PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ୱର: ବିଧାନସଭାର ମୌସୁମୀ ଅଧିବେଶନ ଆରମ୍ଭ: ପ୍ରଥମ ଦିନରେ ଶୋକ ପ୍ରସ୍ତାବ ପାରିତ, ଆସିବ ପୂର୍ଣ୍ଣାଙ୍ଗ ବଜେଟ୍
  • ||
  • ନୂଆଦିଲ୍ଲୀ; ଫୁଟ୍‌ ଉପରେ ବିମାନ କ୍ୟାବିନରେ ଦେଖିବାକୁ ମିଳିଲା ଧୁଆଁ; ଦିଲ୍ଲୀ ବିମାନବନ୍ଦରରେ ଜରୁରୀକାଳୀନ ଅବତରଣ କଲା ସ୍ପାଇସଜେଟ୍‌
  • ||
  • ଭୁବନେଶ୍ୱର: ୪ରେ ଲଘୁଚାପ, ଆଜିଠୁ ବଢ଼ିବ ବର୍ଷା
  • ||
  • ଚୌଦ୍ୱାର : ଜଗା ଦର୍ଶନ ସାରି ଘରକୁ ଫେରୁଥିବା ବେଳେ ବୋଲେରୋକୁ ପିଟିଲା ଟ୍ରକ: ଜଣେ ମୃତ, ୯ ଗୁରୁତର
  • ||
  • ପୁରୀ: ଦାରୁବ୍ରହ୍ମଙ୍କ ପତିତପାବନ ଯାତ୍ରା: ଆଜି ଜନ୍ମବେଦିକୁ ବିଜେ କରିବେ ଚତୁର୍ଦ୍ଧାମୂର୍ତ୍ତି
  • ||
  • ବାରିପଦା: ଆଜି ଗଡ଼ିବ ଦ୍ୱିତୀୟ ଶ୍ରୀକ୍ଷେତ୍ର ରଥ, ସୁଭଦ୍ରାଙ୍କ ରଥକୁ ଟାଣିବେ ମହିଳା ଶ୍ରଦ୍ଧାଳୁ
  • ||
  • କଟକ: ଆଜିଠୁ ମିଳିତ ପୁଲିସ୍‌ ସେବା ପରୀକ୍ଷା, ୩୪ କେନ୍ଦ୍ରରେ ପରୀକ୍ଷା ଦେବେ ୨୯ ହଜାର ୬୪୪ ପରୀକ୍ଷାର୍ଥୀ
  • ||

ହଷ୍ଟେଲ ଛାତରୁ ଖସି କଲେଜ ଛାତ୍ରୀ ମୃତ

ବାଲେଶ୍ବର, ୧୯।୫   ବାଲେଶ୍ବରରେ ହଷ୍ଟେଲ ଛାତରୁ ଖସି ଜଣେ କଲେଜ ଛାତ୍ରୀଙ୍କ ଗୁରୁବାର  ମୃତ୍ୟୁ ଘଟିଛି। ମୃତ ଛାତ୍ରୀ  ଜଣକ ହେଉଛନ୍ତି ମୟୂରଭଞ୍ଜ  ବିଶୋଇ ଅଞ୍ଚଳର  ସାବିତ୍ରୀ ବେହେରା। ସେ ଏକ ଘରୋଇ ଆବାସିକ କଲେଜ ପାଠ ପଢୁଥିଲେ। ଉକ୍ତ ଆବାସିକ କଲେଜର  ହଷ୍ଟେଲ  ଛାତରୁ ତଳକୁ ଖସି ପଡିବାରୁ  ସାବିତ୍ରୀଙ୍କ ମୃତ୍ୟୁ ଘଟିଛି। ଖବର ପାଇ ଘଟଣାସ୍ଥଳରେ  ବାଲେଶ୍ବର ସଦର ପୋଲିସ ପହଞ୍ଚି ମୃତଦେହ ଜବତ କରିବା ସହ ଘଟଣାର ତଦନ୍ତ କରୁଛି।