ପ୍ରମୂଖ ଖବର
  • ଭୁବନେଶ୍ୱର : ଏମ୍ସରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ; ଏମ୍ସର ନିର୍ଦ୍ଦେଶକଙ୍କ ସହ କରିଲେ ଆଲୋଚନା
  • ||
  • FM କଲେଜରେ ଛାତ୍ରୀଙ୍କ ଆତ୍ମହତ୍ୟା ଉଦ୍ୟମ ଘଟଣା; ପୀଡ଼ିତାଙ୍କ ପରିବାରକୁ ଭେଟିବେ ମୁଖ୍ୟମନ୍ତ୍ରୀ
  • ||
  • ରାଜ୍ୟସଭାକୁ ୪ ମନୋନୀତ, ମନୋନୀତ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
  • ||
  • ବାଲେଶ୍ବର: ଟ୍ରକ୍‌ ଧକ୍କାରେ ଓଲଟି ପଡ଼ିଲା ବସ୍‌, ୨୦ରୁ ଉର୍ଦ୍ଧ୍ୱ ଗୁରୁତର
  • ||
  • ଏନ୍‌ସିଇଆର୍‌ଟି ବିଏଡ୍‌ ପ୍ରବେଶିକା ପରୀକ୍ଷା, ଆଜି ରାଜ୍ୟର ୪୪ କେନ୍ଦ୍ରରେ ୨୨ ହଜାର ଛାତ୍ରଛାତ୍ରୀ ଦେବେ ପରୀକ୍ଷା
  • ||
  • ସୋମବାର ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି: ଆଜି ପୁଲିସର କାର୍‌କେଡ୍‌ ରିହର୍ସାଲ, ଜଗିବେ ୫୦ ପ୍ଲାଟୁନ୍‌ ଫୋର୍ସ
  • ||
  • ଗାଜା ଉପରେ ଇସ୍ରାଏଲର ଭୟଙ୍କର ହମଲା, ୧୧୦ ପାଲେଷ୍ଟାନୀୟ ମୃତ
  • ||
  • ୧୬ରେ ବଙ୍ଗୋପସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ ସମ୍ଭାବନା, ଆଜି ବର୍ଷା ନେଇ ଅଧା ଓଡ଼ିଶାକୁ ୟେଲୋ ଓ୍ବାର୍ଣ୍ଣିଂ
  • ||

ମହାନଦୀରେ ବୁଡ଼ି ଛାତ୍ରଙ୍କ ମୃତ୍ୟୁ

Published By : Gurupada Nath | May 2, 2025 8:26 PM

କଟକ, ୨/୫ : ମହାନଦୀରେ ଗାଧେଇବାବେଳେ ବୁଡ଼ି ଗଲେ ଛାତ୍ର । ଫଳରେ ଛାତ୍ର ଜଣଙ୍କର ମୃତ୍ୟୁ ହୋଇଛି । ମୃତକ ହେଲେ ଜଗତସିଂହପୁର ଥାନା ସାମା ଛକ ନିକଟ ସାଆଁପୁର ଗ୍ରାମର ସମୀର ମଲ୍ଲିକଙ୍କ ପୁଅ ଅମିତ୍ (୨୦) । ପ୍ରକାଶ ଯେ, କଟକ ଜିଲ୍ଲା ମାହଲ ହାଟ ଫାଣ୍ଡି ଅନ୍ତର୍ଗତ ମହାନଦୀ ପିଁ ପୁର ନିକଟରେ ୮ଛାତ୍ର ସାଙ୍ଗ ହୋଇ ଗାଧୋଉଥିଲେ । ଏହି ସମୟରେ ଅମିତ୍ ମହାନଦୀ ଗଭୀର ଜଳରେ ବୁଡ଼ି  ଯାଇଥିଲେ ।   

 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.