ପ୍ରମୁଖ ଖବର
  • ଚଣ୍ଡିଗଡ଼ ମେୟର ନିର୍ବାଚନ: ଆପ୍‌ ପ୍ରାର୍ଥୀ ବିଜୟୀ , ଫଳାଫଳ ଘୋଷଣା କଲେ ସୁପ୍ରିମକୋର୍ଟ
  • ||
  • ଭାରତ-ଇଂଲଣ୍ଡ ଚତୁର୍ଥ ଟେଷ୍ଟ: ଇଣ୍ଡିଆନ୍ ସ୍କ୍ବାର୍ଡକୁ ଫେରିବେ କେ.ଏଲ୍‌ ରାହୁଲ
  • ||
  • କଣ୍ଟାବାଞ୍ଜି ବିଧାୟକଙ୍କୁ ହତ୍ୟା ଧମକ ଘଟଣା, ନଗର କଂଗ୍ରେସ କମିଟି ପକ୍ଷରୁ ୧୨ ଘଣ୍ଟିଆ ବନ୍ଦ ପାଳନ
  • ||
  • ମଙ୍ଗଳବାର ଦିନିକିଆ ସମ୍ବଲପୁର ଗସ୍ତରେ ଆସୁଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଲୋକାର୍ପଣ ହେବ ସ୍କିଲ୍‌ ଇଣ୍ଡିଆ ସେଣ୍ଟର
  • ||
  • ମାଟ୍ରିକ୍ ପରୀକ୍ଷା ପୂର୍ବରୁ ଝୁଲିପଡିଲେ ଛାତ୍ର, ମୃତ୍ୟୁର କାରଣ ଅସ୍ପଷ୍ଟ
  • ||
  • ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ୨୦୨୪-୨୫ ପର୍ବପର୍ବାଣୀ ତାଲିକା ପ୍ରକାଶ: ଜୁନ୍‌ ୨୨ରେ ସ୍ନାନ ଯାତ୍ରା, ଜୁଲାଇ ୭ରେ ଶ୍ରୀଗୁଣ୍ଡିଚା
  • ||
  • ରାଜ୍ୟର ୯୬ ଲକ୍ଷ ପରିବାରକୁ ମିଳିବ ହଜାରେ ଲେଖାଏଁ, ଆଜି ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
  • ||
  • ବୁର୍ଜା ଛକ ନିକଟରେ ଦୁଇ ବାଇକ୍ ମୁହାଁମୁହିଁ ଧକ୍କା: ଚାଲିଗଲା ଦୁଇ ଜୀବନ, ୨ ଆହତ
  • ||
  • ମଙ୍ଗଳବାର ବରଗଡ଼ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ, ଗଙ୍ଗାଧର ସେଚ ପ୍ରକଳ୍ପର କରିବେ ଲୋକାର୍ପଣ
  • ||
  • ମାଘରେ ବଢ଼ୁଛି ତାତି: ଟିଟଲାଗଡ଼ ପାଲଟିଲାଣି ତତଲା ସହର, ୩୬ ଡିଗ୍ରୀ ପାର୍ ତାପମାତ୍ରା, ୨୪ରୁ ଘଡଘଡି ସହ ବର୍ଷା ସମ୍ଭାବନା
  • ||
  • ମଙ୍ଗଳବାରଠୁ ମାଟ୍ରିକ ପରୀକ୍ଷା: ୫ଲକ୍ଷ ୫୧ ହଜାର ୬୨୧ଛାତ୍ରଛାତ୍ରୀ ଦେବେ ପରୀକ୍ଷା, କପି ଜଗିବ AI କ୍ୟାମେରା
  • ||

ଦଶମ ଶ୍ରେଣୀ ଛାତ୍ରଙ୍କୁ ଛୁରାମାଡ଼

 ଆଠଗଡ, ୨୯।୧ ଆଠଗଡ଼ ଥାନା ଅନ୍ତର୍ଗତ କୁଲାଇଲୋ ବଜାରରେ  ଜଣେ ଦଶମ ଶ୍ରେଣୀ ଛାତ୍ରଙ୍କୁ ଛୁରାମାଡ଼ ହୋଇଛି।  ଛାତ୍ରଙ୍କୁ ଗୁରୁତର ଅବସ୍ଥାରେ ଆଠଗଡ଼ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଛାତ୍ର ଜଣକ ହେଲେ କୁଲାଇଲୋ ଗ୍ରାମର ମହେନ୍ଦ୍ର ଦାସଙ୍କ ପୁଅ ସୂର୍ଯ୍ୟମଣି ଦାସ (୧୫)।

କୁଲାଇଲୋ ଗ୍ରାମର ସୂର୍ଯ୍ୟମଣି ଟ୍ୟୁସନ ସାରି ଘରକୁ ଫେରୁଥିଲେ। ଏହି ସମୟରେ ଦୁଇଜଣ ଯୁବକ ହେଲମେଟ ପିନ୍ଧି ଏକ କଳା ପଲସର ଗାଡିରେ ଆସି କୁଲାଇଲୋ ବଜାର ନିକଟରେ   ସୂର୍ଯ୍ୟମଣିଙ୍କୁ ଛୁରାମାଡ଼ କରି ଫେରାର ହୋଇଯାଇଥିଲେ। ଏଥିରେ ସୂର୍ଯ୍ୟମଣି ଗୁରୁତର ହୋଇଥିଲେ।  ତାଙ୍କୁ ଗୁରୁତର ଅବସ୍ଥାରେ ଆଠଗଡ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ତେବେ ସୂର୍ଯ୍ୟମଣିଙ୍କୁ ଛୁରାମାଡ ର କାରଣ ଜଣାପଡି ନାହିଁ। ଖବର ପାଇ ପୋଲିସ ପହଞ୍ଚି ଘଟଣାର ତଦନ୍ତ କରୁଛି। 

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.