁ ଘଟିଥିଲା ବେଳେ ସ୍ଥାନୀୟ ଲୋକମାନେ ଟ୍ରାକ୍ଟର ଡ୍ରାଇଭରକୁ ଅଟକ ରଖିଛନ୍ତି ।ମୃତ ଛାତ୍ରୀଙ୍କ କ୍ଷତି ପୂରଣ ଦାବିରେ କଲେଜର ଶତାଧିକ ଛାତ୍ରଛାତ୍ରୀ ମହାବଳା ନିକଟରେ ରାସ୍ତା ଅବରୋଧ କରିଥିଲେ।  , ପୋଲିସ ପହଞ୍ଚି ବୁଝାସୁଝା କରିବା ସହିତ ଅଧିକ ତଦନ୍ତ ଜାରି ରଖିଛି। 

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.