ପ୍ରମୁଖ ଖବର
  • ମୟୂରଭଞ୍ଜ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ରାଇରଙ୍ଗପୁର ଏବଂ ବାରିପଦାରେ ଦଳୀୟ ପ୍ରାର୍ଥୀଙ୍କ ପାଇଁ କରିବେ ପ୍ରଚାର
  • ||
  • ନିର୍ବାଚନ ପାଇଁ ଦୁଇ ଦିନ ମଦ ଦୋକାନ ଏବଂ ବାର୍‌ ବନ୍ଦ, ଭୋଟ୍‌ ଗଣତି ଦିନ ରାଜ୍ୟସାରା ମଦ ଦୋକାନ ବନ୍ଦ
  • ||
  • ଶନିବାର ତୃତୀୟ ପର୍ଯ୍ୟାୟ ମତଦାନ: ୬ ଲୋକସଭା, ୪୨ ବିଧାନସଭା ସିଟ୍‌ରେ ୪୪୭ ପ୍ରାର୍ଥୀଙ୍କ ଭାଗ୍ୟ ପରୀକ୍ଷା
  • ||
  • ରଥଖଳା ହାଲ୍‌ଚାଲ୍‌...ସିଙ୍ଗଡ଼ା ବାଡ଼ିଆ, ପହି ବିନ୍ଧ ଅନୁକୂଳ...
  • ||
  • IPL 2024: ଦ୍ୱିତୀୟ କ୍ୱାଲିଫାୟରରେ ମୁହାଁମୁହିଁ ହେବେ ରୟାଲ୍ସ- ସନରାଇଜର୍ସ, ଟ୍ରାଭିସେକ ଯୋଡ଼ିଙ୍କୁ ଅଟକାଇବେ ସ୍ପିନ୍‌ ଟାଇଟନ
  • ||
  • ଦାନା ବାନ୍ଧୁଛି ବାତ୍ୟା ‘ରେମାଲ୍‌’: ୨୫ରେ ବାତ୍ୟା ରୂପ ନେବ, ୨୬ରେ ଭୀଷଣ ବାତ୍ୟାରେ ହେବ ପରିଣତ
  • ||

ନଦୀରେ ଗାଧୋଇବା ବେଳେ ବୁଡିଯାଇ ଛାତ୍ର ମୃତ

ସାଲେପୁର, ୨।୫ : ନଦୀରେ  ସାଙ୍ଗମାନଙ୍କ ସହିତ ଗାଧୋଇବା ସମୟରେ ବୁଡିଯାଇ ଜଣେ ଛାତ୍ରର ମୃତ୍ୟୁ ଘଟିଛି । ଏଭଳି ଘଟଣା ଘଟିଛି କଟକ ଜିଲ୍ଲା ସାଲେପୁର ବ୍ଳକ ମୁକୃଣ୍ଡି ସ୍ଥିତ ଚିତ୍ରୋତଳା ନଦୀରେ। ମୃତ ଛାତ୍ର ଜଣକ ହେଲେ ସାଲେପୁର ବ୍ଳକ ମୁକୃଣ୍ଡି ଗ୍ରାମର ଅମୂଲ୍ୟ କୁମାର ବେହେରାଙ୍କ ପୁତ୍ର ପ୍ରୀତି ରଂଜନ ବେହେରା।ସେ ସାଲେପୁର କଲେଜର +୨ ଛାତ୍ର ଅଟନ୍ତି।

ମାମୁଁକୁ ପଥରରେ ଛେଚି ଛେଚି ମାରିଲା ନୃଶଂସ ଭଣଜା 

 ସୂଚନା ମୁତାବକ ପ୍ରୀତି ରଂଜନ ବେହେରା ସାଙ୍ଗ ମାନଙ୍କ ସହ  ଚିତ୍ରୋତଳା ନଦୀକୁ ଗାଧୋଇବା ପାଇଁ ଯାଇ ଥିବା ବେଳେ ନଦୀରେ ବୁଡିଯାଇଥିଲେ। ସ୍ଥାନୀୟ ଲୋକେ ଓ ସାଲେପୁର ଅଗ୍ନିଶମ ବାହିନୀ ବହୁ  ଖୋଜାଖୋଜି ପରେ ମୃତ ଦେହକୁ ଉଦ୍ଧାର କରିଥିଲେ। ଘଟଣା ସ୍ଥଳରେ କିଶୋରନଗର ପୋଲିସ ପହଞ୍ଚି ମୃତ ଛାତ୍ରର ଶବକୁ ଜବତ କରି ଏକ ଅପମୃତ୍ୟୁ ମାମଲା ରୁଜୁକରି ଶବବ୍ୟବଚ୍ଛେଦ ପାଇଁ କଟକ ପଠାଇ ତଦନ୍ତ  କରୁଛି।

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.